ପରମାଣୁ ଶକ୍ତିର ବ୍ୟବହାର ବୃଦ୍ଧି ପାଇଁ ନୂତନ ନୀତି ଗ୍ରହଣ କଲା ଜାପାନ

ଟୋକିଓ,୨୩ ।୧୨: ସାରା ବିଶ୍ୱରେ ଇନ୍ଧନ ଅଭାବ ମଧ୍ୟରେ ସ୍ଥିର ବିଦ୍ୟୁତ ଯୋଗାଣକୁ ସୁନିଶ୍ଚିତ କରିବାକୁ ଏବଂ କାର୍ବନ ନିର୍ଗମନକୁ ହ୍ରାସ କରିବାକୁ ପରମାଣୁ ଶକ୍ତିର ଅଧିକ ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ଜାପାନ ଏକ ନୂତନ ନୀତି ଗ୍ରହଣ କରିଛି । ଏହି ନୀତିରେ ଦର୍ଶାଯାଇଛି ଯେ ଜାପାନ ଏହାର ବହୁ ପରମାଣୁ ରିଆକ୍ଟର ଗୁଡିକୁ ପୁଣିଥରେ ଆରମ୍ଭ କରିବା ଉଚିତ ଏବଂ ଏହାକୁ ଅଧିକ ଉପଯୋଗ କରିବା ଓ ପୁରୁଣା ରିଆକ୍ଟର ଗୁଡିକର କାର୍ଯ୍ୟକ୍ଷମ ସମୟ ସୀମାକୁ ୬୦ ବର୍ଷରୁ ଆଗକୁ ବଢାଇବା ଦରକାର ।
ସୂଚନାଯୋଗ୍ୟ, ଜାପାନରେ ୨୦୧୧ରେ ଫୁକୁସୀମା ବିପର୍ଯ୍ୟୟ ପରେ ସୁରକ୍ଷା ଚିନ୍ତା ଦ୍ରୁତ ଗତିରେ ବୃଦ୍ଧି ପାଇଥିଲା । ଏହାପରେ ପରମାଣୁ ଶକ୍ତି ଉପରେ ନିର୍ଭରଶୀଳତାକୁ ଶେଷ କରିବାର ଯୋଜନା ଥିଲା । ଗତ ଦଶନ୍ଧିରେ ୨୭ଟି ରିଆକ୍ଟରକୁ ପୁଣିଥରେ ଆରମ୍ଭ କରିବାକୁ ଆଣବିକ ଶକ୍ତି କମ୍ପାନୀ ଗୁଡିକ ଆବେଦନ କରିଛନ୍ତି । ସେଥିମଧ୍ୟରୁ ୧୭ଟି ସୁରକ୍ଷା ମାନଦଣ୍ଡ ପୂରଣ କରିଛି ଏବଂ କେବଳ ୧୦ଟି କାର୍ଯ୍ୟ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ

ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍‌ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?