Posted inଖେଳ

ନ୍ୟୁ ବର୍ନ ବେବି ସହ ନଜର ଆସିଲେ ଜସପ୍ରୀତ ବୁମରା, ଫଟୋ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୫।୧୧: ନିକଟରେ ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଜସପ୍ରୀତ ବୁମରା ପିତା ହୋଇଛନ୍ତି। ଗିଛିଦିନ ପୂର୍ବରୁ ଏହି ଦ୍ରୁତ ବୋଲରଙ୍କ ପତ୍ନୀ ସଞ୍ଜନା ଗଣେସନ ଏକ ସନ୍ତାନ ଜନ୍ମ ଦେଇଥିଲେ। ତେବେ ସୋସିଆଲ ମିଡିଆରେ ଏବେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ସୋସିଆଲ ମିଡିଆରେ ଭାଇରାଲ ଫଟୋରେ ବୁମରା ତାଙ୍କ ନବଜାତ ଶିଶୁ ସହିତ ନଜର ଆସିଛନ୍ତି। ସୋସିଆଲ ମିଡିଆରେ ବୁମରାଙ୍କ ଏହି ଫଟୋକୁ ପ୍ରଶଂସକମାନେ ବହୁତ ପସନ୍ଦ କରୁଛନ୍ତି। ଏହା ବ୍ୟତୀତ ସୋସିଆଲ ମିଡିଆ ୟୁଜର୍ସମାନେ ଲଗାତାର ଭାବରେ କମେଣ୍ଟ କରି ନିଜର ମତାମତ ଦେଉଛନ୍ତି।
ସୂଚନାଯୋଗ୍ୟ, ଜସପ୍ରୀତ ବୁମରାଙ୍କ ପତ୍ନୀ ସଞ୍ଜନା ଗଣେସନ ୪ସେପ୍ଟେମ୍ବରରେ ଏକ ସନ୍ତାନ ଜନ୍ମ ଦେଇଥିଲେ। ସେହି ସମୟରେ ଜସପ୍ରୀତ ଭାରତୀୟ ଦଳ ସହିତ ଶ୍ରୀଲଙ୍କାରେ ଏସିଆ କପ ଖେଳୁଥିଲେ, କିନ୍ତୁ ସେ ଟୁର୍ନାମେଣ୍ଟ ମଝିରେ ଭାରତ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଆଗରେ ୧୮୮ ରନ୍‌ ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ବଡ଼ ସ୍କୋର ଆଶାରେ ସାଉଥ୍‌ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ସାଉଥ୍‌ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମୃତ ପୋଲିସ ପରିବାରଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା

ଭୁବନେଶ୍ୱର,୨୨।୨: ଝାରସୁଗୁଡ଼ା ଜିଲା ସଦର ଥାନାରୁ ପ୍ରାୟ ଶହେ ମିଟର ଦୂର ଏଚ୍‌ କଣ୍ଟାପାଲି ଏନ୍‌ଏଚ୍‌ ୪୯ରେ ରବିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ଜଣ ପୋଲିସ…

ହାତୀ ମୃତ୍ୟୁ ଘଟଣା:୩ ଶିକାରୀ ଗିରଫ,ଏବେ ବି ଡେପୁଟି ରେଞ୍ଜର ଫେରାର…

ବାଲିଗୁଡ଼ା,୨୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡର ବେଲଘର ରେଞ୍ଜ ଅନ୍ତର୍ଗତ ମୁଣ୍ଡୁଟି ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ୩ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri