ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି ପହଞ୍ଚିଛନ୍ତି ବୁମ୍‌ରା। ବିଶ୍ବର ଶ୍ରେଷ୍ଠ ବୋଲର ବୁମ୍‌ରାଙ୍କୁ ଦେଖିବାକୁ ଟ୍ବିନ୍‌ସିଟିରେ ବହୁ କ୍ରେଜ୍‌ ରହିଛି। ଆଜି ଅପରାହ୍ନ ସାଢ଼େ ୩ରେ ଅନ୍ୟ ଖେଳାଳିମାନେ ପହଞ୍ଚିବାର ସମ୍ଭାବନା ରହିଛି। ଓଡିଆଇ ସିରିଜ ବିଜୟ ପରେ ୯ ତାରିଖ ବାରବାଟୀ T-20 ଉପରେ ସମସ୍ତଙ୍କ ନଜର।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Plane Crash: ଭୟଙ୍କର ବିମାନ ଦୁର୍ଘଟଣା, ୧୩ ମୃତ, ଦେଖନ୍ତୁ ଭୟଙ୍କର Video

ଲିମା,୨।୮: ଶନିବାର ଦକ୍ଷିଣ ଆମେରିକୀୟ ଦେଶ ପେରୁରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ରିପୋର୍ଟ ଅନୁଯାୟୀ ବିମାନଟି…

ସକାଳୁ ସକାଳୁ ଥରିଲା ରାଜଧାନୀ, ଭୂକମ୍ପର ତୀବ୍ରତା ଥିଲା…

ନୂଆଦିଲ୍ଲୀ,୨।୮: ରାଜଧାନୀ ଦିଲ୍ଲୀରେ ରବିବାର (୨ ଅଗଷ୍ଟ) ଭୋର ପ୍ରାୟ ୪ଟା୧୪ ସମୟରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ୨.୯ ତୀବ୍ରତାର ଭୂମିକମ୍ପର ପ୍ରଭାବ…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri