ଓଟିଟି ପ୍ଲାଟଫର୍ମରେ କ୍ରାଇମ ସିରିଜ ଜୌନପୁର

ଡିସ୍‌ ଟିଭି ଇଣ୍ଡିଆ ଲିମିଟେଡ୍‌ର ଏବଂ ଦୃତ ଅଭିବୃଦ୍ଧିଶୀଳ ଓଟିଟି ପ୍ଲାଟ୍‌ଫର୍ମରେ ଏକ ନୂତନ କ୍ରାଇମ୍‌ ସିରିଜ୍‌ ‘ଜୌନପୁର’ର ପ୍ରିମିୟର ଶୁଭାରମ୍ଭ ହୋଇଛି। ଏହି ସିରିଜ୍‌ରେ ୟୁପିର ଅନ୍ୟତମ ମୋଷ୍ଟ ୱାଣ୍ଟେଡ୍‌ ଗ୍ୟାଙ୍ଗଷ୍ଟରର ଜୀବନ କାହାଣୀ ଉପରେ ଆଧାରିତ। ଜୌନପୁରରେ ସୁଟିଂ ହୋଇଥିବା ଏହି ସିରିଜ୍‌ ବର୍ତ୍ତମାନ ହିନ୍ଦୀରେ ଉପଲବ୍ଧ ହେବ। ଏହା ବର୍ତ୍ତମାନ ୱାଚ୍‌-ଓ-ଆପ ଏବଂ ୱେବସାଇଟରେ ମଧ୍ୟ ଉପଲବ୍ଧ। ଏ ସମ୍ପର୍କରେ, ଡିସ୍‌ ଟିଭି ଇଣ୍ଡିଆ ଲିମିଟେଡ୍‌ର ମାର୍କେଟିଂ କର୍ପୋରେଟ୍‌ ହେଡ୍‌ ସୁଖପ୍ରୀତ ସିଂ କହିଛନ୍ତି, ଜୌନପୁର ସିରିଜ୍‌ ହେଉଛି ଅପରାଧ, କାର୍ଯ୍ୟ, ପରିବାର, ଏବଂ ବଳିଦାନର ଏକ ନିଛକ କାହାଣୀ ଯାହା ବାସ୍ତବ ଘଟଣା ଉପରେ ଆଧାରିତ।


Enter your email to get our daily news in your inbox.

All Right Reserved By Dharitri.Com

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ପତ୍ନୀ ଗୌରୀଙ୍କୁ ଏଭଳି ଉପହାର ଦେଲେ ଆମିର, ଯାହାକୁ ୧୩୧ ଜଣ କାରିଗର ମିଶି ୨୫୬ ଘଣ୍ଟାରେ କରିଛନ୍ତି ପ୍ରସ୍ତୁତ

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ଏବଂ ଗୌରୀ ସ୍ପ୍ରାଟ୍‌ ପରସ୍ପର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ନିକଟରେ ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ପରିବାର ଏବଂ କିଛି…

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ଜନ୍ମଦିନରେ ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ସରପ୍ରାଇଜ୍‌: ଫିଲ୍ମ ପୋଷ୍ଟର ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସେହି ପ୍ରଭାବଶାଳୀ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଯିଏ ଟିମ…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri