ସାଥୀଙ୍କୁ ହତ୍ୟା କରିବା ପରେ ଆତ୍ମହତ୍ୟା ଉଦ୍ୟମ କଲେ ଯବାନ

ମାଲକାନଗିରି,୨୯ା୧: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବସ୍ତର ଜିଲା ସେଡବା ସିଆର୍‌ପିଏଫ୍‌ କ୍ୟାମ୍ପରେ ୨୪୧ ବାଟାଲିୟନର ଜଣେ ଯବାନ ଅନ୍ୟ ଦୁଇ ଯବାନଙ୍କୁ ଗୁଳିକରି ନିଜକୁ ଗୁଳି କରିଥିବା ଜଣାପଡିଛି। ଏଥିରେ ଜଣେ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତ ଯବାନ ଜଣକ ହେଲେ ପ୍ରମୋଦ କୁମାର ସୁରି। ଗୁରୁତର ୨ ଯବାନ ହେଲେ ଗିରୀଶ କୁମାର ଓ ସନ୍ତୋଷ ବାଚମ୍‌। ସନ୍ତୋଷ ସହଯୋଗୀ ଯବାନଙ୍କଠାରୁ ବନ୍ଧୁକ ଛଡାଇ ନେଇ ନିଜକୁ ଗୁଳି କରିବା ସହ ଅନ୍ୟ ୨ଜଣଙ୍କ ଉପରକୁ ଗୁଳି ଚଳାଇଥିଲେ। ଗୁରୁତର ଯବାନ ଗିରୀଶ ଓ ସନ୍ତୋଷଙ୍କୁ ଚିକିତ୍ସା ପାଇଁ ହେଲିକପ୍ଟର ଯୋଗେ ରାୟପୁର ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୟଦେବ ଯେନାଙ୍କୁ କରୋନା

ଭୁବନେଶ୍ୱର,୪।୧୦(ବ୍ୟୁରୋ): ପୂର୍ବତନ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଜୟଦେବ ଯେନା କରୋନାରେ ସଂକ୍ରମିତ ହୋଇଛନ୍ତି। କୋଭିଡ-୧୯ ପରୀକ୍ଷାରେ ତାଙ୍କର ପଜିଟିଭ୍‌ ଆସିଛି। ଏନେଇ ଦଳୀୟ କାର୍ଯ୍ୟାଳୟ...

ବନ୍ଧୁତ୍ୱ ଦିବସ: ‘କହିବା ଆଗରୁ ବୁଝିଯାଏ ମନ କଥା’

ବାରିପଦା ଅଫିସ,୨ା୮-‘ଫ୍ରେଣ୍ଡ ଇଜ୍‌ ନିଡ୍‌ ଇଜ୍‌ ଏ ଫ୍ରେଣ୍ଡ ଇନ୍‌ଡିଡ୍‌’। ଇଂଲିଶରେ ଥିବା ଏହି ବାକ୍ୟର ଅର୍ଥ ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ।...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ୪୦ ଡିଗ୍ରୀ ଉପରେ ୧୦ ସହର; ଏଥର ସ୍ବାଭାବିକ ମୌସୁମୀ ବର୍ଷା

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଶନିବାର ୧୦ଟି ସହରର ପାରଦ ୪୦ ଡିଗ୍ରୀ ଟପିଥିଲା। ୪୨.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠାରୁ...

ମାଗଣାରେ ହେବ କୋଭିଡ୍‌ ଚିକିତ୍ସା

ବରଗଡ଼ ଅଫିସ,୧୪।୫: ବରଗଡ଼ ବିକାଶ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲରେ ଏଣିକି ମାଗଣାରେ କୋଭିଡ୍‌ ଆକ୍ରାନ୍ତଙ୍କ ଚିକିତ୍ସା ହେବ । ବିକାଶ ଗ୍ରୁପର ଚେୟାରମ୍ୟାନ ଡି. ମୂରଲୀକ୍ରୀଷ୍ଣା...

ରଥରେ ବିଜେ କଲେ ତିନି ଠାକୁର

ପୁରୀ ଅଫିସ: ୨୩।୬ : ପୁରୀ ରଥଯାତ୍ରା ଲାଗି ମଙ୍ଗଳବାର ପ୍ରାତଃରୁ ନୀତିକାନ୍ତି ଆରମ୍ଭ ହୋଇଯାଇଛି। ସକାଳ ୭ରୁ ପହଣ୍ଡି ଆରମ୍ଭହୋଇ ୯ଟା ମଧ୍ୟରେ ଶେଷ...

ପ୍ରଭାକର ପଟ୍ଟନାୟକଙ୍କ ସ୍ମୃତିରେ ରକ୍ତଦାନ ଶିବିର: ଉଦ୍‌ଘାଟନ କଲେ ଜିଲାପାଳ

ଛତ୍ରପୁର,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ହସ୍ପିଟାଲରେ ସ୍ମୃତି କମିଟି ପକ୍ଷରୁ ଶନିବାର ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଛି। ଓଡ଼ିଶା ହକି ଦଳର ମ୍ୟାନେଜର ତଥା...

ଆବାସ ଦୁର୍ନୀତି ନେଇ ଭାଜପାର ଟାର୍ଗେଟ

ଭୁବନେଶ୍ୱର,୨୦-୧୧(ବ୍ୟୁରୋ):ମାହାଙ୍ଗା ଆବାସ କେଳାଙ୍କାରୀ କରିଥିବା ଜଣେ ଅଫିସର ବର୍ତ୍ତମାନ ମନ୍ତ୍ରୀଙ୍କ ଓଏସଡି ଭାବେ ଦାୟିତ୍ୱ ପାଇଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତି ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଭାଜପା...

ପଟ୍ଟାମୁଣ୍ଡାଇ ସହରରେ ଗୋଷ୍ଠୀ ସଂଘର୍ଷ: ୧୪୪ ଧାରା ଜାରି

ପଟ୍ଟାମୁଣ୍ଡାଇ,୨୦।୩(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ୧୧ ନଂ. ୱାର୍ଡରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଯୋଗୁ ସହରରେ ଉତ୍ତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଛି।...

Advertisement
Archives

Model This Week