ପୁରୁଷ ବନ୍ଧୁଙ୍କୁ ବିବାହ କରିବାକୁ ଝିଅଙ୍କୁ ଅନୁମତି ଦେଲେ ଜାପାନ କ୍ରାଉନ୍ ପ୍ରିନ୍ସ

ଟୋକିଓ,୧ ।୧୨: ଶେଷରେ କିଛି ବର୍ଷର ନିରବତା ପରେ ଜାପାନର କ୍ରାଉନ୍ ପ୍ରିନ୍ସ ଫୁମିହିତୋ ତାଙ୍କ ଝିଅ ପ୍ରିନସେସ୍ ମାକୋଙ୍କୁ ତାଙ୍କ ପୁରୁଷ ବନ୍ଧୁଙ୍କୁ ବିବାହ କରିବାକୁ ଅନୁମତି ପ୍ରଦାନ କରିଥିବା ଜଣାପଡିଛି । ବେଶ୍ କିଛି ବର୍ଷ ହେବ ଏହି ବିବାହ ଘୁଞ୍ଚି ଘୁଞ୍ଚି ଚାଲିଥିବା ବେଳେ ଅନୁମାନ କରାଯାଉଥିଲା କି ରାଜ ପରିବାର ଏଥିରେ ଖୁସି ନାହାଁନ୍ତି । ପ୍ରିନସେସ୍ ମାକୋ ୨୦୧୮ରେ ତାଙ୍କ ୟୁିଭର୍ସିଟି ଫ୍ରେଣ୍ଡ କି କୋମୁରୋଙ୍କୁ ବିବାହ କରିବାର ଥିଲା । ମାକୋ ୨୦୧୭ରେ ତାଙ୍କ ସହ ନିର୍ବନ୍ଧ କରିବା କଥା ଘୋଷଣା କରିଥିଲେ । ହେଲେ ଏପର୍ଯ୍ୟନ୍ତ ଏହା ହୋଇ ପାରୁ ନ ଥିଲା । ସୂଚନାଯୋଗ୍ୟ, ଏବେ ବିବାହ ପରେ ମାକୋଙ୍କର ରାଜପରିବାର ସହ କୌଣସି ସମ୍ପର୍କ ରହିବ ନାହିଁ ଅବା ସେ ରାଜପରିବାରର କୌଣସି ସୁବିଧା ପାଇପାରିବେ ନାହିଁ । ତେବେ କୋମୁରୋଙ୍କ ଆର୍ଥିକ ସମସ୍ୟା ଯୋଗୁ ଏହି ବିବାହରେ କ୍ରାଉନ୍ ପ୍ରିନ୍ସ ରାଜି ନ ଥିବା କୁହାଯାଉଥିଲା । ହେଲେ ଏବେ ଏହାର ସମାଧାନ ହୋଇଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri