ଦକ୍ଷିଣ କୋରିଆ, ଜାପାନରେ ଗ୍ରୀଷ୍ମପ୍ରବାହ: ୧୩ ଲୋକଙ୍କ ମୃତ୍ୟୁ, ତାପାମାତ୍ରା ୪୦ ଡିଗ୍ରୀ ପାଖାପାଖି

ଟୋକିଓ,୧।୮: ଦୁନିଆର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ବିପର୍ଯ୍ୟୟର କାରଣ ପାଲଟିଥିବା ବେଳେ କେତେକ ସ୍ଥାନରେ ଅତ୍ୟଧିକ ଉତ୍ତାପ ଯୋଗୁ ଲୋକଙ୍କର ଜୀବନ ଯାଉଛି। ଏହି କ୍ରମରେ ଦକ୍ଷିଣ କୋରିଆ ଏବଂ ଜାପାନରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଦକ୍ଷିଣ କୋରିଆରେ ଉତ୍ତାପ ଯୋଗୁ ୧୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜାପାନର ସ୍କୁଲରୁ ଫେରୁଥିବା ସମୟରେ ଜଣେ ୧୩ ବର୍ଷର ପିଲାର ମୃତ୍ୟୁ ହୋଇଛି।

ଦକ୍ଷିଣ କୋରିଆର ୟୋନହାପ ନ୍ୟୁଜ ଏଜେନ୍ସି ରିପୋର୍ଟ କରିଛି ଯେ, ଉତ୍ତାପ ଯୋଗୁ ଏହି ସପ୍ତାହରେ ମୃତ୍ୟୁବରଣ କରିଥିବା ଲୋକଙ୍କ ମଧ୍ୟରେ ୫ ଜଣ କୃଷକ ଅଛନ୍ତି। ଯାହାଙ୍କ ବୟସ ୭୦ ବର୍ଷରୁ ଅଧିକ। ଏହାପୂର୍ବରୁ ଉତ୍ତାପ ତରଫରୁ ୭ ଜଣଙ୍କର ମୃତ୍ୟୁ ହୋଇସାରିଛି। ମଙ୍ଗଳବାର ଦେଶର ଅଧିକାଂଶ ସ୍ଥାନରେ ହିଟ୍‌ୱେଭ ଚେତାବନୀ ଦିଆଯାଇଛି। ରିପୋର୍ଟ ଅନୁଯାୟୀ, ଜୁଲାଇ ମାସରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିବାରୁ ଲୋକମାନେ ବହୁତ ଚିନ୍ତିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

ବାହା ହେବାକୁ ମନା କଲେ ଶାଶୁ, ବୋହୂ ଭାଇରାଲ କରିଦେଲେ ଶାଶୁଙ୍କ ଅଶ୍ଲୀଳ ଫଟୋ, ଶ୍ୱଶୁର କହିଲେ…

ମୁମ୍ଵାଇ ୨୩।୦୬: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମୁମ୍ବାଇ ପୋଲିସ ଜଣେ ମହିଳାଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକଙ୍କ ମାଆଙ୍କ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି।…

ବଡ଼ ଧରଣର ଚଢ଼ାଉ: ୧୯ ଦୋକାନୀ ନାଁରେ ମାମଲା ରୁଜୁ, ଜରିମାନା ଆଦାୟ

ରିଷିଡ଼ା ୨୩।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲାରେ ତମାଖୁ ନିୟନ୍ତ୍ରଣ ଆଇନକୁ କଡ଼ାକଡ଼ି କରିବା ପାଇଁ ଏକ ସ୍ପେଶାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri