Odisha Elections 2024
Posted inଖେଳ

ଏସିଆ କପ୍‌ ପୂର୍ବରୁ ମଇଦାନକୁ ଫେରିବେ ବୁମ୍‌ରା!

ନୂଆଦିଲ୍ଲୀ,୧୮।୭: ଭାରତୀୟ ଦଳକୁ ଆସନ୍ତା ୩ମାସ ମଧ୍ୟରେ ୨ଟି ବଡ ଟୁର୍ନାମେଣ୍ଟରେ ଭାଗ ନେବାକୁ ପଡିବ। ଏଭଳି ପରିସ୍ଥିତିରେ ଦଳର ସମସ୍ତ ଗୁରୁତ୍ୱପୂର୍ଣ୍ଣ ଖେଳାଳିଙ୍କ ପାଇଁ ସମ୍ପୂର୍ଣ୍ଣ ଫିଟ୍‌ ହେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଦୀର୍ଘ ଦିନ ଧରି ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରାଙ୍କ ଅଭାବ ଦଳରେ ପରିଲକ୍ଷିତ ହେଉଛି। ୨୦୨୨ ସେପ୍ଟେମ୍ବରରେ ବ୍ୟାକ୍‌ ଷ୍ଟ୍ରେସରେ ପୀଡିତ ଥିବା ବୁମ୍‌ରାଙ୍କୁ ଅସ୍ତ୍ରୋପଚାର କରିବାକୁ ନିଷ୍ପତ୍ତି ନେବାକୁ ପଡିଥିଲା। ବର୍ତ୍ତମାନ ସେ ଆଗାମୀ ଏସିଆ କପ୍‌ ପର୍ଯ୍ୟନ୍ତ ମଇଦାନକୁ ଫେରିବେ ବୋଲି ଆଶା କରାଯାଉଛି।

ତାଙ୍କ ପିଠି ଅସ୍ତ୍ରୋପଚାର ସମ୍ପୂର୍ଣ୍ଣ ସଫଳ ହେବା ପରେ ଜସପ୍ରୀତ ବୁମ୍‌ରା ବର୍ତ୍ତମାନ ଜାତୀୟ କ୍ରିକେଟ ଏକାଡେମୀରେ ପୁନଃ ଚିକିତ୍ସା କରୁଛନ୍ତି। ବୁମ୍‌ରା ମଧ୍ୟ ଏନସିଏରେ ବୋଲିଂ ଅଭ୍ୟାସ ଆରମ୍ଭ କରିଛନ୍ତି, ଯାହା ପରେ ଦଳକୁ ଶୀଘ୍ର ଫେରିବା ପାଇଁ ଆଶା କରାଯାଉଛି। ଯଦି ସବୁ କିଛି ଠିକ୍‌ ହୁଏ, ବୁମ୍‌ରା ଆୟର୍ଲାଣ୍ଡ ବିପକ୍ଷ ଟି -୨୦ ସିରିଜରେ ପ୍ରତ୍ୟାବର୍ତ୍ତନ କରିପାରନ୍ତି। ଏହା ପରେ ବୁମ୍‌ରା ଏସିଆ କପ୍‌ରେ ଖେଳିବାର ସୁଯୋଗ ପାଇପାରନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟଙ୍କ ରିଟାୟରମେଣ୍ଟ ପ୍ଲାନକୁ ନେଇ ଖୋଲିଲା ଗୁମର

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଭଲଭାବେ ଜାଣିଛନ୍ତି ଯେ ତାଙ୍କୁ ମଧ୍ୟ ଦିନେ କ୍ରିକେଟ ରୁ ଅବସର ନେବାକୁ ପଡିବ।...

୪ ଦିନ ୫ ମ୍ୟାଚ୍‌, ରୋଚକ ସ୍ଥିତିରେ ପ୍ଲେ ଅଫ୍‌ ରେସ୍‌: କିଏ ମାରିବ ବାଜି

ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଏବଂ ରାଜସ୍ଥାନ ରୟାଲ୍ସ ପ୍ଲେ ଅଫ ରେ ପହଞ୍ଚିଛି। କିନ୍ତୁ ଅବଶିଷ୍ଟ ୨ ସ୍ଥାନ ପାଇଁ ୫ଟି ଦଳ ମଧ୍ୟରେ...

ଅଭ୍ୟାସ ମ୍ୟାଚ୍‌ ସମୟରେ ମୁମ୍ବାଇ ଖେଳାଳିଙ୍କ ମଧ୍ୟରେ ସଂଘର୍ଷ, କ୍ରିକେଟ ଛାଡ଼ି କୁସ୍ତିରେ ମାତିଲେ: Video

ନୂଆଦିଲ୍ଲୀ,୧୬।୫: ଆଇପିଏଲ୍‌ରେ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ଯାତ୍ରା ଶେଷ ହୋଇଛି। ଦଳ ପ୍ଲେଅଫ୍‌ ରେସ୍‌ରୁ ପ୍ରଥମେ ବାଦ୍‌ ପଡ଼ିଥିଲା। ଏବେ ମୁମ୍ବାଇର ଅନ୍ତିମ ମ୍ୟାଚ୍‌ କେବଳ ଔପଚାରିକତା...

ଏହି କ୍ରିକେଟର୍‌ଙ୍କୁ ପ୍ରପୋଜ୍‌ କଲେ ରିଙ୍କୁ ସିଂ, ତା’ପରେ ଘଟିଲା ଏମିତି, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ର ପ୍ଲେ ଅଫ ପହଞ୍ଚିବାରେ ପ୍ରଥମ ଦଳ ହୋଇଛି। କେକେଆର୍‌ ଏପର୍ଯ୍ୟନ୍ତ ଚମତ୍କାର ପ୍ରଦର୍ଶନ କରିଛି। ଦଳ ୧୩ଟି...

କୋହଲିଙ୍କ ପାଇଁ ଏମିତି କହିଦେଲେ ବିଶ୍ୱର ସବୁଠୁ ଦ୍ରୁତତମ ଧାବକ

ନୂଆଦିଲ୍ଲୀ,୧୬।୫: ଜୁନ ୨ରୁ ଟି-୨୦ ବିଶ୍ୱକପ ଆରମ୍ଭ ହେଉଛି। ଏହି ଟୁର୍ନାମେଣ୍ଟ ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଦ୍ୱାରା ଆୟୋଜିତ ହେବ। ଏଥି ସହିତ ବିଶ୍ୱ ପ୍ରସିଦ୍ଧ...

ଚାହିଁଲେ ବି ପୁଣି ଥରେ ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ହୋଇପାରିବେ ନାହିଁ ରବି ଶାସ୍ତ୍ରୀ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୬।୫: ଟି୨୦ ବିଶ୍ୱକପ୍‌ ୨୦୨୪ ଶେଷ ହେବା ପରେ ଭାରତୀୟ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବ। କାରଣ ଜୁନ୍‌ ୨୯ ପରେ ବର୍ତ୍ତମାନର ମୁଖ୍ୟ କୋଚ୍‌...

ହୋଷ୍ଟ ଭାବେ ନୂଆ ଇନିଂସ ଆରମ୍ଭ କରିବେ ଧାଓ୍ବନ୍‌, କଲେ ବଡ଼ ଘୋଷଣା…

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟର ଶିଖର ଧାଓ୍ବନ୍‌ ଆସନ୍ତା ୨୦ରେ ନୂଆ ଚାଟ୍‌ ଶୋ’ ସହ ହୋଷ୍ଟ ଭାବେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହାର ନା ରହିଛି...

ଅବସର ଘୋଷଣା କଲେ ଫୁଟ୍‌ବଲ୍‌ ଆଇକନ୍‌ ସୁନୀଲ ଛେତ୍ରୀ

ନୂଆଦିଲ୍ଲୀ,୧୬।୫: ଅନ୍ତର୍ଜାତୀୟ ଫୁଟ୍‌ବଲରୁ ଅବସର ଘୋଷଣା କଲେ ଫୁଟ୍‌ବଲ୍‌ ଆଇକନ୍‌ ସୁନୀଲ ଛେତ୍ରୀ। ଜୁନ୍‌ରେ କୁଏତ ବିପକ୍ଷ ଫିଫା ବିଶ୍ୱକପ୍‌ ଯୋଗ୍ୟତା ମ୍ୟାଚ୍‌ ପରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri