ଭାରତ ପ୍ରେମରେ ଜାପାନୀ ଯୁବତୀ, ଭାରତର ଏହି ଖାଦ୍ୟ ତାଙ୍କର ବହୁ ପସନ୍ଦ

ଟୋକିଓ,୨୬ା୭: ଜାପାନର ରାଜଧାନୀ ଟୋକିଓ ଆଜିକାଲି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। କାରଣ ବର୍ତ୍ତମାନ ଏଠାରେ ଅଲିମ୍ପିକ୍ସ ଗେମ୍‌ସ ଚାଲିଛି। ଭାରତର ଖେଳାଳିମାନେ ମଧ୍ୟ ଏଥିରେ ଭାଗ ନେଇଛନ୍ତି। ମାତ୍ର ସବୁଠୁ ଚର୍ଚ୍ଚାରେ ଜଣେ ଜାପାନୀ ଯୁବତୀ। ଏହାର କାରଣ ମଧ୍ୟ ଭାରତ।

କହିରଖୁଛୁ, ମାୟୋ ନାମକ ଜଣେ ଯୁବତୀ ସିନା ଜାପାନୀ, ମାତ୍ର ଭାରତର ସବୁ ଜିନିଷ ତାଙ୍କର ପ୍ରିୟ। ଭାରତର ହିନ୍ଦୀ ଭାଷାକୁ ବହୁତ ଭଲ ପାଆନ୍ତି। ସେ ହିନ୍ଦୀ ମଧ୍ୟ ବେଶ୍‌ ଭଲ ଭାବରେ କହିପାରନ୍ତି। ଭାରତର ସଂସ୍କୃତି, ଖାଦ୍ୟ, ମହୋତ୍ସବ ଇତ୍ୟାଦି ବିଷୟରେ ସେ ବହୁତ କିଛି ଜାଣିଛନ୍ତି।

ମାୟୋଙ୍କର ଏକ ୟୁଟ୍ୟୁବ୍‌ ଚ୍ୟାନେଲ ଅଛି। ଏହାର ନାମ ମାୟୋ ଜାପାନ(mayo japan)। ଏଥିରେ ସେ କହିଛନ୍ତି, ଭାରତ ତାଙ୍କର ବହୁତ ପସନ୍ଦ। କାରଣ ମୋ’ ବାପା ଯେତେବେଳେ ଭାରତରେ ରହୁଥିଲେ, ମୁଁ ଅନେକ ଥର ଭାରତ ବୁଲିବାକୁ ଯାଇଛି। ମୋ ବାପା ମୋତେ ହିନ୍ଦୀ ଶିଖିବାକୁ ପ୍ରେରଣା ଦେଇଥିଲେ। ସେ ହିମାଳୟ ବି ବୁଲିବାକୁ ଯାଇଛନ୍ତି। ବାରମ୍ବାର ଭାରତ ଆସୁଥିବାରୁ ସେ ହିନ୍ଦୀ ଭାଷା ଶିଖିଗଲେ। ମାୟୋ କହିଛନ୍ତି, ସେ ଓସାକା ୟୁନିଭର୍ସିଟିରେ ୪ ବର୍ଷ ହିନ୍ଦୀ ଶିଖିଛନ୍ତି।

ଭାରତୀୟଙ୍କ ଖାଦ୍ୟ ସମ୍ପର୍କରେ ସେ କୁହନ୍ତି, ତାଙ୍କୁ ଭାରତର ଗୁପ୍‌ଚୁପ୍‌ ବହୁତ ପସନ୍ଦ। ଦହି ଭାତ ମଧ୍ୟ ଆହୁରି ପସନ୍ଦ। ଏହାକୁ ସେ ମନ ଭରି ଖାଇଥାନ୍ତି। ଭାରତର ସଂସ୍କୃତି ବିଷୟରେ ସେ କହିଛନ୍ତି, ଟୋକିଓର ଲୋକେ ବହୁତ ଚୁପ୍‌ଚାପ। ମାତ୍ର ଭାରତୀୟମାନେ ଅଜଣା ଲୋକଙ୍କ ସହ ମଧ୍ୟ କଥାବାର୍ତ୍ତା କରନ୍ତି। ଯାହା ତାଙ୍କୁ ଖୁବ୍‌ ଭଲ ଲାଗେ। ଭାରତରେ ଟ୍ରେନ, ବଜାର ଯେଉଁଠି ବି ହେଉ ଲୋକେ ଅପରିଚିତମାନଙ୍କ ସହ କଥା ହୋଇଥାନ୍ତି। ବହୁତ ସ୍ନେହ ଆଦର କରିଥାନ୍ତି।

ସେ କହିଛନ୍ତି, ଭାରତରେ ସରସ୍ବତୀ ମା’ଙ୍କ ପୂଜା ତାଙ୍କର ଭାରି ପସନ୍ଦ। ସେ ଜାପାନରେ ବି ମା’ ସରସ୍ବତୀଙ୍କ ପୂଜା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

ବାହା ହେବାକୁ ମନା କଲେ ଶାଶୁ, ବୋହୂ ଭାଇରାଲ କରିଦେଲେ ଶାଶୁଙ୍କ ଅଶ୍ଲୀଳ ଫଟୋ, ଶ୍ୱଶୁର କହିଲେ…

ମୁମ୍ଵାଇ ୨୩।୦୬: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମୁମ୍ବାଇ ପୋଲିସ ଜଣେ ମହିଳାଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକଙ୍କ ମାଆଙ୍କ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri