Advertisement
Posted inଖେଳ

ହୃଦୟ ଜିତିଲେ ଜାପାନ ପ୍ରଶଂସକ

କାତାର,୨୪।୧୧: ଫିଫା ବିଶ୍ୱକପ ୨୦୨୨ ଜାପାନ ଜର୍ମାନୀ ବିରୋଧରେ ଏକ ଐତିହାସିକ ବିଜୟ ହାସଲ କରିଛି। ଏହି ମ୍ୟାଚରେ ପ୍ରଥମେ ଜାପାନର ଖେଳାଳିମାନେ ନିଜ ଖେଳ ସହିତ ଜଲଓ୍ବା ଦେଖାଇଥିବାବେଳେ, ତା’ପରେ ଜାପାନୀ ପ୍ରଶଂସକମାନେ ଭଲ କାର୍ଯ୍ୟ କରି ସମସ୍ତଙ୍କ ହୃଦୟ ଜିତିଥିଲେ। ମ୍ୟାଚ ଶେଷ ହେବା ପରେ ଉଭୟ ଦେଶର ପ୍ରଶଂସକ ଷ୍ଟାଡିୟମ ଛାଡିଥିଲେ, କିନ୍ତୁ ଜାପାନର କିଛି ପ୍ରଶଂସକ ଷ୍ଟାଡିୟମରୁ ଅଳିଆ ଗୋଟାଇ ନିଜ ବ୍ୟାଗ୍‌ରେ ଭର୍ତ୍ତି କରିଥିଲେ। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସମସ୍ତେ ଜାପାନ ପ୍ରଶଂସକଙ୍କୁ ପ୍ରଶଂସା କରୁଛନ୍ତି।
ଏଥି ସହିତ ଜାପାନର ଖେଳାଳିମାନେ ମଧ୍ୟ ସେମାନଙ୍କ ଡ୍ରେସିଂ ରୁମକୁ ସମ୍ପୂର୍ଣ୍ଣ ସଫା କରିଥିଲେ। ଫିଫା ଏହାର ଫଟୋ ନିଜ ଟୁଇଟର୍‌ରେ ଶେୟାର କରି କହିଛି, ଜାପାନର ଖେଳାଳିମାନେ ସେମାନଙ୍କ ଡ୍ରେସିଂ ରୁମକୁ ସମ୍ପୂର୍ଣ୍ଣ ପରିଷ୍କାର କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନୀଙ୍କ ପାଇଁ ପାଇଜାମା ମଧ୍ୟ ବିକି ଦେବେ ଶାହରୁଖ ଖାନ୍‌

ମହେନ୍ଦ୍ର ସିଂ ଧୋନୀଙ୍କୁ ଭାରତୀୟ କ୍ରିକେଟର ସବୁଠୁ ବଡ଼ ଖେଳାଳି କୁହାଯାଇ ନ ପାରେ। ମାତ୍ର ଅଧିନାୟକଙ୍କ କ୍ଷେତ୍ରରେ ସେ ଶ୍ରେଷ୍ଠ। ତାଙ୍କୁ ଆଇପିଏଲରେ କିଣିବା...

କୋରାପୁଟ ଚାମ୍ପିୟନ

ଭୁବନେଶ୍ୱର,୨୧।୧୧(କ୍ରୀଡ଼ା ପ୍ରତିନିଧି): ପୁରୁଣାଭୁବନେଶ୍ବରସ୍ଥିତ ମୂଳାପଡିଆରେ ରାଜ୍ୟସ୍ତରୀୟ ଦୃଷ୍ଟିବାଧିତ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଛି। ରାଜ୍ୟ ଦୃଷ୍ଟିବାଧିତ କ୍ରିକେଟ ସଂଘ (କାଭି) ଏବଂ ଦୟାଭାବ ଫାଉଣ୍ଡେଶନର...

ରୋନାଲ୍ଡୋଙ୍କୁ ଆଶ୍ୱସ୍ତି

ବୁରିରାମ(ଥାଇଲାଣ୍ଡ), ୬।୬(ପି.ଟି.)- ପର୍ତ୍ତୁଗାଲ ତଥା ଜୁଭେଣ୍ଟସ୍‌ ଫୁଟ୍‌ବଲ ଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ବୁଧବାର ଆଶ୍ୱସ୍ତି ମିଳିଛି। ତାଙ୍କ ନାମରେ ବଳାତ୍କାର ଅଭିଯୋଗ ଆଣିଥିବା ମହିଳା କେସ୍‌...

ମାତ୍ର ୩ ରନ୍‌ ଯୋଗୁ ଇତିହାସ ରଚିବାରୁ ବଞ୍ଚିତ ହୋଇଥିଲେ ସେହ୍ବାଗ-ଦ୍ରାବିଡ ଯୋଡ଼ି: ହେଲେ ଛିଡ଼ା ହୋଇ ତାଳି ମାରିଥିଲେ ଦର୍ଶକ

ନୂଆଦିଲ୍ଲୀ,୨୫।୬: ୧୫ ବର୍ଷ ପୂର୍ବେ ବିରେନ୍ଦ୍ର ସେହଓ୍ବାଗ୍‌- ରାହୁଲ ଦ୍ରାବିଡଙ୍କ ଯୋଡ଼ି ପାକିସ୍ତାନ ବିପକ୍ଷରେ ଜାନୁୟାରୀ ୧୭ରେ ଉଲ୍ଲେଖନୀୟ ଓପନିଂ ଭାଗିଦାରୀ କରିଥିଲେ। ଉଭୟଙ୍କ ଖେଳ...

ଟି-୨୦ ମ୍ୟାଚ୍‌ ବେଳେ ବିସ୍ଫୋରଣ

କାବୁଲ,୩୦।୭: ଆଫଗାନିସ୍ତାନର ଶାପଗିଜା ଟି-୨୦ କ୍ରିକେଟ ଲିଗ୍‌ର ମ୍ୟାଚ ବେଳେ କାବୁଲ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଏକ ଆତ୍ମଘାତୀ ବିସ୍ଫୋରଣ ଘଟିଛି। ଏଥିରେ ୪ଜଣ ଦର୍ଶକ...

କ୍ଲିନ ସୁଇପ୍‌ ସହ ରେକର୍ଡ ସମକକ୍ଷ ହେଲା ଟିମ୍‌ ଇଣ୍ଡିଆ

ଧର୍ମଶାଳା,୨୭।୨: ସ୍ଥାନୀୟ ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬ ଉଇକେଟରେ ହରାଇ ଦେଇଛି ଭାରତୀୟ...

ପାକିସ୍ତାନକୁ ବଡ ଝଟ୍‌କା

ସିଡନୀ,୨।୧୧: ପାକିସ୍ତାନ ଗୁରୁବାର ଟି୨୦ ବିଶ୍ୱକପ୍‌ର ସୁପର-୧୨ ମୁକାବିଳାରେ ଦକ୍ଷିଣ ଆଫ୍ରିକାକୁ ଭେଟିବ। ହେଲେ ଏହାପୂର୍ବରୁ ଦଳକୁ ବଡ ଝଟ୍‌କା ଲାଗିଛି। ଆଣ୍ଠୁରେ ଆଘାତ ଲାଗିବା...

ସିଡ୍‌ନୀ ସିକ୍ସର୍ସ ଜିତିଲା ବିବିଏଲ୍‌ ଟାଇଟଲ୍‌

ସିଡ୍‌ନୀ,୮।୨(ଏଏଫ୍‌ପି): ଅଷ୍ଟ୍ରେଲିଆର ଘରୋଇ ଟି୨୦ ଟୁର୍ନାମେଣ୍ଟ ବିଗ୍‌ ବାସ୍‌ ଲିଗ୍‌ (ବିବିଏଲ୍‌)ର ଚଳିତ ସଂସ୍କରଣରେ ସିଡ୍‌ନୀ ସିକ୍ସର୍ସ ଚାମ୍ପିୟନ ହୋଇଛି। ଶନିବାର ଖେଳାଯାଇଥିବା ବର୍ଷା ବାଧାପ୍ରାପ୍ତ...

Advertisement
Archives

Model This Week