ଯଶିପୁର ବିଇଓ ନିଲମ୍ବିତ

ବାରିପଦା,୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ମୟୂରଭଞ୍ଜ ଜିଲା ଯଶିପୁର ବ୍ଲକ ଶିକ୍ଷାଧିକାରୀ ମଙ୍ଗଲ ଚରଣ ସିଂଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ବିଭାଗୀୟ ଚିଠି ନଂ ୨୭୯୫୮/୫ ଡିସେମ୍ବର ୨୦୨୩ କ୍ରମେ ବିଇଓଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । କାର୍ଯ୍ୟରେ ଅବହେଳା ଯୋଗୁ ଏପରି ନିର୍ଦ୍ଦେଶ ଦିଆଯାଇଛି । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟରେ ଉପସ୍ଥିତ ରହିବା ସହିତ ମୁଖ୍ୟାଳୟ ଛାଡି ନ ଯିବାକୁ ଚିଠିରେ ଉଲ୍ଲେଖ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?