ଇତିହାସକୁ ଭୁଲି ଜାପାନ-ଦକ୍ଷିଣ କୋରିଆ ସୁରକ୍ଷା ସମ୍ପର୍କ ସୁଧାରିବାକୁ ହେଲେ ସହମତ

ଟୋକିଓ,୧୮ ।୩: ଜାପାନ ଓ ଦକ୍ଷିଣ କୋରିଆ ମଧ୍ୟରେ ଦୀର୍ଘଦିନ ପରେ ଶିଖର ସମ୍ମିଳନୀ ଅବସରରେ ଉଭୟ ଦେଶ ମଧ୍ୟରେ ନିୟମିତ ଗସ୍ତ ଆରମ୍ଭ କରିବାକୁ ଏବଂ ବାଣିଜ୍ୟ ବିବାଦର ସମାଧାନ ପାଇଁ ପଦକ୍ଷେପ ନେବାକୁ ସହମତ ହୋଇଛନ୍ତି । ଦୀର୍ଘଦିନ ଧରି ଚାଲି ଆସୁଥିବା ଶତ୍ରୁତାକୁ ଦୂର କରିବାକୁ ଚେଷ୍ଟା କରୁଥିବାରୁ ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଏହାକୁ ଦୁଇ ଦେଶ ମଧ୍ୟରେ ସୁରକ୍ଷା ଏବଂ ଅର୍ଥନୈତିକ ସମ୍ପର୍କକୁ ପୁନଃ ନିର୍ମାଣ କରିବାରେ ଏକ ପ୍ରମୁଖ ପଦକ୍ଷେପ ବୋଲି କହିଛନ୍ତି ।
ଏହି ସମ୍ମିଳନୀରେ ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଏବଂ ଦକ୍ଷିଣ କୋରିଆର ରାଷ୍ଟ୍ରପତି ୟୋନ ସୁକ ୟୋଲ ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ସୁଦୃଢ କରିବାକୁ ଅନେକ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ । ଦୁଇ ନେତା ସେମାନଙ୍କ ସୁରକ୍ଷା ସମ୍ପର୍କକୁ ନବିକରଣ କରିଥିଲେ । ୟୁନ ଓ କିଶିଦା କହିଛନ୍ତି, ଦୁଇ ଦେଶ ଚାଇନା ସହିତ ତ୍ରିପାକ୍ଷିକ ଯୋଗାଯୋଗ ପ୍ରକ୍ରିୟା ଆରମ୍ଭ କରିବାକୁ ସହମତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri