Posted inଖେଳ

ଆଇପିଏଲରୁ ଓହରିଲେ ବିସ୍ଫୋରକ ଓପନର

ମୁମ୍ବାଇ,୧।୩: ଆସନ୍ତା ୨୬ ତାରିଖରୁ ହେବାକୁ ଯାଉଥିବା ଆଇପିଏଲରୁ ଓହରି ଯାଇଛନ୍ତି ଇଂଲଣ୍ଡ ଓପନର ଜାସନ ରୟ। ପ୍ରାୟ ୨ ମାସ ଧରି ଟୁର୍ନାମେଣ୍ଟ ବବଲରେ ରହିବାକୁ ଚ୍ୟାଲେଞ୍ଜିଂ ମନେ କରି ସେ ଏଭଳି ନିଷ୍ପତ୍ତି ନେଇଛନ୍ତି। ତାଙ୍କୁ ମେଗା ଅକ୍‌ଶନରେ ୨ କୋଟି ଟଙ୍କାରେ କିଣିଥିଲା ଗୁଜରାଟ ଟାଇଟନ୍ସ। ତାଙ୍କ ନିଷ୍ପତ୍ତି ସମ୍ପର୍କରେ ଫ୍ରାଞ୍ଚାଇଜକୁ ଗତ ସପ୍ତାହରେ ଜଣାଇଥିଲେ। ତେବେ ଟାଇଟନ୍ସ ପକ୍ଷରୁ ରୟଙ୍କ ବଦଳ ଖେଳାଳି ଚୂଡ଼ାନ୍ତ କରାଯାଇ ନାହିଁ।

୩୧ ବର୍ଷୀୟ ରୟ ଦ୍ୱିତୀୟ ଥର ପାଇଁ ଅକ୍‌ଶନରେ କିଣାଯିବା ପରେ ଲିଗ୍‌ରୁ ଓହରି ଯାଇଛନ୍ତି। ତାଙ୍କୁ ୨୦୨୦ରେ ଦିଲ୍ଲୀ କ୍ୟାପିଟାଲ୍ସ ତାଙ୍କ ବେସ ପ୍ରାଇସ୍‌ ୧.୫ କୋଟି ଟଙ୍କାରେ କିଣିଥିଲା। କିନ୍ତୁ ସେ ବ୍ୟକ୍ତିଗତ କାରଣ ଦର୍ଶାଇ ଓହରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

ବାରିପଦାର ନିଖୋଜ ଶିକ୍ଷୟିତ୍ରୀ ବାଲେଶ୍ବରରୁ ଉଦ୍ଧାର, ଜନଗଣନା କାର୍ଯ୍ୟ ଚାପରେ…

ବାରିପଦା,୨୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳ ଢେଙ୍କିନେଞ୍ଜିଆ ୟୁପିଟିଓ ସ୍କୁଲର ଜନଗଣନା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ ନିଖୋଜ ଘଟଣା ।…

ରଣବୀରଙ୍କ ଭଉଣୀ ରିଦ୍ଧିମାଙ୍କ ଅଭିନୟରେ ଡେବ୍ୟୁ, ଟ୍ରେଲର ରିଲିଜ ପରେ ବଢ଼ିଲା ଚର୍ଚ୍ଚା

ମୁମ୍ବାଇ: ଅଭିନୟ ଜଗତରେ ପାଦ ଥାପିଛନ୍ତି ରଣବୀର କପୁରଙ୍କ ଭଉଣୀ ରିଦ୍ଧିମା କପୁର। ତାଙ୍କର ପ୍ରଥମ ଫିଲ୍ମ ‘ଦାଦି କି ଶାଦୀ’ର ଟ୍ରେଲର ଆଜି ରିଲିଜ ହୋଇଯାଇଛି।…

ଫସିଲେ Prakash Raj, ଭିଡିଓ ଭାଇରାଲ ପରେ ମାମଲା ରୁଜୁ

ହାଇଦ୍ରାବାଦ,୨୧।୪: ପୁଣି ଥରେ ବିବାଦରେ ପ୍ରକାଶ ରାଜ (Prakash Raj) । ନିଜର ସ୍ପଷ୍ଟବାଦୀ ମନ୍ତବ୍ୟ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ଏହି ଦକ୍ଷିଣ ଭାରତୀୟ ଅଭିନେତାଙ୍କ…

୪ ଦିନ ରହିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା; ଚୂଡାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି, ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ । ମଝିରେ ଆଉ ୪ ଦିନ ରହିଥିବା ବେଳେ ପ୍ରସ୍ତୁତି ଶେଷ…

ଜାତୀୟ ରାଜପଥ ନିକଟରୁ ଅଚିହ୍ନା ମୃତଦେହ ଉଦ୍ଧାର, ଅଜଣା ଗାଡି ଧକ୍କାରେ…

ବଣାଇଁ,୨୧।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଚାନ୍ଦିପୋଷ ଥାନା ଅନ୍ତର୍ଗତ ୧୪୩ ନମ୍ବର ଜାତୀୟ ରାଜପଥର ବିରିତୋଳା ନିକଟରୁ ଅଜଣା ମୃତଦେହ ଉଦ୍ଧାର କରାଯାଇଛି । ଜଣେ ଅଚିହ୍ନା ଯୁବକଙ୍କ…

ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ଆଗରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ, ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡ଼ିଓଙ୍କୁ ଦାବିପତ୍ର

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୦ ଦଫା ଦାବି ହାସଲ…

ଦିନ ଦ୍ୱିପ୍ରହରେ ବଡ଼ ଧରଣର ଲୁଟ: ବ୍ୟାଙ୍କ ସାମ୍ନାରେ ଗାଡ଼ି ଡିକି ଭାଙ୍ଗି ଏତେ ଟଙ୍କା ନେଇଗଲେ ଦୁର୍ବୃତ୍ତ

ଗଞ୍ଜାମ,୨୧।୪(ଅନାଥ ତରାଇ): ଗଞ୍ଜାମ ସହରରେ ଏକ ବଡ଼ ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, ଗଞ୍ଜାମ ସହରରେ ଥିବା ଷ୍ଟେଟ ବ୍ୟାଙ୍କ ସମ୍ମୁଖରେ ଦିନଦ୍ୱିପ୍ରହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri