Posted inଖେଳ

IPL 2025ରେ ବୁମ୍‌ରାଙ୍କ ଖେଳିବା ଉପରେ ଆସିଲା ବଡ଼ ଅପଡେଟ୍‌, ବଢିଲା ଚିନ୍ତା

ନୂଆଦିଲ୍ଲୀ,୮।୩: ଜସପ୍ରିତ ବୁମ୍‌ରାଙ୍କୁ କ୍ରିକେଟ ମଇଦାନକୁ ଫେରିବା ପାଇଁ ଆହୁରି ଅପେକ୍ଷା କରିବାକୁ ପଡ଼ିପାରେ। ଆଘାତ ଯୋଗୁ ବୁମ୍‌ରା ଚାମ୍ପିୟନ୍ସ ଟ୍ରଫି ୨୦୨୫ରେ ଖେଳିପାରିନଥିଲେ, ଏବେ ଏକ ନୂତନ ଅପଡେଟ ଆସିଛି ଯେ ସେ ଆଇପିଏଲ ୨୦୨୫ର ପ୍ରଥମ ଦୁଇ ସପ୍ତାହରେ କୌଣସି ମ୍ୟାଚ ଖେଳିପାରିବେ ନାହିଁ। ଏକ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବୁମ୍‌ରା ଏପ୍ରିଲ ମାସରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଶିକ୍ଷଣ ଶିବିରରେ ଯୋଗ ଦେଇପାରନ୍ତି, ଯେତେବେଳେ ଆଇପିଏଲ ୨୦୨୫ମାର୍ଚ୍ଚ ୨୨ରୁ ଆରମ୍ଭ ହେବାକୁ ଯାଉଛି।

ବିସିସିଆଇର ଏକ ସୂତ୍ର କହିଛି, ବୁମ୍‌ରାଙ୍କ ଡାକ୍ତରୀ ରିପୋର୍ଟ ଭଲ ଅଛି। ସେ ସେଣ୍ଟର ଅଫ ଏକ୍ସଲେନ୍ସରେ ବୋଲିଂ ଅଭ୍ୟାସ ଆରମ୍ଭ କରିଛନ୍ତି। କିନ୍ତୁ ଆଇପିଏଲର ପ୍ରାରମ୍ଭିକ ମ୍ୟାଚରେ ତାଙ୍କ ଖେଳିବା ନେଇ ଆଶା କମ୍‌। ବର୍ତ୍ତମାନର ପରିସ୍ଥିତି ଅନୁସାରେ, ଏପ୍ରିଲ ପ୍ରଥମ ସପ୍ତାହରେ ତାଙ୍କର ପ୍ରତ୍ୟାବର୍ତ୍ତନ ସମ୍ଭବ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଟିଆ ମହିଳାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରି ବନ୍ଧାହେଲେ ଘରମାଲିକ

କେନ୍ଦୁଝର,୧୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ଅଭିଯୋଗରେ ଘର ମାଲିକଙ୍କୁ ଗିରଫ କରିଛି। ଅଭିଯୁକ୍ତ ପୁରୀ ଜିଲା ତାଳବଣିଆ…

ଭାରତର ଗୁରୁତ୍ୱକୁ ଅନୁଭବ କରୁଛି ବାଂଲାଦେଶ, ଏବେ କରୁଛି ଏମିତି ଚିନ୍ତା

ଢାକା,୧୧।୫: ବାଂଲାଦେଶ ଏବେ ଭାରତ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଚାହୁଁଛି। ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ଜଣେ ବରିଷ୍ଠ ପରାମର୍ଶଦାତାଙ୍କ ପକ୍ଷରୁ ଏ ସମ୍ପର୍କରେ ଏକ ବିବୃତ୍ତି ପ୍ରକାଶ…

ପଡ଼ୋଶୀଙ୍କ କୋଦାଳ ଆଉ ଶାବଳମାଡ଼ରେ ମହିଳାଙ୍କ ଜୀବନ ଗଲା

ଖଇରା,୧୧ା୫(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ହରିପୁର ଗ୍ରାମରେ ଘର ତିଆରି ପାଇଁ ସେଣ୍ଟରିଂ ବେଳେ ଅଭାବନୀୟ ଘଟଣା ଘଟି ଯାଇଛି। ସୀମା ବିବାଦକୁ…

ମୋଦିଙ୍କ ବଡ଼ ଉପଦେଶ, କହିଲେ ଘରୁ ରହି କାମ କରିବାକୁ…

ନୂଆଦିଲ୍ଲୀ,୧୧।୫:  ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ବିଶ୍ୱ ବଜାରରେ ତୈଳ ସଙ୍କଟ ଦେଖାଦେଇଥିବାବେଳେ ଭାରତରେ ପେଟ୍ରୋଲ ଓ ଡିଜେଲ ଦର ବଢ଼ିବା ଆଶଙ୍କା କରାଯାଉଛି। ପଶ୍ଚିମ ଏସିଆ ସଙ୍କଟ…

ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…

ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି…

ଆମେରିକାକୁ କଡ଼ା ଜବାବ ଦେଲା ଇରାନ!

ତେହରାନ,୧୧।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଉଥିବା ପରି ମନେ ହେଉଛି। ଗୋଟିଏ ପଟେ, ଆମେରିକା ସମାଧାନ ପାଇଁ ଚାପ ପ୍ରୟୋଗ…

ରାହୁଲଙ୍କୁ ମହଙ୍ଗା ପଡ଼ିଲା ଥାଲାପତିଙ୍କ ସହ ଇନଷ୍ଟା ରିଲ ଶେୟାର କରିବା

ନୂଆଦିଲ୍ଲୀ,୧୧।୫: ତାମିଲନାଡୁରେ ବିଜୟ ଥାଲାପତିଙ୍କ ଶପଥ ଗ୍ରହଣ ସମାରୋହ ସମୟରେ, ଟିଭିକେ ମୁଖ୍ୟ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସହ ମଞ୍ଚ ଉପରେ ଏକ ରିଲ…

ସ୍ତ୍ରୀଙ୍କ ହାତ ଗୋଡ଼ ବାନ୍ଧି ମାରିବା ପାଇଁ ସ୍ବାମୀଙ୍କ ଉଦ୍ୟମ, ଜ୍ୱାଇଁଙ୍କୁ ମାଡ଼ ମାରି ଶ୍ୱଶୁର ଘର ଲୋକେ…

ମହାକାଳପଡ଼ା,୧୧ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ଖରିନାଶୀ ଗ୍ରାମର ମନୋରଞ୍ଜନ ଗିରି ୧୪ ବର୍ଷ ପୂର୍ବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri