Posted inଜାତୀୟ

ଶେଷ ନିର୍ବାଚନ ବେଳକୁ ଯଶୱନ୍ତଙ୍କର ସମ୍ପତ୍ତି ଥିଲା ୫୧ ଗାଈ, ୩ ଘୋଡ଼ା, ୩ ବନ୍ଧୁକ

ନୂଆଦିଲ୍ଲୀ,୨୭ ।୯: ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କର ରବିବାର ପରଲୋକ ହୋଇଛି । ନିଜକୁ ଜଣେ ପ୍ରଭାବଶାଳୀ ମନ୍ତ୍ରୀ ଓ ଏମ୍‌ପି ଭାବେ ପ୍ରତିଷ୍ଠିତ କରାଇ ପାରିଥିଲେ । ପ୍ରତିରକ୍ଷା, ବୈଦେଶିକ ବ୍ୟାପାର ଓ ବାଣିଜ୍ୟ ଭଳି ଗୁରୁ ଦାୟିତ୍ୱ ନେଇଥିଲେ ଯଶୱନ୍ତ । ତେବେ ୨୦୧୪ ନିର୍ବଚନ ପୂର୍ବର ସେ ତାଙ୍କ ସମ୍ପତ୍ତିର ଘୋଷଣା କରିଥିଲେ । ଯେଉଁଥିରେ ତାଙ୍କ ପାଖରେ ଗାଈ ଓ ଘୋଡ଼ା ଥିବା ସେ ଦର୍ଶାଇଥିଲେ । ସେ କହିଥିଲେ ତାଙ୍କ ନିକଟରେ ୫୧ଟି ଗାଈ, ୩ଟି ଅରବି ଘୋଡ଼ା ଓ ୩ଟି ବନ୍ଧୁକ ରହିଛି । ଯଶୱନ୍ତଙ୍କ ନିକଟରେ ଯେଉଁ ୩ଟି ଘୋଡ଼ା ଥିଲେ ସେଥିମଧ୍ୟୁ ସୌଦି ଆରବ ସରକାର ତାଙ୍କୁ ଦୁଇଟି ଘୋଡା ପ୍ରସ୍ତୁତ କରି ପ୍ରଦାନ କରିଥିଲେ । ଯୋଧପୁରରେ ଥିବା ତାଙ୍କ ଫାର୍ମ ହାଉସରେ ଗାଈମାନଙ୍କ ପ୍ରଜନନ କରାଯାଉଥିବାରୁ ତାଙ୍କ ନିକଟରେ ୨୦୧୪ ନିର୍ବାଚନ ସମୟରେ ୫୧ଟି ଗାଈଥିବା ସେ ପ୍ରକାଶ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri