Posted inଖେଳ

ଜାପାନ ଲିଗ୍‌ ଫୁଟବଲ ଆରମ୍ଭ

ଟୋକିଓ, ୫।୭(ଏପି)-କରୋନା ଭାଇରସ ସଂକ୍ରମଣ ଜନିତ ପ୍ରଭାବ ଯୋଗୁ ଦୀର୍ଘ ୪ ମାସ ବ୍ୟବଧାନ ପରେ ଶନିବାରଠାରୁ ଆରମ୍ଭ ହୋଇଛି ଜାପାନ ପେସାଦାର ଫୁଟବଲ ଲିଗ୍‌। ଏଥିରେ ୧୮ଟି ଶୀର୍ଷସ୍ଥାନୀୟ ଦଳ ଅଂଶଗ୍ରହଣ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୯ଟି ଗେମ୍‌ ବିନା ଦର୍ଶକରେ ଅନୁଷ୍ଠିତ ହେବ। ଜାପାନର ଲୋକପ୍ରିୟ ବେସ୍‌ବଲ ଲିଗ୍‌ ମଧ୍ୟ ଗତ ମାସରେ ଦର୍ଶକଙ୍କ ବିନା ଆରମ୍ଭ ହୋଇଥିଲା। ପ୍ରଥମ ଡିଭିଜନ ଜାପାନ ଲିଗ୍‌ର ପ୍ରଥମ ରାଉଣ୍ଡ ମ୍ୟାଚ ଗୁଡ଼ିକ ଗତ ଫେବୃୟାରୀରେ ଅନୁଷ୍ଠିତ ହେବାପରେ ବନ୍ଦ ହୋଇ ଯାଇଥିଲା। ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତମାସ ଶେଷଭାଗରେ ଦର୍ଶକଙ୍କୁ ଷ୍ଟାଡିୟମ ଅନୁମତି ସମ୍ପର୍କରେ ବିଚାର କରାଯିବ। ୧୨.୬ କୋଟି ଜନସଂଖ୍ୟା ବିଶିଷ୍ଟ ଜାପାନରେ କରୋନା ସଂକ୍ରମଣରେ ୧୦୦୦ରୁ କମ୍‌ ଲୋକ ମୃତ୍ୟୁବରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

୧୫ ବର୍ଷ ପରେ IPLରେ ଏମିତି କାରନାମା କଲା RCB

ନୂଆଦିଲ୍ଲୀ,୨୩।୫: ଗତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତିଥିଲା। ସେହି ସିଜିନରେ ମଧ୍ୟ ଦଳ ଟେବୁଲ-ଟପର ନ…

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

ତିଲକ ବର୍ମାଙ୍କ ପରେ, ଏବେ ଏହି ଖେଳାଳିଙ୍କ ମଜା ଉଡାଇଲେ ଅର୍ଶଦୀପ ସିଂହ; ଭିଡିଓ ଭାଇରାଲ ପରେ ତୀବ୍ର ହେଲାଣି ବିବାଦ

ନୂଆଦିଲ୍ଲୀ,୨୨।୫: ଅର୍ଶଦୀପ ସିଂହ ପୁଣି ଥରେ ବିବାଦରେ ଫସିଥିବା ଦେଖାଯାଉଛି। IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଥିବା ଏହି ଭାରତୀୟ ଦ୍ରୁତ ବୋଲର ପୂର୍ବରୁ…

Asian Gamesରୁ ବାଦ ପଡ଼ିଲେ ଭିନେଶ ଫୋଗଟ: WFIକୁ ହାଇକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୨୨।୫: ଶୁକ୍ରବାର (୨୨ ମଇ) ଦିଲ୍ଲୀ ହାଇକୋର୍ଟ ରେସଲର ଭିନେଶ ଫୋଗଟଙ୍କୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାରଙ୍କୁ ତାଙ୍କ ମାମଲା ଯାଞ୍ଚ ଏବଂ ମୂଲ୍ୟାଙ୍କନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri