ପାଟଣା,୨୬।୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଓ ତୁରୁମୁଙ୍ଗାସ୍ଥିତ ଶିଶୁ ବିଦ୍ୟାମନ୍ଦିର ସୋମବାର ଶ୍ରୀକୃଷ୍ଣଙ୍କର ଜନ୍ମଉତ୍ସବ ପାଳିତ ହୋଇଯାଇଛି । ତୁରୁମୁଙ୍ଗାରେ ଆୟୋଜିତ ସଭାରେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଚିତ୍ତରଞ୍ଜନ ମହାନ୍ତଙ୍କ ସଂଯୋଜନାରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ ପାଲାଗାୟକ ତଥା ଶିକ୍ଷାବିତ୍ ଉମେଶ ଚନ୍ଦ୍ର ବେହେରା, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷକ କୂଳମଣି ସାହୁ, ନିର୍ମଳ ଚନ୍ଦ୍ର ସାହୁ, ଧ୍ୟାନ ଚନ୍ଦ୍ର ମହାନ୍ତ ପ୍ରମୁଖ ଯୋଗଦେଇଥିଲେ । ଅଧର୍ମକୁ ନାଶ କରି ଧର୍ମ ସଂସ୍ଥାପନା ଉଦ୍ଦେଶ୍ୟରେ ଯୁଗେଯୁଗେ ଭଗବାନ ଶ୍ରୀକୃଷ୍ଣ ଧରାବତରଣ କରିଥାନ୍ତି ବୋଲି ଉପସ୍ଥିତ ଅତିଥିମାନେ କହିବା ସହ ଶ୍ରୀକୃଷ୍ଣଙ୍କ ଲୀଳା ଉପରେ ଆଲୋକପାତ କରିଥିଲେ। ଛାତ୍ରୀଛାତ୍ରମାନେ ଶ୍ରୀରାଧା ଶ୍ରୀ କୃଷ୍ଣ ବେଶରେ ସଜ୍ଜିତ ହୋଇଥିଲେ। କାର୍ଯ୍ୟକ୍ରମ ଶେଷରେ ଆଚାର୍ଯ୍ୟ ଉତ୍ତମ କୁମାର ମହାନ୍ତ ଅତିଥି ଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ ।
ଶ୍ରୀକୃଷ୍ଣଙ୍କ ଜନ୍ମ ଜନ୍ମଉତ୍ସବ: ଶ୍ରୀରାଧା ଶ୍ରୀ କୃଷ୍ଣ ବେଶରେ ଛାତ୍ରୀଛାତ୍ର
Posted inHome Left, ଆମ ଜିଲା ଖବର, କେନ୍ଦ୍ରାପଡ଼ା, ରାଜ୍ୟ View All
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ
ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…
ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ
ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…
ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର
ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…
ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍ ଭୋଟିଂ କରି ବିଗାଡ଼ିଦେଲେ ଖେଳ
ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍କିରେ ବଦଳିଗଲା…
ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…
ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…
ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର
ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…
‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…
ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…
ଗୋଟେ ଚୁଟ୍କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…
ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…
Archives

