ଇସ୍ତଫା ଦେଲେ ଜାପାନ ପ୍ରଧାନମନ୍ତ୍ରୀ

ଟୋକିଓ,୨୮।୮: ଜାପାନ ପ୍ରଧାନମନ୍ତ୍ରୀ ସିଜୋ ଆବେ ଶୁକ୍ରବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଅସୁସ୍ଥତା କାରଣରୁ ସେ ଇସ୍ତଫା ଦେଇଥିବା ଜଣାପଡିଛି। ତାଙ୍କର ପେଟ ସମସ୍ୟା ଥିବାରୁ ଚଳିତ ମାସରେ ସେ ୨ଥର ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏହାପରେ ତାଙ୍କ ସ୍ବାସ୍ଥ୍ୟକୁ ନେଇ ଆଲୋଚନା ଜାରି ରହିଥିଲା। ଜାପାନ ଗଣମାଧ୍ୟମର ସୂଚନା ଅନୁଯାୟୀ, ଆବେ ଅସୁସ୍ଥ ହେବା ପରେ ସେ ଚାହୁଁ ନ ଥିଲେ କି ତାଙ୍କ ପାଇଁ ସରକାରୀ କାମରେ ବାଧା ସୃଷ୍ଟି ହେଉ। ସେଥିପାଇଁ ସେ ଇସ୍ତଫା ଦେବାକଥା ଚିନ୍ତା କରିଥିଲେ। ଶୁକ୍ରବାର ଏକ ଖବରଦାତ ସମ୍ମିଳନୀରେ ସେ ତାଙ୍କ ଇସ୍ତଫା ଦେବା କଥା ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲାଇନ୍‌ ଗେମ୍‌ ଖେଳି ଛାତ୍ରଙ୍କ ଜୀବନ ଗଲା

ଓ୍ବାଶିଂଟନ,୨୦ା୪: ଆମେରିକା କଲେଜ ଏବଂ ବିଶ୍ୱବିଦ୍ୟାଳୟରେ ପଢୁଥିବା ଭାରତୀୟ ଛାତ୍ରଙ୍କ ପାଇଁ ଏକ ଗମ୍ଭୀର ତଥା ପ୍ରଥମ ଘଟଣା ଘଟିଛି। ଜଣେ ଛାତ୍ର ଅନ୍‌ଲାଇନ୍‌ ଗେମ୍‌...

ଗାଈର କଞ୍ଚା କ୍ଷୀରରୁ ମିଳିଲା H5N1 ବାର୍ଡ ଫ୍ଲୁ ଷ୍ଟ୍ରେନ୍‌; ସତର୍କ କଲା WHO

ନୂଆଦିଲ୍ଲୀ,୨୦।୪: ଆମେରିକାରେ ଗାଈର କଞ୍ଚା କ୍ଷୀରରେ ବାର୍ଡ ଫ୍ଲୁ ଭାଇରସ୍‌ ଷ୍ଟ୍ରେନ୍‌ ଏଚ୍‌୫ଏନ୍‌୧(H୫N୧) ଚିହ୍ନଟ ହୋଇଛି। ଏହାକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ଚିନ୍ତା ପ୍ରକଟ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅତି ଜରୁରୀ ନ ଥିଲେ ଯାତ୍ରା କରନ୍ତୁ ନାହିଁ

ଆବୁଧାବି,୨୦।୪: ସଂଯୁକ୍ତ ଆରବ ଏମିରେଟ୍‌ସ(ୟୁଏଇ)ରେ ଭୟଙ୍କର ବନ୍ୟା ମଧ୍ୟରେ ଫସିରହିଥିବା ଭାରତୀୟଙ୍କ ପାଇଁ ନୂଆ ଆଡ୍‌ଭାଇଜରି ଜାରି ହୋଇଛି। ଦୁବାଇରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ...

ଇରାନରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ଦୁବାଇ,୨୦ା୪: ଇରାନ୍‌ ଉପରେ ଇସ୍ରାଏଲୀ ସେନା ଶୁକ୍ରବାର ମିଶାଇଲ୍‌ ଆକ୍ରମଣ କରିଥିବା ଆମେରିକାର ଜଣେ ବରିଷ୍ଠ ସେନା ଅଧିକାରୀ ସୂଚନା ଦେଇଛନ୍ତି। ଇରାକ୍‌ ଓ ସିରିଆରେ...

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri