Posted inଜାତୀୟ

ଜାନୁୟାରୀ ୨୪ରୁ ଜେଇଇ ମେନ୍‌ ପରୀକ୍ଷା

ନୂଆଦିଲ୍ଲୀ,୧୬।୧୨: ୨୦୨୩-୨୪ ଶିକ୍ଷା ବର୍ଷର ଜେଇଇ ମେନ୍‌ ପରୀକ୍ଷା ପାଇଁ ଶୁକ୍ରବାର କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଆସନ୍ତା ଜାନୁୟାରୀରେ ଜେଇଇ ମେନ୍‌ ସେସନ-୧ ଏବଂ ଏପ୍ରିଲରେ ଜେଇଇ ମେନ୍‌ ସେସନ-୨ ପରୀକ୍ଷା ହେବ। ତେବେ ସେସନ-୧ ପରୀକ୍ଷା ଜାନୁୟାରୀ ୨୪ରୁ ଆରମ୍ଭ ହୋଇ ୩୧ରେ ସରିବ। ସେହିପରି ସେସନ-୨ ପରୀକ୍ଷା ଏପ୍ରିଲ ୬ରୁ ଆରମ୍ଭ ହୋଇ ୧୨ ପର୍ଯ୍ୟନ୍ତ ଚାଲିବ ବୋଲି ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଘୋଷଣା କରାଯାଇଛି। ଡିସେମ୍ବର ୧୫ରୁ ଜାନୁୟାରୀ ୧୨ ତାରିଖ ଯାଏ ଆବେଦନର ତାରିଖ ଧାର୍ଯ୍ୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତଓ୍ବାଙ୍ଗ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ କଂଗ୍ରେସର ୭ ପ୍ରଶ୍ନ: କେବେ କରିବେ ମନ୍‌ କି ବାତ୍‌…

ନୂଆଦିଲ୍ଲୀ,୧୭।୧୨ : ଅରୁଣାଚଳ ପ୍ରଦେଶର ତଓ୍ବାଙ୍ଗରେ ଚାଇନା ସୈନ୍ୟଙ୍କ ଅନୁପ୍ରବେଶ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ଘେରିବା ଆରମ୍ଭ କରିଛି। କଂଗ୍ରେସ ପ୍ରବକ୍ତା ଜୟରାମ...

ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ…

ନୂଆଦିଲ୍ଲୀ, ୯।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ଜମ୍ମୁ-କଶ୍ମୀର ସ୍ଥିତି ପରଖିବାକୁ ପହଞ୍ଚିଲେ ୧୫ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୯।୧: ଜମ୍ମୁ-କଶ୍ମୀରର ସ୍ଥିତି ପରଖିବାକୁ ୧୫ ରାଷ୍ଟ୍ରଦୂତ ଗୁରୁବାର ନୂଆଦିଲ୍ଲୀ ପହଞ୍ଚିଛନ୍ତି। ଏମାନେ ଜାନୁୟାରୀ ୯-୧୦ ଦୁଇଦିନ ଧରି କଶ୍ମୀରରେ ରହିବେ। ଏମାନଙ୍କ ମଧ୍ୟରେ ରହିଛନ୍ତି...

ମୁଲାୟମଙ୍କ ଜନ୍ମଦିନ, ଲକ୍ଷ୍ନୌରେ କେକ କାଟିବେ ଅଖିଳେଶ

ଲକ୍ଷ୍ନୌ,୨୨ ।୧୧: ସମାଜବାଦୀ ପାର୍ଟିର ସଂସ୍ଥାପକ ମୁଲାୟମ ସିଂ ଯାଦବ ୮୩ ବର୍ଷରେ ପଦାର୍ପଣ କରିଛନ୍ତି । ତାଙ୍କ ଜନ୍ମଦିନ ପାଳନ କରିବାକୁ ମୁଲାୟମଙ୍କ ଭାଇ...

ବିଜ୍ଞାପନ କରି ଅଡୁଆରେ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଏକ ନାମୀଦାମୀ ବ୍ରାଣ୍ଡ ଓ୍ବାଶିଂ ପାଉଡରର ବିଜ୍ଞାପନ କରି ଏବେ ବିବାଦ ଘେରକୁ ଚାଲିଆସିଛନ୍ତି। ମରାଠା ଯୋଦ୍ଧାଙ୍କ ପରିହାସ...

ଦେଶ ସର୍ବଦା ଜେଟଲୀଙ୍କୁ ମନେ ରଖିବ: ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ ଶନିବାର ୧୨ଟା ୭ରେ ଏମ୍ସ୍‌ରେ ପରଲୋକ ଘଟିଛି। ଏନେଇ ଦେଶର ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। କଂଗ୍ରେସ...

୭୬ ଭାରତୀୟ, ୪୧ ପାକିସ୍ତାନ ନାଗରିକଙ୍କୁ ଆଣି ଦିଲ୍ଲୀରେ ପହଞ୍ଚିଲା ସମଝୌତା ଏକ୍ସପ୍ରେସ୍‌

ନୂଆଦିଲ୍ଲୀ, ୯।୮: ୭୬ ଭାରତୀୟ, ୪୧ ପାକିସ୍ତାନ ନାଗରିକଙ୍କୁ ଆଣି ଦିଲ୍ଲୀ ପହଞ୍ଚିଛି ସମଝୌତା ଏକ୍ସପ୍ରେସ୍‌। ଗୁରୁବାର ପାକିସ୍ତାନ ଟ୍ରେନକୁ ଅଟାରି ରେଳ ଷ୍ଟେଶନରେ ଛାଡି...

୩ଟା ସୁଦ୍ଧା ୟୁପିରେ ୫୧.୯୩% ମତଦାନ

ଲକ୍ଷ୍ନୋ,୧୪।୨: ପ୍ରଥମ ପର୍ଯ୍ୟାୟ ପରେ ସୋମବାର ଉତ୍ତରପ୍ରଦେଶର ୫୫ ଆସନରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଳିଛି। ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇଥିବା ବେଳେ...

Advertisement
Archives

Model This Week