Posted inଜାତୀୟ

ମାର୍ଚ୍ଚ ୨୦ରେ ଭାରତ ଗସ୍ତରେ ଆସିବେ ଜାପାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୮।୩: ଭାରତ-ଜାପାନ ଦ୍ୱିପାକ୍ଷିକ ସମ୍ପର୍କକୁ ଦୃଢ କରିବାକୁ ଜାପାନ ପ୍ରଧାନମନ୍ତ୍ରୀ କିଶିଦା ଫୁମିଓ ଆସନ୍ତା ମାର୍ଚ୍ଚ ୨୦ରେ ଭାରତ ଗସ୍ତରେ ଆସିବେ। ଗୋଟିଏ ଦିନ ରହିବା ପରେ ସେ ମାର୍ଚ୍ଚ ୨୧ରେ ଜାପାନ ଫେରିଯିବେ। ତାଙ୍କର ଏହି ଗସ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ଫୁମିଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଦ୍ୱିପାକ୍ଷିକ ଏବଂ ଆଞ୍ଚଳିକ ପ୍ରସଙ୍ଗକୁ ନେଇ ବିସ୍ତୃତ ଭାବରେ ଆଲୋଚନା କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦ ଉପରେ ବିପଦ: ୧୫ ରାଜ୍ୟରେ ୯,୩୨୦ ବ୍ଲାକ୍‌ ଫଙ୍ଗସ୍‌ ଆକ୍ରାନ୍ତ, ସର୍ବାଧିକ ଗୁଜରାଟରେ…

ନୂଆଦିଲ୍ଲୀ,୨୨।୫: ଭାରତ ଉପରେ ଗୋଟିଏ ପରେ ଗୋଟିଏ ବିପଦ ମାଡ଼ି ଆସୁଛି। ଦେଶରେ କରୋନା ମହାମାରୀ ଅଣାୟତ୍ତ ସ୍ଥିତିରେ ରହିଥିବାବେଳେ ବ୍ଲାକ୍‌ ଫଙ୍ଗସ୍‌ ଯୋଗୁ ଆତଙ୍କ...

ପ୍ରଧାନମନ୍ତ୍ରୀଙ୍କ ପ୍ରତି ଘୃଣା ଏବେ ଦେଶପ୍ରତି ଘୃଣା ପାଲଟିଛି: ସ୍ମୃତି ଇରାନୀ…

ନୂଆଦିଲ୍ଲୀ,୧୫।୩ : ପ୍ରଧାନମନ୍ତ୍ରୀଙ୍କ ପ୍ରତି ରାହୁଲ ଗାନ୍ଧୀଙ୍କ ଘୃଣା ଏବେ ଦେଶ ପ୍ରତି ଘୃଣାଭାବରେ ପରିଣତ ହୋଇଛି। ବିଦେଶ ମାଟିରେ ଦେଶ ବିରୋଧରେ ଦିଆଯାଇଥିବା ବିବୃତ୍ତି...

ବିଦ୍ରୋହ-ଇତିହାସ-ପେନସନ ଯୋଗୁ ହିମାଚଳରେ ଭାଜପାର ବଢୁଛି ଚିନ୍ତା…

ଶିମଲା,୮।୧୧ : ହିମାଚଳ ପ୍ରଦେଶରେ ବିଧାନସଭା ନିର୍ବାଚନ ପାଇଁ ମାତ୍ର ଅଳ୍ପ ଦିନ ବାକି ଅଛି। ପାହାଡି ରାଜ୍ୟରେ ଭାଜପା ଏବଂ କଂଗ୍ରେସ ମଧ୍ୟରେ ସିଧାସଳଖ...

ଭାରତୀୟ ବେଶଭୂଷାରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି

ନୂଆଦିଲ୍ଲୀ,୧୫।୧: ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ତଥା ଆମାଜନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଜେଫ୍‌ ବେଜୋସ ୩ ଦିନିଆ ଭାରତ ଗସ୍ତରେ ଆସି ନୂଆଦିଲ୍ଲୀରେ ପହଞ୍ଚିଛନ୍ତି।...

ତିହାର ଜେଲ୍‌ରେ ଖଲିସ୍ତାନୀ ସକ୍ରିୟ, ସହାୟତା ଯୋଗାଇ ଦେଉଛନ୍ତି ଗ୍ୟାଙ୍ଗଷ୍ଟର- ଜେଲ୍‌ କର୍ମଚାରୀ…

ତିହାର, ୨।୬ : ପଞ୍ଜାବରେ ଗାୟକ ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ରାଜ୍ୟରେ ସୁରକ୍ଷା ପ୍ରସଙ୍ଗ ଉପରେ ପୁଣି ଥରେ ପ୍ରଶ୍ନ ଉଠାଇଛି। ଅପରପକ୍ଷରେ, ଖଲିସ୍ତାନୀ ଗୋଷ୍ଠୀର...

୫ ରାଜ୍ୟକୁ ମିଳିବ ପ୍ରଥମ ବ୍ୟାଚ୍‌ କୋଭିଡ୍‌-୧୯ କୋଭିଫର ଔଷଧ

ନୂଆଦିଲ୍ଲୀ, ୨୫।୬: କରୋନା ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ତେଲଙ୍ଗାନାର ହାଇଦ୍ରାବାଦ୍‌ ସ୍ଥିତ ହେଟ୍ରୋ ଔଷଧ ନିର୍ମାତା ପକ୍ଷରୁ ପ୍ରସ୍ତୁତ ହୋଇଥିବା...

ଗରିବ କଲ୍ୟାଣ ରୋଜଗାର ଅଭିଯାନରେ ଲାଭାନ୍ବିତ ହେବେ ୬ ରାଜ୍ୟର ଶ୍ରମିକ: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୮।୬: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ ଗୁରୁବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ‘ଗରିବ କଲ୍ୟାଣ ରୋଜଗାର ଅଭିଯାନ’ ସମ୍ପର୍କରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

‘ମୁସ୍‌ଲିମ୍‌ ପରିବା ବ୍ୟବସାୟୀଙ୍କୁ ସାବଧାନ’: ବିଧାୟକଙ୍କ ମନ୍ତବ୍ୟକୁ ଭାଜପା ଅଧ୍ୟକ୍ଷଙ୍କ ସମାଲୋଚନା

ନୂଆଦିଲ୍ଲୀ,୨୯ା୪: ଉତ୍ତରପ୍ରଦେଶର ଦେଓରିଆ ବିଧାୟକ ସୁରେଶ ତିଓ୍ବାରୀ(୭୪) ‘ମୁସଲମାନ୍‌ ପରିବା ବ୍ୟବସାୟୀଙ୍କଠାରୁ ପରିବା କିଣନାହିଁ ଓ ସେମାନଙ୍କଠାରୁ ଦୂରେଇ ରୁହ’ ବୋଲି ସର୍ବସାଧାରଣରେ କହିବା ପରେ...

Advertisement
Archives

Model This Week