ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି।

ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି ଭଦ୍ରକରୁ ଧାମନଗର ଅନ୍ତର୍ଗତ ଷେଣ୍ଡପୁରକୁ ଅଭିନୟ ପାଇଁ ଯାଉଥିବା ସମୟରେ, ୧୬ ନମ୍ବର ଜାତୀୟ ରାଜପଥର ଚିଙ୍ଗୁଡ଼ିପୁର ନିକଟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ତୁରନ୍ତ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା।

ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଯାତ୍ରା ଜଗତର ଜଣେ ବରିଷ୍ଠ କଳାକାରଙ୍କ ଏପରି ଅକାଳ ବିୟୋଗରେ ସମଗ୍ର କଳା ସଂସ୍କୃତି ଜଗତରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ବେଆଇନ ଚାଲାଣ ହେଉଥିଲା ମୂଲ୍ୟବାନ କାଠ, ବାଟରେ ଫାଟିଲା ଚକା, ଆଉ ତା’ ପରେ…

ମୋରଡ଼ା,୧୪ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରେ ଏକ କାଠ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନା ଅନୁଯାୟୀ,ରାଇରଙ୍ଗପୁର ବନାଞ୍ଚଳ ଅଞ୍ଚଳରୁ ଏକ ୧୨ ଚକିଆ…

ସାଙ୍ଗ ସାଜିଲେ ସଇତାନ, ସାଙ୍ଗରେ ମିଶି ପାର୍ଟି କରିବାବେଳେ ମଦ ପାଉଚ ଭାଗ ବଣ୍ଟାକୁ ନେଇ…

ବଲାଙ୍ଗୀର, ୧୪।୩ (ସୁନିଲ କୁମାର ମହାନ୍ତି): ଏକା ସାଙ୍ଗରେ ମିଶି ପାର୍ଟି କରିବା ସାଙ୍ଗକୁ କାଳ ହେଲା। ବଲାଙ୍ଗୀର ସଦର ବ୍ଲକ ରିନ୍ବବଚନ ଗାଁରେ ଜଣେ ଯୁବକଙ୍କୁ…

ରାଜ୍ୟ ସଭା ନିର୍ବାଚନ ନେଇ ଆଜି ନବୀନ ନିବାସରେ ଏକାଠି ହେବେ…

ଭୁବନେଶ୍ୱର,୧୪ା୩: ରାଜ୍ୟ ସଭା ନିର୍ବାଚନ ନେଇ ବିଧାନସଭାରେ ବିଜେଡିର ମକ ପୋଲିଂ ଚାଲିଛି।  ଶନିବାର ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ବିଧାୟକମାନଙ୍କର ଏକ ବଡ଼ଧରଣର ବୈଠକ ରହିଛି।…

ଆମେରିକାକୁ ଖୋଲା ଧମକ: ଖାର୍ଗ ଉପରେ ଆକ୍ରମଣ ପରେ ତାତିଲା ଇରାନ

ତେହରାନ,୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ଆମେରିକାର ସେନା ଇରାନର ଖାର୍ଗ ଦ୍ୱୀପରେ ପ୍ରବଳ ବୋମା…

ଯୁଦ୍ଧ ଭିତରେ କିମ୍‌ଙ୍କ ଏଣ୍ଟ୍ରି! ଭୟଙ୍କର ମିସାଇଲା ଆଟାକ୍‌, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୧୪।୩: ଗୋଟିଏ ପଟେ, ମଧ୍ୟପ୍ରାଚ୍ୟରେ ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଜଡିତ ବିବାଦ ଏକ ଭୟଙ୍କର ମୋଡ଼ ନେଇଛି। ଏହି ସମୟରେ, ଏସିଆର ଅନ୍ୟ ଏକ…

ପଥର ପ୍ୟାକିଂ ନିର୍ମାଣ କାର୍ଯ୍ୟ ତଦାରଖ କରିବାକୁ ଆସୁନାହାନ୍ତି କ୍ଷେତ୍ର ପରିଦର୍ଶନ ଅଧିକାରୀ, ନିମ୍ନମାନର କାର୍ଯ୍ୟ ନେଇ…

ମହାକାଳପଡ଼ା,୧୪ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କଂସାର ବଡ଼ ଦାଣ୍ଡୁଆ ପଞ୍ଚାୟତ ବଗଗହଣ- ମିଲନମୋଡ଼-ତରପଦା ଗୋବରୀ ନଦୀପାର୍ଶ୍ୱ ଘେରିବନ୍ଧ ନିର୍ମାଣ କାମ ନିମ୍ନମାନର…

ଦ୍ରୁତଗତିରେ ଆସି ବ୍ୟକ୍ତିଙ୍କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌, ଘଟଣାସ୍ଥଳରେ…

ଦିଗପହଣ୍ଡି,୧୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସନ୍ଥ ଅରକ୍ଷିତ ଦାସ ନୂଆ ବସଷ୍ଟାଣ୍ଡ ସମ୍ମୁଖରେ ଏକ ଘରୋଇ ଯାତ୍ରୀବାହୀ ବସ୍‌ (ନଂ. ଓଡ଼ି୦୨ଏଡି-୮୯୫୭)ଧକ୍କାରେ ଜଣେ…

ଆମେରିକୀୟ ଦୂତାବାସ ଉପରେ ଆକ୍ରମଣ କଲା ଇରାନ: ଚାରିଆଡ଼େ ଧୂଆଁମୟ

ଓ୍ବାଶିଂଟନ୍‌,୧୪।୩: ଇସ୍ରାଏଲ ଏବଂ ଆମେରିକା ନିରନ୍ତର ଇରାନ ଉପରେ ଆକ୍ରମଣ କରୁଛନ୍ତି। ଯୁଦ୍ଧକୁ ୧୫ ଦିନ ହୋଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ଶେଷ ହେବାର କୌଣସି ସଙ୍କେତ ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri