ରାଇକିଆରେ ଜନ୍ମାଷ୍ଟମୀ

ରାଇକିଆ,୬ା୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସରସ୍ବତୀ ଶିଶୁ ମନ୍ଦିରରେ ବୁଧବାର ପବିତ୍ର ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି। ବିଦ୍ୟାଳୟର ଶିଶୁମାନେ ରାଧାକୃଷ୍ଣ ବେଶରେ ସଜ୍ଜିତ ହୋଇ ସହର ପରିକ୍ରମା କରିଥିଲେ। ଜନ୍ମାଷ୍ଟମୀ ପୂଜାର୍ଚ୍ଚନା ସହ ଦହି ହାଣ୍ଡି ଭଙ୍ଗନ, ଭଜନ, ନୃତ୍ୟ ପରିବେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଶ୍ରୀ କୃଷ୍ଣ ଜନ୍ମାଷ୍ଟମୀ ପାଳନର ମହତ୍ୱ ସମ୍ପର୍କରେ ଆଲୋକପାତ କରାଯାଇଥିଲା। ପ୍ରଧାନ ଆଚାର୍ଯ୍ୟ କାମଦେବ ବେହେରା, ଆଦିତ୍ୟ ପାତ୍ରଙ୍କ ସମେତ ସମସ୍ତ ଗୁରୁଜୀ, ଗୁରୁମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡି ଘାଟିରେ ଭୂସ୍ଖଳନ, ପୂର୍ବରୁ ସିଲ୍ କରିଥିଲା ପ୍ରଶାସନ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଭୂସ୍ଖଳନ ହୋଇଛି । ଏକାଧିକ…

ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…

୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା…

କଳିଙ୍ଗା ଘାଟିରେ ଭୂସ୍ଖଳନ: ଯାତାୟାତ ବନ୍ଦ, ଘଟଣାସ୍ଥଳରେ ପ୍ରଶାସନ

ଜି.ଉଦୟଗିରି, ୨୪।୯ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସମ୍ଭାବ୍ୟ ବାତ୍ୟାର ପ୍ରଭାବ ସହ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲାର କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି।…

ପୁଣି ଘାଟିରେ ଅଟକିଲା ଭାରୀଯାନ:ବାଲିଗୁଡ଼ାରୁ ବ୍ରହ୍ମପୁର ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି, ୨୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦେଇ ଯାଇଥିବା ଗୋପାଳପୁର-ରାୟପୁର ୫୯ ନମ୍ବର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ପୁଣି ଏକ ମାଲବୋଝେଇ ଟ୍ରକ ଫସି…

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’: ଜିଲା ସ୍ତରୀୟ ପ୍ରତିଯୋଗିତା ପାଇଁ ୬ କୃତୀ ଛାତ୍ରଛାତ୍ରୀ ମନୋନୀତ

ଦାରିଙ୍ଗବାଡ଼ି,୨୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଆଇଟିଆଇ (ITI) ପରିସରରେ ମଙ୍ଗଳବାର ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ତାପସଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଦଳୀୟ ସଂଗଠନକୁ ମଜଭୁତ କରିବା ଲକ୍ଷ୍ୟ

ରାଇକିଆ,୨୨।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପାର ଯୁବ ସଂଗଠକ ତାପସ ଦଳବେହେରା ଭାରତୀୟ ଜନତା ପାର୍ଟିରେ ନିଜର ଦୃଢ଼ କାର୍ଯ୍ୟଦକ୍ଷତା ଯୋଗୁ ଜିଲା ଆଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?