ବିଜେଡିରେ ମିଶିଲେ ବିଧାୟକ ସୁର ରାଉତରାୟଙ୍କ ପ୍ରତିନିଧି

ଖୋର୍ଦ୍ଧା ଅଫିସ,୧୦।୩: ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପ୍ରତିନିଧି ଲକ୍ଷ୍ମୀଧର ବିଶ୍ବାଳ ବିଧିବଦ୍ଧ ଭାବେ କଂଗ୍ରେସ ଦଳ ଛାଡ଼ି ବିଜୁ ଜନତା ଦଳରେ ଗୁରୁବାର ଯୋଗ ଦେଇଛନ୍ତି। ଜଟଣୀ ପାଖରେ ଥିବା ପାତ୍ରପଡ଼ା ନାଗେଶର ମନ୍ଦିର ପରିସରରେ ବିଜେଡିର ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା।ଏଥିରେ ବିଜେଡିର ଖୋର୍ଦ୍ଧା ଜିଲା ପର୍ଯ୍ୟବେକ୍ଷକ ପ୍ରମିଳା ମଲ୍ଲିକ, ବିଜେଡି ଖୋର୍ଦ୍ଧା ଜିଲା ସଭାପତି ବିଭୁତି ବଳବନ୍ତରାୟ, ଖୋର୍ଦ୍ଧା ବିଧାୟକ ଜୋତିରିନ୍ଦ୍ର ନାଥ ମିତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪.୬୨ ଲକ୍ଷ ଟଙ୍କା ଠକେଇ, ଫାଇନାନ୍ସ କମ୍ପାନୀର କର୍ମଚାରୀ କହୁଥିବା ଯୁବକ ଗିରଫ

କୋକସରା,୭।୧: କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ରାବଣଗୁଡା ଗ୍ରାମର କିଛି ଲୋକଠାରୁ ୪ ଲକ୍ଷ ୬୨ ହଜାର ଟଙ୍କା ଠକେଇ କରିଥିବା ଅଭିଯୋଗରେ ପୋଲିସ...

କରୋନା ଭୟ: ଓଏଚ୍‌ଆର୍‌ସିରେ ୩୧ ପର୍ଯ୍ୟନ୍ତ ଶୁଣାଣି ସ୍ଥଗିତ

ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ରେ ହେବାକୁ ଥିବା ଶୁଣାଣି ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରହିବ। କରୋନା ଭାଇରସ ସଂକ୍ରମଣ ରୋକିବା...

କାଲେରୁ ସେତୁ ଉଦ୍‌ଘାଟିତ

କାଲିମେଳା/ଏମ୍‌ଭି-୭୯(ଡି.ଏନ୍‌.ଏ.): ବହୁ ପ୍ରତିକ୍ଷୀତ କାଲେରୁ ସେତୁ ଗୁରୁବାର ଉଦ୍‌ଘାଟିତ ହୋଇଛି। ଆନ୍ଧ୍ରପ୍ରଦେଶ ସରକାରଙ୍କ ଦ୍ୱାରା ନିର୍ମାଣ କରାଯାଇଥିବା ଏହି ସେତୁର ଉଦ୍‌ଘାଟନ ବେଳେ ଉଭୟ ଓଡିଶା...

ଅନ୍‌ଲାଇନ୍‌ ଗେମ୍‌ କାଳ ହେଲା: ତାଗିଦ କରିବାରୁ ନାବାଳକଙ୍କ ଆତ୍ମହତ୍ୟା

ଯୋଡ଼ା ୩।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଅନଲାଇନ ଖେଳ ପାଇଁ ବାପାମା’ ତାଗିଦ୍‌ କରିଥିଲେ। ଏଥିରେ ନାବାଳକ ରାଗିଯାଇ...

ପୁରୁଣାକୁ ଅଣଦେଖା

ଚଳିତ ରେଳ ବଜେଟରେ ସମ୍ବଲପୁର ଜିଲାକୁ ମିଳିଥିବା ଅନୁଦାନ ଆଶାନୁରୂପକ ନୁହେଁ। ଦାବି ଓ ଆବଶ୍ୟକତାଠାରୁ କମ୍‌ ବୋଲି ବିଭିନ୍ନ ମହଲରେ ମତ ପ୍ରକାଶ ପାଇଛି...

ଇଣ୍ଡିଆନ୍‌ ଅଏଲ, ଘାନାର ଏନ୍‌ପିଏ ମଧ୍ୟରେ ଏମ୍‌ଓୟୁ

ଭୁବନେଶ୍ୱର,୨୩ା୧(ବ୍ୟୁରୋ): ଭାରତ ଏବଂ ଘାନା ମଧ୍ୟରେ ସମ୍ପର୍କକୁ ଅଧିକ ମଜଭୁତ କରିବା ପାଇଁ କେନ୍ଦ୍ର ସରକାର ଗୋଟିଏ ପାଦ ଆଗକୁ ବଢାଇଛନ୍ତି। ନୂଆଦିଲ୍ଲୀଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର...

୮ ମାସ ଧରି ବନ୍ଦ ରହିବ ଭୁବନେଶ୍ୱର ବିମାନବନ୍ଦର, ପ୍ରଭାବିତ ହୋଇପାରେ ବିମାନ ସେବା

ଭୁବନେଶ୍ୱର,୧୭।୯(ବ୍ୟୁରୋ): ୮ ମାସ ଧରି ବନ୍ଦ ରହିବ ଭୁବନେଶ୍ୱର ବିମାନବନ୍ଦର। ରନଓ୍ବେ ରିକାର୍ପେଟିଂ କାର୍ଯ୍ୟ ପାଇଁ ବିମାନବନ୍ଦରକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଫଳରେ ନଭେମ୍ବର...

ପାଇପ ବିଛାରେ ଦୁର୍ନୀତି, ଭିଜିଲାନ୍ସ ଡିଏସ୍‌ପିଙ୍କୁ ଭାଜପାର ଦାବିପତ୍ର

କେନ୍ଦୁଝର, ୧୯।୫(ସ୍ବ.ପ୍ର.): କେନ୍ଦୁଝର ସହରରେ ପାଇପ ଦ୍ୱାରା ପାନୀୟ ଜଳ ଯୋଗାଣରେ ବ୍ୟାପକ ଦୁର୍ନୀତି ହୋଇଥିବାରୁ ତଦନ୍ତ ପାଇଁ ଭାଜପା ପକ୍ଷରୁ ଭିଜିଲାନ୍ସ ୟୁନିଟରେ ଦାବିପତ୍ର...

Advertisement
Archives

Model This Week