ଗାଁରେ ବ୍ୟାପୁଛି ଜଣ୍ଡିସ ରୋଗ

ଉଦଳା,୬।୬: ମୟୁରଭଞ୍ଜ ଜିଲା ପରିଛିପୁର ଆଦିବାସୀ ସାହିରେ ଦିନକୁ ଦିନ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଜଣ୍ଡିସ ରୋଗରେ ୧୫ରୁ ଉଦ୍ଧର୍‌ବ ଲୋକ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଏନେଇ ଗାଁରେ ଭୟର ବାତାବରଣ ଖେଳି ଯାଇଛି। ଖବର ପାଇ ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ ଟିମ୍‌ ଗାଁରେ ପହଞ୍ଚି ସ୍ଥିତି ଅନୁଦ୍ଧାନ କରିଛନ୍ତି।

ଅନ୍ୟପକ୍ଷେ ଦୂଷିତ ପାଣି ଯୋଗୁ ଗାଁରେ ଜଣ୍ଡିସ ରୋଗ ବ୍ୟାପୁଥିବା ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ ୨୫ରେ ବିଜେଡି ଛାତ୍ର ସଂଗଠନର ରାଜ୍ୟବ୍ୟାପୀ ପ୍ରତିବାଦ, ମହିଳା…

ଭୁବନେଶ୍ୱର,୨୩।୬: ଓଡ଼ିଶାରେ ମହିଳାଙ୍କ ବିରୁଦ୍ଧରେ ବଢୁଥିବା ଅପରାଧ ଘଟଣାକୁ ନେଇ ବିଜୁ ଜନତା ଦଳ (ବିଜେଡି)ର ଛାତ୍ର ସଂଗଠନ ଆସନ୍ତା ଜୁନ ୨୫ ତାରିଖରେ ରାଜ୍ୟବ୍ୟାପୀ...

ଇରାନକୁ ନିରାଶ କଲା ରୁଷିଆ, ଖାମେନେଇ ଆମେରିକା ବିରୁଦ୍ଧରେ ଅଧିକ ସମର୍ଥନ ପାଇଁ ପୁଟିନଙ୍କୁ ଲେଖିଲେ ଚିଠି

ନୂଆଦିଲ୍ଲୀ,୨୩।୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକାର ସାମ୍ପ୍ରତିକ ସାମରିକ କାର୍ଯ୍ୟାନୁଷ୍ଠାନ ପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଅଧିକ ସମର୍ଥନ ପାଇଁ...

ମାଡ଼ି ଆସୁଛି କି ଭୟଙ୍କର ବିପଦ! ଭାଙ୍ଗିଲା ମହିମା ଗାଦିର ଦଧିନଉତି,ରାତି ଅଧରେ ଶୁଭିଲା…

ଢେଙ୍କାନାଳ,୨୩।୬(ରତନ ନାୟାର): ଢେଙ୍କାନାଳ ଜିଲା ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମରପୀଠ ମହିମାଗାଦି ଯୋରନ୍ଦାରେ ରବିବାର ବିଳମ୍ବିତ ରାତିରେ ଭାଙ୍ଗିଯାଇଛି। ବଜ୍ରପାତରେ ଗାଦି ମନ୍ଦିର ପୂର୍ବ ମୁଖଶାଳା...

ଦାରିଙ୍ଗବାଡି ଅଞ୍ଚଳରେ ପ୍ରବଳ ବର୍ଷା, ଫୁଲିଲାଣି ଗୁମାଡ଼ି , ଯୋଗାଯୋଗ ବିଚ୍ଛିନ୍ନ

ଦାରିଙ୍ଗବାଡି,୨୩।୬(ଅରୁଣ ସାହୁ):  କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ସୋମବାର ଭୋର ସମୟରୁ ପ୍ରବଳ ବର୍ଷା ଜାରିରହିଛି। ଫଳରେ ଅଞ୍ଚଳରେ ବୋହିଯାଉଥିବା ଏକାଧିକ ନଦୀରେ ଜଳସ୍ତର...

ଯୁବପିଢ଼ିଙ୍କୁ ପଛରେ ପକାଇଦେବେ ୮୦ ବର୍ଷୀୟା ବୃଦ୍ଧା, ଶାଢ଼ି ପିନ୍ଧି ଚଲାଇଲେ ଟ୍ରାକ୍ଟର, ଭିଡିଓ ଦେଖିଲେ…

ସୋସିଆଲ ମିଡିଆ ପୁଣିଥରେ ଏକ ହୃଦୟସ୍ପର୍ଶୀ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ଜଣେ ୮୦ ବର୍ଷୀୟା ବୃଦ୍ଧା ତାଙ୍କ ବୟସକୁ ପଛରେ ପକାଇବା ସହ ଆଜିର...

ଯୁଦ୍ଧ ମଧ୍ୟରେ ତେଲ ଉପରେ ନିର୍ଭରଶୀଳତା ହ୍ରାସ କରିବା ପାଇଁ ବଡ଼ ନିଷ୍ପତି ନେଲା ମଧ୍ୟପ୍ରାଚ୍ୟର ଏହି ଦେଶ…

ନୂଆଦିଲ୍ଲୀ,୨୩ା୬: ଓମାନ ଉପସାଗରୀୟ ରାଷ୍ଟ୍ରମାନଙ୍କ ମଧ୍ୟରେ ପ୍ରଥମ ଦେଶ ଭାବେ ଆୟକର ଲାଗୁ କରିବାକୁ ଯାଉଛି, ଯାହା ତେଲ ଉପରେ ନିର୍ଭରଶୀଳତା ହ୍ରାସ କରି ସରକାରୀ...

ପୁରାତନ କଳା-ସଂସ୍କୃତି-ପରମ୍ପରାରେ ହେବ ରଥଯାତ୍ରା, ୨୭ରେ ରଥଟଣା

ଧର୍ମଶାଳା,୨୩ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଭାଲୁଖାଇ ଜଗନ୍ନାଥ ମନ୍ଦିରରେ ଆସନ୍ତା ୨୭ ତାରିଖରେ ଏକାଦଶ ବାର୍ଷିକ ଶ୍ରୀ ଗୁଣ୍ଡିଚା ରଥଯାତ୍ରା ମହାଆଡ଼ମ୍ବର ସହକାରେ ପାଳିତ...

ପୂର୍ବ ସରକାରଙ୍କୁ ସିଧା ସିଧା ଏମିତି ଶୁଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ୨୪ ବର୍ଷ ଶାସନ ଭିତରେ…

ଆସିକା,୨୩ା୬(ସୁରେନ୍ଦ୍ର ନାଥ ସାହୁ): ଭାଜପା ସରକାର ଶାସନର ଏକ ବର୍ଷ ପୂର୍ତ୍ତି ଉତ୍ସବ ଅବସରରେ ସୋମବାର ଗଞ୍ଜାମ ଜିଲା ଆସିକା ବିଜ୍ଞାନ ମହାବିଦ୍ୟାଳୟ ପଡ଼ିଆରେ ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri