ପ୍ରଚାର ସମୟରେ ଜୀବନ ଯାଇଥିବା ଶିଞ୍ଜୋଙ୍କ ପାର୍ଟି ହାତେଇଲା ବିଜୟ

ଟୋକିଓ, ୧୧ା୭: ଜାପାନ ପୂର୍ବତନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେଙ୍କୁ ଗୁଳିକରି ହତ୍ୟାର ୨ଦିନ ପରେ ଉଚ୍ଚସଦନରେ ହୋଇଥିବା ନିର୍ବାଚନରେ ତାଙ୍କ ଦଳ ଲିବେରାଲ ଡେମୋକ୍ରାଟିକ୍‌ ପାର୍ଟି(ଏଲ୍‌ଡିପି)କୁ ଏକ ବଡ଼ ସଫଳତା ମିଳିଛି। ଲୋକପ୍ରିୟ ନେତାଙ୍କ ଆବେଙ୍କ ମୃତ୍ୟୁ ପରେ ଶାସକ ଦଳକୁ ସହାନୁଭୂତିର ଭୋଟ ମଧ୍ୟ ମିଳିଛି। ଫଳାଫଳ ଅନୁସାରେ ଏଲ୍‌ଡିପି ଏହି ନିର୍ବାଚନରେ ୬୩ ଆସନ ପାଇଛି। ଅର୍ଥାତ ୨୪୮ ସଦସ୍ୟ ବିଶିଷ୍ଟ ଉଚ୍ଚସଦନରେ ଅର୍ଦ୍ଧାଧିକ ଆସନ ଆବେଙ୍କ ପାର୍ଟିକୁ ଯାଇଛି। ସେହିପରି ଏଲ୍‌ଡିପି ସହ ମେଣ୍ଟ କରିଥିବା କୋମିଟୋ ଦଳ ୧୩ ଆସନରେ ବିଜୟୀ ହୋଇଛି। ପ୍ରଧାନମନ୍ତ୍ରୀ ଫୁମିଓ କିଶିଦାଙ୍କ ମେଣ୍ଟ ସରକାର ନିକଟରେ ଏବେ ୧୭୯ ଆସନ ରହିଛି। ୨୦୧୩ ପରଠାରୁ ଏଲ୍‌ଡିପିର ଏହା ସର୍ବଶ୍ରେଷ୍ଠ ପ୍ରଦର୍ଶନ। ଏହ ବିଜୟ ପରେ କିଶିଦାଙ୍କୁ ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ନିର୍ବାଚନ ଲଢ଼ିବାକୁ ପଡ଼ିବ ନାହିଁ ଏବଂ ସେ ସ୍ବାଧୀନ ଭାବେ ନିଜ ନୀତି କାର୍ଯ୍ୟକାରୀ କରାଇପାରିବେ। ସୂଚନାଯୋଗ୍ୟ, ଗତ ଶୁକ୍ରବାର ଆବେ ଏକ ନିର୍ବାଚନୀ ପ୍ରଚାର କରୁଥିବା ବେଳେ ଗୁଳିମାଡ଼ର ଶିକାର ହୋଇ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

ମାନବ ଅଧିକାର ଶାନ୍ତିଦୂତ

ହନ ଦାସ କରମଚାନ୍ଦ ଗାନ୍ଧୀ ମହାତ୍ମା ଗାନ୍ଧୀରେ ପରିଣତ ହେବା ପାଇଁ ଯେଉଁ କର୍ମଭୂମି ତାଙ୍କୁ ଆଦ୍ୟ ସୁଯୋଗ ଦେଇଥିଲା, ତାହା ଥିଲା ଦକ୍ଷିଣ ଆଫ୍ରିକା। ଜଣେ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଆଇପିଏଲ ୨୦୨୭ ପୂର୍ବରୁ ବଡ଼ ହଲଚଲ! ବିଦା ହୋଇପାରନ୍ତି ୧୦ ବଡ଼ ବ୍ୟାଟର୍‌, ତାଲିକାରେ ସୂର୍ଯ୍ୟଙ୍କ ସମେତ…

ନୂଆଦିଲ୍ଲୀ,୧୧।୧୦: ଆଇପିଏଲ ୨୦୨୭କୁ ନେଇ ଏବେଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା। ଆଗାମୀ ସିଜନ ପାଇଁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ଦଳକୁ ମଜଭୁତ କରିବାର ଯୋଜନା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?