ସରକାରୀ ବାବୁଙ୍କ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୫।୩: ଭିଜିଲାନ୍ସ ଜାଲରେ ପଡିଛନ୍ତି ଜଟଣୀ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ ଟିମ୍‌ ତାଙ୍କ ବାସଭବନ ସମେତ ୯ଟି ସ୍ଥାନରେ ଏକକାଳୀନ ଚଢାଉ କରିଛନ୍ତି।

ଚଢାଉ ବେଳେ ଅଧିକାରୀଙ୍କୁ ଘରୁ ବିଡ଼ାବିଡ଼ା ଟଙ୍କା ମିଳିଛି। ବାବୁଙ୍କ ଭୁବନେଶ୍ବରସ୍ଥିତ ଫ୍ଲାଟରୁ ନଗଦ ୧୭ ଲକ୍ଷ ଟଙ୍କା ଜବତ କରାଯାଇଥିବା ବେଳେ ଭୁବନେଶ୍ୱର ଜାଗମରା, ଖାରବେଳନଗର, ଡେଲ୍ଟା ଛକାରେ ୩ଟି ଫ୍ଲାଟ ରହିଥିବା ଅଧିକାରମାନେ ଜାଣିବାକୁ ପାଇଛନ୍ତି। ଏପରିକି ଭୁବନେଶ୍ୱର ଏବଂ ବ୍ରହ୍ମପୁରରେ ବାବାଙ୍କୁ ୧୧ଟି ପ୍ଲଟ ରହିଥିବା ସୂଚନା ମିଳିଛି। ଏପରିକି ଘରୁ ୧୫୦ ଗ୍ରାମ ସୁନା, ଗୋଟିଏ ଚାରି ଚକିଆ, ୨୦ଟି ବ୍ୟାଙ୍କ ଓ ପୋଷ୍ଟାଲ ଜମାର କାଗଜପତ୍ର ଜବତ ହୋଇଛି।

ଅନ୍ୟପକ୍ଷେ ସୋର ତାଙ୍କର ୩ଟି ଘର ରହିଥିବା ଜଣାପଡିଛି। ଯାହାକୁ ସେ ଭଡ଼ା ସୂତ୍ରରେ ଦେଇଥିବାର ସୂଚନା ମିଳଛି। ଏପରିକି ତାଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ଭିଜିଲାନ୍ସ ଟିମ୍‌ ଚଢାଉ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri