ପଞ୍ଚମ ଦେଶ ଭାବେ ସଫଳତାର ସହ ଚନ୍ଦ୍ରରେ ଅବତରଣ କଲା ଜାପାନ

ନୂଆଦିଲ୍ଲୀ,୧୯ା୧: ଜାପାନର ସ୍ଲିମ୍ ମୁନ୍ ମିଶନ୍ ସଫଳତାର ସହିତ ଚନ୍ଦ୍ର ପୃଷ୍ଠରେ ଅବତରଣ କରିଛି। ଏହା ସହ ଚନ୍ଦ୍ର ପୃଷ୍ଠରେ ସଫଳ ଅବତରଣ କରିବାରେ ଜାପାନ ପଞ୍ଚମ ଦେଶ ହୋଇଛି। ଏହା ପୂର୍ବରୁ ଭାରତ, ଋଷ, ଆମେରିକା ଏବଂ ଚାଇନା ଏହି ସଫଳତା ହାସଲ କରିଛନ୍ତି।

ଜାପାନର ସ୍ପେସ୍ ଏଜେନ୍ସି ‘ଜାକ୍ସ’ କହିଛି ଯେ ଅବତରଣ ପାଇଁ ଏହା ୬୦୦x୪୦୦୦ କିଲୋମିଟର ଅଞ୍ଚଳରେ ଅନୁସନ୍ଧାନ କରିଛି। ଚନ୍ଦ୍ରର ପୋଲାର ଅଞ୍ଚଳରେ ସ୍ଲିମ୍ ଅବତରଣ କରିଛି। ବଡ କଥା ହେଉଛି ଅବତରଣ ପାଇଁ ଚିହ୍ନଟ ସ୍ଥାନ ନିକଟରେ ଯାନ ଏକ ସଠିକ୍ ଅବତରଣ କରିଥିଲା। କାରଣ ଜାପାନର ଲକ୍ଷ୍ୟ ଥିଲା ଯେ ଏହାର ମହାକାଶଯାନ ଅବତରଣ ସ୍ଥାନର ୧୦୦ ମିଟର ମଧ୍ୟରେ ଅବତରଣ କରିବା ଉଚିତ୍ ଏବଂ ସେ ଏହି କାର୍ୟ୍ୟରେ ସଫଳତା ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣିଥରେ ଭାରତକୁ ଧୋକା ଦେବେ ଟ୍ରମ୍ପ, ଲାଗୁ କରିବେ ନୂଆ ଟାରିଫ୍‌

ଓ୍ବାଶିଂଟନ୍‌,୯।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୂଚିତ କରିଛନ୍ତି ଯେ ତାଙ୍କ ପ୍ରଶାସନ ଭାରତୀୟ ଚାଉଳ ଏବଂ କାନାଡିଆନ ସାର ସମେତ ବିଦେଶୀ କୃଷି ଉତ୍ପାଦ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri