ଜାପାନରେ ପ୍ରଥମଥର ପାଇଁ ଗର୍ଭପାତ ଔଷଧକୁ ମିଳିଲା ମଞ୍ଜୁରୀ

ଟୋକିଓ,୨୩।୪: ଜାପାନରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଏକ ପ୍ୟାନେଲ ଦେଶରେ ପ୍ରଥମ ଥର ପାଇଁ ଗର୍ଭପାତ ଔଷଧକୁ ଅନୁମୋଦନ କରିଛି। ଜାପାନ ଟାଇମ୍ସ ରିପୋର୍ଟ ଅନୁଯାୟୀ, ଜାପାନର ପ୍ୟାନେଲ ବ୍ରିଟେନର ଲାଇନ୍‌ଫାର୍ମା ଇଣ୍ଟରନ୍ୟାଶନାଲ ଲିମିଟେଡ ଦ୍ୱାରା ନିର୍ମିତ ଗର୍ଭପାତ ଔଷଧ ‘ମେଫିଗୋ ପିଲ୍‌’ କୁ ଅନୁମୋଦନ କରିଛି। ହେଲେ ଏହା ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଅନୁମୋଦନ ପାଇନାହିଁ। ଜାପାନୀ ମହିଳାମାନଙ୍କର ପ୍ରଜନନ ଅଧିକାର ବଢୁଥିବା ମଧ୍ୟରେ ମେଫିଗୋ ପିଲ୍‌କୁ ଅସ୍ତ୍ରୋପଚାରର ବିକଳ୍ପ ଭାବରେ କୁହାଯାଉଛି।

ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଏକ ପ୍ୟାନେଲ ଏହି ନିଷ୍ପତ୍ତି ପୂର୍ବରୁ ଅନଲାଇନ ସର୍ଭେ କରିଥିଲା, ଯେଉଁଥିରେ ୧୨,୦୦୦ ଜନସାଧାରଣଙ୍କ ମତାମତ ସଂଗ୍ରହ କରାଯାଇ ସମୀକ୍ଷା କରାଯାଇଥିଲା। ଯାହା ପରେ ଏହି ପଦକ୍ଷେପ ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର…

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ…

ଯାହା ଚାହିଁବ ତାହା ମିଳିବ… ନେପାଳ ପାଇଁ ହୃଦୟ ଖୋଲିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୮।୮: ନେପାଳ-ଚାଇନା ସୀମାବର୍ତ୍ତୀ ଅଞ୍ଚଳରେ ହଠାତ୍‌ ଏବଂ ଭୟଙ୍କର ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ, ଆମେରିକା ନେପାଳକୁ ସମସ୍ତ ପ୍ରକାରର ସହାୟତା ପ୍ରଦାନ କରିଛି। ଆମେରିକାର…

‘ମୁଁ ପୁରା ପରିଶ୍ରମ କରୁଛି…’, ଟିମ୍ ଇଣ୍ଡିଆକୁ କମ୍‌ବ୍ୟାକ୍ ନେଇ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୮।୮: ଟି-୨୦ ବିଶ୍ୱକପ୍ ୨୦୨୬ରେ ଭାରତକୁ ଚାମ୍ପିୟନ କରିଥିବା ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ପରବର୍ତ୍ତୀ ଟି-୨୦ ସିରିଜ୍‌ରୁ ବାଦ୍ ଦିଆଯିବା ନେଇ କ୍ରିକେଟ୍‌ ଜଗତରେ ଚର୍ଚ୍ଚା ଜୋର…

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ନୂଆଦିଲ୍ଲୀ,୨୮ା୮: ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର…

ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍‌ରୋଚ୍‌’

ସିଡ୍‌ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri