ବନ୍ଦ ହେଲା ଯାତ୍ରା, ୧୦ ହଜାର ଜରିମାନା

ବାସୁଦେବପୁର,୩।୪: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଛି। ଏଭଳିସ୍ଥିତିରେ ବିନା ଅନୁମତିରେ ଯାତ୍ରା ପରିବେଷଣ କରାଯାଉଥିବା ଘଟଣା ଭଦ୍ରକ ଜିଲା ଅଞ୍ଚଳରେ ଦେଖିବାକୁ ମିଳିଛି। ଗଦଳା ପଡ଼ିଆରେ ଶୁକ୍ରବାର ରାତିରେ ଯାତ୍ରା ପରିବେଷଣ କରାଯାଉଥିଲା। ଖବର ପାଇ ନାୟକାଣିଡିହୀ ଥାନା ପୋଲିସ ପହଞ୍ଚି ଯାତ୍ରାକୁ ବନ୍ଦ କରିଥିଲା। କୋଭିଡ଼ ଗାଇଡଲାଇନ୍‌ ଉଲ୍ଲଙ୍ଘନ କରି ଯାତ୍ରା ପରିବେଷଣ କରାଯାଉଥିବା ଅଭିଯୋଗରେ କମିଟିକୁ ୧୦ ହଜାର ଟଙ୍କା ଜରିମାନା କରାଯାଇଥିବା ନାୟକାଣିଡିହୀ ଥାନା ଆଇଆଇସି ଉମାଶଙ୍କର ନାୟକ କହିଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଯାତ୍ରା ଚାଲିଥିବା ବେଳେ ସ୍ଥାନୀୟ କେତେଜଣ ପ୍ରଶାସନିକ ଅଧିକାରୀଙ୍କ ସହ କିଛି ଗଣମାଧ୍ୟମ ପ୍ରତିନିଧି ଦର୍ଶକଙ୍କ ଗ୍ୟାଲେରୀର ୧ନମ୍ବର ଧାଡ଼ିରେ ବସି ଯାତ୍ରା ଦେଖିଥିଲେ। ଏହି ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

ପ୍ରଶାନ୍ତ କିଶୋରଙ୍କ ବଡ଼ ପ୍ରସ୍ତୁତି: ନୀତୀଶ କୁମାରଙ୍କ ପୂର୍ବରୁ ନିଜେ କରିବେ ଏମିତି କାମ, ଦେଶରେ ଚହଳ

ପାଟନା,୨୧।୮: ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ତଥା ବିଧାୟକ ପ୍ରଶାନ୍ତ କିଶୋର ଏବେ ବିହାରରେ ନିଜ ରାଜନୈତିକ ପ୍ରଭାବ ଆହୁରି ମଜବୁତ କରିବାକୁ ବଡ଼ ପ୍ରସ୍ତୁତି କରୁଛନ୍ତି।…

୨୮ ଅଗଷ୍ଟରେ ଲାଗୁଛି ଗ୍ରହଣ: ୬ ରାଶି ହୋଇଯାଆନ୍ତୁ ସତର୍କ, ଖର୍ଚ୍ଚ ହୋଇଯିବ ସବୁ ଟଙ୍କା…

୨୮ ଅଗଷ୍ଟ ୨୦୨୬ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବ। ଜ୍ୟୋତିଷ ଶାସ୍ତ୍ରର ମାନ୍ୟତା ଅନୁଯାୟୀ ଏହାର ପ୍ରଭାବ ୬ଟି ରାଶି ଉପରେ ପଡ଼ିପାରେ। ଜାଣନ୍ତୁ କେଉଁ କେଉଁ…

ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ

ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା।…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି।…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

ଜମିରୁ ୩୬ ଘନଫୁଟ ଶାଗୁଆନ କାଠ ଜବତ: ଆନୁମାନିକ ମୂଲ୍ୟ ହେବ…

ଭଞ୍ଜନଗର, ୨୦।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କେନ୍ଦ୍ରୀୟ ବନାଞ୍ଚଳର ପାଲାସପଲ୍ଲୀ ଗାଁ ନିକଟସ୍ଥ ଏକ ଜମିରୁ ପ୍ରାୟ ୩୬ ଘନଫୁଟ ଶାଗୁଆନ…

ପାକିସ୍ତାନରେ କେତେ ଟଙ୍କାରେ ମିଳୁଛି ସେକେଣ୍ଡ ହ୍ୟାଣ୍ଡ୍‌ ଗାଡ଼ି, ଦାମ୍‌ ଜାଣିଲେ ଚମକି ପଡିବେ…

ଇସଲାମାବାଦ,୨୧।୮: ପାକିସ୍ତାନରେ ପ୍ରବଳ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଲୋକଙ୍କ ବଜେଟ ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ନିତ୍ୟବ୍ୟବହାର୍ଯ୍ୟ ଜିନିଷଠାରୁ ଆରମ୍ଭ କରି ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି ମହଙ୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri