ଇସ୍ତଫା ଦେବେ ଜାପାନ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହିଁକି ନେଲେ ଏତେ ବଡ଼ ନିଷ୍ପତ୍ତି

ଟୋକିଓ,୭ା୯: ଜାପାନର ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବା ରବିବାର ପ୍ରଧାନମନ୍ତ୍ରୀ ପଦ ଛାଡ଼ିବାକୁ ଯାଉଛନ୍ତି। ତାଙ୍କ ନିଜ ଦଳ ଭିତରେ ବଢ଼ୁଥିବା ସମାଲୋଚନା ଏବଂ ଜୁଲାଇ ସଂସଦୀୟ ନିର୍ବାଚନରେ ଶୋଚନୀୟ ପରାଜୟ ପରେ ସେ ଏହି ନିଷ୍ପତ୍ତି ନେଇଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଦଳୀୟ ନେତାମାନେ ତାଙ୍କୁ ରାଜନୈତିକ ଦାୟିତ୍ୱ ନେବାକୁ ଦାବି କରିଥିଲେ।

ସୂଚନାଯୋଗ୍ୟ, ଗତ ବର୍ଷ ଅକ୍ଟୋବରରେ ଇଶିବା ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ। ତଥାପି ଗତ ଗୋଟିଏ ମାସ ଧରି, ସେ ଇସ୍ତଫା ଦେବା ପାଇଁ ଦଳର ଦକ୍ଷିଣ ପକ୍ଷର ଚାପର ସମ୍ମୁଖୀନ ହେଉଥିଲେ, କିନ୍ତୁ ସେ ଏହି ଦାବିକୁ ଲଗାତର ବିରୋଧ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶଂସକଙ୍କୁ ବଡ଼ ଝଟ୍‌କା: IPLରୁ ଅବସର ଘୋଷଣା କଲେ ଧୋନୀ, ମିଳିଲା ନୂଆ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୧୧: ଏମଏସ ଧୋନୀ IPLରୁ ଅବସର ଘୋଷଣା କରିଛନ୍ତି। ସେ ଏବେ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ମେଣ୍ଟର ହୋଇଛନ୍ତି। ଧୋନୀ IPLରୁ ଅବସର ନେବା ସହ…

ସରକାରୀ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବଢିଲା ମହଙ୍ଗା ଭତ୍ତା, ଜାଣନ୍ତୁ କେତେ…

ଭୁବନେଶ୍ୱର, ୧୭।୧୧: ରାଜ୍ୟ ସରକାର ନେଲେ ବଡ଼ ନିଷ୍ପତ୍ତି । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି ହୋଇଛି। ସମୁଦାୟ ମହଙ୍ଗା ଭତ୍ତା…

‘ଆଜି ବିଶ୍ୱକୁ ଅଧିକ ଶାନ୍ତି, ସ୍ଥିରତା ଏବଂ ନିଶ୍ଚିତତାର ଆବଶ୍ୟକତା ରହିଛି,’ ୨୩ତମ ଆସିଆନ-ଭାରତ ଶିଖର ସମ୍ମିଳନୀରେ ମୋଦି

ମନିଲା,୧୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୩ତମ ଆସିଆନ-ଭାରତ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରୁଛନ୍ତି। ମଙ୍ଗଳବାର (ନଭେମ୍ବର ୧୭) ସମ୍ମିଳନୀର ଆରମ୍ଭରେ ସେ କହିଲେ ଯେ ଆମ ପାଖରେ…

ହର୍ମୁଜ ପ୍ରଣାଳୀରେ ବାରୁଦ ସୁଡ଼ଙ୍ଗ ସହ ଧକ୍କା ହେଲା ତୈଳ ଟ୍ୟାଙ୍କ; ଇଞ୍ଜିନ ରୁମରେ ଲାଗିଲା ନିଆଁ

ତେହରାନ,୧୭।୧୧: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷଯେଉଁଥିରେ ଆମେରିକା, ଇସ୍ରାଏଲ ଏବଂ ଇରାନ ସାମିଲ ଅଛନ୍ତିତାହା ବର୍ତ୍ତମାନ ସାମୁଦ୍ରିକ ବାଣିଜ୍ୟ ପଥ ଉପରେ ପ୍ରଭାବ ପକାଉଛି। ଓମାନ ନିକଟସ୍ଥ…

ପୋଲିସ ଏନ୍‌କାଉଣ୍ଟର

ପଶ୍ଚିମବଙ୍ଗର ବୀରଭୂମ ଜିଲାରେ ୧୫ ନଭେମ୍ବରରେ ପୋଲିସ ଗୁଳିରେ ରତନ ଶେଖ୍‌ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏହି ହତ୍ୟାକୁ ଏନ୍‌କାଉଣ୍ଟର ଆଖ୍ୟା ଦିଆଯାଇଛି। ପୋଲିସ…

ସୁନା, ରୁପା ମୂଲ୍ୟରେ ଲଗାତର ହ୍ରାସ

ନୂଆଦିଲ୍ଲୀ,୧୭ା୧୧: ଗତ କିଛିଦିନ ଧରି ସୁନା ଓ ରୁପା ମୂଲ୍ୟ ହ୍ରାସ ପାଇ ଆସିଥିଲା ବେଳେ ସୋମବାର ଉଭୟ ଧାତୁ ମୂଲ୍ୟରେ ପୁଣି ହ୍ରାସ ଘଟିଛି। ଗତ…

ନ୍ୟୁଜିଲାଣ୍ଡକୁ ୪୪୦ ଭୋଲ୍ଟର ଝଟ୍‌କା: ଭାରତ ବିପକ୍ଷ ଟେଷ୍ଟ ସିରିଜ ଆରମ୍ଭ ହେବା ପୂର୍ବରୁ ବାଦ୍‌ ପଡ଼ିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୭।୧୧: ଭାରତ ବିପକ୍ଷ ଟେଷ୍ଟ ସିରିଜ ଆରମ୍ଭ ହେବା ପୂର୍ବରୁ ନ୍ୟୁଜିଲାଣ୍ଡକୁ ଶକ୍ତ ଧକ୍କା ଲାଗିଛି। ନଭେମ୍ବର ୧୫ରେ ଖେଳାଯାଇଥିବା ପଞ୍ଚମ ଦିନିକିଆ ମ୍ୟାଚ୍‌ରେ ଆହତ ହୋଇଥିବା…

ଜୀବନ୍ତ ଫେରି ନ ପାରେ: ଇମ୍ରାନ୍‌ ଖାନ୍‌

ଇସ୍‌ଲାମାବାଦ,୧୭ା୧୧(ପି.ଟି.): ଜେଲରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଦେଶର ପ୍ରଧାନ ବିଚାରପତି ଏବଂ ଅନ୍ୟ ମୁଖ୍ୟ ବିଚାରପତିମାନଙ୍କୁ ଏକ ଖୋଲା ଚିଠି ଲେଖି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?