ଇସ୍ତଫା ଦେଲେ ଜାପାନ ପ୍ରଧାନମନ୍ତ୍ରୀ

ଟୋକିଓ,୨୮।୮: ଜାପାନ ପ୍ରଧାନମନ୍ତ୍ରୀ ସିଜୋ ଆବେ ଶୁକ୍ରବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଅସୁସ୍ଥତା କାରଣରୁ ସେ ଇସ୍ତଫା ଦେଇଥିବା ଜଣାପଡିଛି। ତାଙ୍କର ପେଟ ସମସ୍ୟା ଥିବାରୁ ଚଳିତ ମାସରେ ସେ ୨ଥର ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏହାପରେ ତାଙ୍କ ସ୍ବାସ୍ଥ୍ୟକୁ ନେଇ ଆଲୋଚନା ଜାରି ରହିଥିଲା। ଜାପାନ ଗଣମାଧ୍ୟମର ସୂଚନା ଅନୁଯାୟୀ, ଆବେ ଅସୁସ୍ଥ ହେବା ପରେ ସେ ଚାହୁଁ ନ ଥିଲେ କି ତାଙ୍କ ପାଇଁ ସରକାରୀ କାମରେ ବାଧା ସୃଷ୍ଟି ହେଉ। ସେଥିପାଇଁ ସେ ଇସ୍ତଫା ଦେବାକଥା ଚିନ୍ତା କରିଥିଲେ। ଶୁକ୍ରବାର ଏକ ଖବରଦାତ ସମ୍ମିଳନୀରେ ସେ ତାଙ୍କ ଇସ୍ତଫା ଦେବା କଥା ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମତା ହସ୍ତାନ୍ତର ଲାଗି କାର୍ଯ୍ୟ କରିବାକୁ ଟ୍ରମ୍ପ୍‌ଙ୍କ ଉପରେ ଚାପ

ଓ୍ବିଲମିଙ୍ଗଟନ୍‌, ୧୦।୧୧: ଆଗାମୀ ଜାନୁୟାରୀରେ ନୂଆ ପ୍ରଶାସନକୁ ସୁରୁଖୁରୁରେ କ୍ଷମତା ହସ୍ତାନ୍ତର ଲାଗି ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଟିମ୍‌ ସହ ଏକାଠି କାର୍ଯ୍ୟ କରିବା...

ଏହି ଦେଶରେ କରୋନା ପଜିଟିଭ୍‌ ମହିଳାଙ୍କ ସହ ଅସଦାଚରଣ ହେବାରୁ ପ୍ରଧାନମନ୍ତ୍ରୀ ଦେଲେ ଇସ୍ତଫା

ଉଲାନବାଟର,୨୨।୧ : ମଙ୍ଗୋଲିଆର ପ୍ରଧାନମନ୍ତ୍ରୀ ଖୁରେଲସୁଖ ଉଖନା ସଂସଦରେ ତାଙ୍କର ଇସ୍ତଫାପତ୍ର ଦାଖଲ କରିଛନ୍ତି। କାରଣ ମଙ୍ଗୋଲିଆର ଜଣେ କରୋନା ପଜିଟିଭ୍‌ ମହିଳାଙ୍କ ସହ ଅସଦାଚରଣ...

ଶାଙ୍ଘାଇରେ ସ୍ଥିତି ଅଣାୟତ୍ତ…

ବେଜିଂ, ୧୧।୪ : ଚାଇନାର ଶାଂଘାଇ ଏବଂ ଅନ୍ୟାନ୍ୟ ସହରରେ କରୋନା ସଂକ୍ରମଣରେ ରେକର୍ଡ ବୃଦ୍ଧି ଘଟିଛି। ଏଥି ସହିତ, ରବିବାର ଶାଙ୍ଘାଇର ସ୍ବାସ୍ଥ୍ୟ ବିଭାଗ...

୨୪ ଘଣ୍ଟାରେ ଓମିକ୍ରନ୍‌ ଆକ୍ରାନ୍ତ ପାଲଟୁୁଛନ୍ତି ସୁପର ସ୍ପ୍ରେଡର୍‌ …

ଓ୍ବାଶିଂଟନ, ୧୭।୧ : କରୋନା ମହାମାରୀର ଓମିକ୍ରନ ଭାରିଆଣ୍ଟ ଯୋଗୁ ଦ୍ରୁତ ଗତିରେ ସଂକ୍ରମଣ ବୃଦ୍ଧି ପାଊଛି। ଫଳରେ ଆକ୍ରାନ୍ତ ୨୪ ଘଣ୍ଟା ମଧ୍ୟରେ ସୁପର...

ମହିଳା ମହାକାଶଚାରୀଙ୍କୁ ଚନ୍ଦ୍ରକୁ ପଠାଇବ ନାସା

ଓ୍ବାଶିଂଟନ, ୨୨।୯: ଆଗାମୀ ଦିନରେ ମହିଳା ମହାକାଶଚାରୀ ଚନ୍ଦ୍ରକୁ ଯିବେ। ଏନେଇ ନାସା ପକ୍ଷରୁ ଏକ ପ୍ରକଳ୍ପ ଉପରେ କାମ ଆରମ୍ଭ ହୋଇଛି। ୨୦୨୪ରେ ନାସା...

ତାଇଓ୍ବାନରେ ଭୂକମ୍ପ

ତାଇପାଇ,୨୪ା୧୦: ତାଇଓ୍ବାନରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୨ ଥିଲା। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ପୂର୍ବ ତାଇଓ୍ବାନର ୟିଲାନ କାଉଣ୍ଟି ଥିଲା।...

ଗର୍ଭନିରୋଧକ ବ୍ୟବହାର ରହିବ ଜାରି, ଆମେରିକା ସଦନରେ ବିଧେୟକ ପାରିତ…

ଓ୍ବାଶିଂଟନ,୨୨।୭ : ଆମେରିକାର ସୁପ୍ରିମକୋର୍ଟ ପୂର୍ବରୁ ଦେଶରେ ଗର୍ଭପାତ ଅଧିକାରକୁ ରଦ୍ଦ କରିଦେଇଥିଲେ। କିନ୍ତୁ ବର୍ତ୍ତମାନ ସଦନରେ ଏକ ବିଲ ଅନୁମୋଦିତ ହୋଇଛି। ଏହା ଗର୍ଭନିରୋଧକ...

ଜିନିଷ କିଣିବାର ୨୪ ଘଣ୍ଟା ମଧ୍ୟରେ କରୋନା ପଜିଟିଭ ଜଣାପଡ଼ିଲେ ୫୦ ହଜାର ଟଙ୍କାର କ୍ୟାଶବ୍ୟାକ୍‌: ଏଭଳି ଅଫର ଦେଇ ଦୋକାନ ସିଲ୍‌

ବ୍ୟବସାୟୀମାନେ ନିଜର ଲାଭ ପାଇଁ କିଛି ବି କରିପାରନ୍ତି। କରୋନା ସମୟରେ କେରଳର ଜଣେ ଦୋକାନୀ ନିଜ ବ୍ୟବସାୟ ପାଇଁ ଏକ ଅଦ୍ଭୁତ ଅଭିନବ ଅଫର୍‌...

Advertisement
Archives

Model This Week