ଇତିହାସକୁ ଭୁଲି ଜାପାନ-ଦକ୍ଷିଣ କୋରିଆ ସୁରକ୍ଷା ସମ୍ପର୍କ ସୁଧାରିବାକୁ ହେଲେ ସହମତ

ଟୋକିଓ,୧୮ ।୩: ଜାପାନ ଓ ଦକ୍ଷିଣ କୋରିଆ ମଧ୍ୟରେ ଦୀର୍ଘଦିନ ପରେ ଶିଖର ସମ୍ମିଳନୀ ଅବସରରେ ଉଭୟ ଦେଶ ମଧ୍ୟରେ ନିୟମିତ ଗସ୍ତ ଆରମ୍ଭ କରିବାକୁ ଏବଂ ବାଣିଜ୍ୟ ବିବାଦର ସମାଧାନ ପାଇଁ ପଦକ୍ଷେପ ନେବାକୁ ସହମତ ହୋଇଛନ୍ତି । ଦୀର୍ଘଦିନ ଧରି ଚାଲି ଆସୁଥିବା ଶତ୍ରୁତାକୁ ଦୂର କରିବାକୁ ଚେଷ୍ଟା କରୁଥିବାରୁ ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଏହାକୁ ଦୁଇ ଦେଶ ମଧ୍ୟରେ ସୁରକ୍ଷା ଏବଂ ଅର୍ଥନୈତିକ ସମ୍ପର୍କକୁ ପୁନଃ ନିର୍ମାଣ କରିବାରେ ଏକ ପ୍ରମୁଖ ପଦକ୍ଷେପ ବୋଲି କହିଛନ୍ତି ।
ଏହି ସମ୍ମିଳନୀରେ ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଏବଂ ଦକ୍ଷିଣ କୋରିଆର ରାଷ୍ଟ୍ରପତି ୟୋନ ସୁକ ୟୋଲ ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ସୁଦୃଢ କରିବାକୁ ଅନେକ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ । ଦୁଇ ନେତା ସେମାନଙ୍କ ସୁରକ୍ଷା ସମ୍ପର୍କକୁ ନବିକରଣ କରିଥିଲେ । ୟୁନ ଓ କିଶିଦା କହିଛନ୍ତି, ଦୁଇ ଦେଶ ଚାଇନା ସହିତ ତ୍ରିପାକ୍ଷିକ ଯୋଗାଯୋଗ ପ୍ରକ୍ରିୟା ଆରମ୍ଭ କରିବାକୁ ସହମତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଶେଷ କରିବାକୁ ପୁଟିନଙ୍କ ବ୍ୟତୀତ ରୁଷିଆର ଅନ୍ୟ ନେତାଙ୍କ ସହ କଥା ହେବାର କୌଣସି ସୁଫଳ ନାହିଁ: ଜେଲେନ୍‌ସ୍କି

କ୍ୱିଭ,୨୪ ।୫: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୩ ମାସ ହୋଇ ଗଲାଣି । ହେଲେ ଏପର୍ଯ୍ୟନ୍ତ କେହି ମୁଣ୍ଡ ନୁଆଁଇଁବାକୁ ରାଜି ନୁହଁନ୍ତି । ଇତିମଧ୍ୟରେ ୟୁକ୍ରେନ୍...

ସମ୍ପୂର୍ଣ୍ଣ ୟୁରୋପରେ ଥିବା ୟୁକ୍ରେନ ଦୂତାବାସକୁ ପଠାଯାଉଛି ରକ୍ତାକ୍ତ ପ୍ୟାକେଟ, ଚିଠି ସହ ମିଳୁଛି ପ୍ରାଣୀଙ୍କ ଆଖି

କ୍ୱିଭ,୩ ।୧୨: ରୁଷିଆ-ୟୁକ୍ରେନ୍ ମଧ୍ୟରେ ପ୍ରାୟ ୧୦ ମାସ ହେବ ଯୁଦ୍ଧ ଲାଗି ରହିଛି । ଏଥିରେ ଉଭୟ ଦେଶର ବହୁ ଧନ ସମ୍ପତ୍ତି ନଷ୍ଟ...

ନିଜର ବିଜ୍ଞାପନ ପାଇଁ ଫଶିଗଲା ପାକିସ୍ତାନୀ ଏୟାରଲାଇନ୍ସ: ଟୁଇଟରରେ ୟୁଜର୍ସଙ୍କ ବିରୋଧ

ଇସଲମାବାଦ,୨।୫: କିଛି ଦିନରୁ ପାକିସ୍ତାନ ଚାରିଆଡୁ ସମସ୍ୟାରେ ପଡ଼ିଥିବା ବେଳେ ଏବେ ତାର ଏୟାରଲାଇନ୍ସ ବିବାଦ ଘେରକୁ ଚାଲିଆସିଛି। ସୂଚନାଯୋଗ୍ୟ, ପାକିସ୍ତାନୀ ଏୟାରଲାଇନ୍ସ ଯାତ୍ରୀଙ୍କ ପାଇଁ...

ଚର୍ଚ୍ଚାରେ ପୁଟିନଙ୍କ ଦୁଇ ଝିଅ

ମସ୍କୋ,୧୩ା୮: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଝିଅଙ୍କଠାରେ ‘ସ୍ପୁଟନିକ୍‌ ଭି’ ଭାକ୍ସିନର ପ୍ରୟୋଗ କରାଯାଇଛି। ପୁଟିନ ନିଜେ ଏହା ଦାବି କରିବା ପରେ ତାଙ୍କର କେଉଁ...

ସିଇସି ରାଜୀବ କୁମାର ନେପାଳ ନିର୍ବାଚନରେ ଅନ୍ତର୍ଜାତୀୟ ପର୍ଯ୍ୟବେକ୍ଷକ

କାଠମାଣ୍ଡୁ,୧୯।୧୧(ପି.ଟି.): ନେପାଳ ସାଧାରଣ ନିର୍ବାଚନ ଆସନ୍ତା ରବିବାର ଅନୁଷ୍ଠିତ ହେଉଥିବାବେଳେ ଭାରତର ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର ଅନ୍ତର୍ଜାତୀୟ ପର୍ଯ୍ୟବେକ୍ଷକ ଭାବେ ଶୁକ୍ରବାର...

ବିଶ୍ୱରେ ସବୁଠାରୁ ଅଧିକ ବର୍ଷ ବଞ୍ଚିଥିବା ଯୋଡ଼ା-ଶରୀର ଭାଇଙ୍କ ମୃତ୍ୟୁ

ଓ୍ବାଶିଂଟନ, ୭।୭- ବିଶ୍ୱରେ ସବୁଠାରୁ ଅଧିକ ବର୍ଷ ବଞ୍ଚିଥିବା ଯୋଡ଼ା-ଶରୀର ଭାଇ ରୋନି ଓ ଡୋନି ଗେଲୟନ ଆଉ ନାହାନ୍ତି। ୬୮ ବର୍ଷ ବୟସରେ ଏହି...

ରୁଷିଆ-ୟୁକ୍ରେନ ଯୁଦ୍ଧ ଲାଗି ରହିଲେ ବଢ଼ିବ ଆଣବିକ ଆକ୍ରମଣ ବିପଦ

ଓ୍ବାଶିଂଟନ,୧୭ା୩: ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ ହେବାର ତିନି ସପ୍ତାହ ବିତିଗଲାଣି।  ଯୁଦ୍ଧର ପରିଣାମ ମଧ୍ୟ ଭୟଙ୍କର ରହିଛି। ଯଦି ପରମାଣୁ ବୋମା ବ୍ୟବହୃତ ହୁଏ,...

ଦୁର୍ଘଟଣାଗ୍ରସ୍ତ ବିମାନର ମିଳିଲା ବ୍ଲାକ ବକ୍ସ

ଜାକର୍ତ୍ତା,୧୦।୧- ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଇଣ୍ଡୋନେସିଆ ବିମାନର ବ୍ଲାକବକ୍ସ ରବିବାର ଠାବ ହୋଇଛି। ଦୁର୍ଘଟଣାଗ୍ରସ୍ତ ବିମାନରୁ ଦୁଇଟି ବ୍ଲାକ୍‌ ବକ୍ସର ସ୍ଥାନ ମିଳିସାରିଥିବା ଅଧିକାରୀମାନେ କହିଛନ୍ତି।...

Advertisement
Archives

Model This Week