ଥରିଲା ଜାପାନ

ଟୋକିଓ,୧୧ା୬: ରବିବାର ଅପରାହ୍ନରେ ଜାପାନରେ ଭୂକମ୍ପ ଅନୁଭୂତ ହୋଇଛି। ଏଠାରେ ଥିବା ହୋକାଇଡୋରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୨ ମାପ କରାଯାଇଥିବା ଜାପାନ ପାଣିପାଗ ବିଭାଗ ସୂଚନାରୁ ପ୍ରକାଶ।

ଭୂକମ୍ପର କେନ୍ଦ୍ରସ୍ଥଳ ଉରାକାଓ୍ବା ସହର ଉପକୂଳରେ ଥିଲା। ଏହି ଭୂକମ୍ପ ହେତୁ କୌଣସି ସୁନାମି ଚେତାବନୀ ଦିଆଯାଇ ନ ଥିବା ପାଣିପାଗ ବିଭାଗ କହିଛି। କିନ୍ତୁ ଏହା ଏକ ଶକ୍ତିଶାଳୀ ଭୂକମ୍ପ। ବର୍ତ୍ତମାନ ଏହି ଭୂକମ୍ପ ଯୋଗୁ ଧନଜୀବନ ନଷ୍ଟ ହେବାର କୌଣସି ଖବର ହସ୍ତଗତ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?