ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ପାରଳାଖେମୁଣ୍ଡି,୧୭।୧(ଡି.ଏନ୍‌.ଏ): ବିହାରର ବିରପୁରରେ ସେନା ତାଲିମ କେନ୍ଦ୍ରରେ ଘଟିଥିବା ବିଦ୍ୟୁତ୍‌ ଦୁର୍ଘଟଣାରେ ୩ ଯବାନଙ୍କ ମୃତ୍ୟୁ ଘଟିଥିଲା। ସେମାନଙ୍କ ମଧ୍ୟରେ ଥିବା ଗଜପତି ଜିଲା ରାୟଗଡ ବ୍ଲକ କୁରୁବୁଗା ଗାଁର ପର୍ଶୁରାମ ସବରଙ୍କ ମରଶରୀର ରବିବାର ବିଳମ୍ବିତ ରାତିରେ ଗାଁରେ ପହଞ୍ଚିଥିଲା। ମରଶରୀର ପହଞ୍ଚିବା ପରେ ଶୋକର ଛାୟା ଖେଳି ଯାଇଥିଲା। ସୋମବାର ରାଷ୍ଟ୍ରୀୟ ସମ୍ମାନ ସହ ଗାଁ ମଶାଣିରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ଏକାସାଙ୍ଗରେ ଗଠନ ହେବ ୬ ଗ୍ରହଙ୍କ ବିରଳ ମହାସଂଯୋଗ: ମାଲାମାଲ ହେବେ କର୍କଟ ସମେତ ଏହି ୬ ରାଶି

ଗ୍ରହ ଗୋଚର ଦୃଷ୍ଟିରୁ ସେପ୍ଟେମ୍ବର ମାସର ପ୍ରଥମ ତାରିଖ ଅତ୍ୟନ୍ତ ବିଶେଷ ଏବଂ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ଦିନ କେବଳ ଗୋଟିଏ କିମ୍ବା ଦୁଇଟି ନୁହେଁ, ବରଂ…

ଯାହାକୁ ରଖିବେ ଅନନ୍ତ : ତାଳଗଛକୁ ଆଶ୍ରୟ କରି ବନ୍ୟା ପାଣିରେ ୫ ଦିନ ପରେ, ମୁଣ୍ଡ ଦେଖି…

ଧାମନଗର, ୧୮।୮ (ସନ୍ତୋଷ କୁମାର ମହାପାତ୍ର): ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ଓ ଏହାର ଶାଖା ନଦୀ କୋଚିଳା, ଗେଙ୍ଗୁଟି, କଣ୍ଡିଆ,…

‘ମଦ ପିଇ ସ୍କୁଲ ଆସୁଥିଲେ ପ୍ରଧାନଶିକ୍ଷକ’, ଅଭିଜିତ ଦୀପକେଙ୍କ ଚେତାବନୀ ପରେ…

ନୂଆଦିଲ୍ଲୀ, ୧୮।୮: କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ‘ସ୍କୁଲ ଠିକ କର’ ଅଭିଯାନ ଚଳାଉଛି। ଏହି ମଧ୍ୟରେ ମହାରାଷ୍ଟ୍ରର ହିଙ୍ଗୋଲି ଜିଲାର ଏକ ସ୍କୁଲରେ…

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

‘ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ…’, କଂଗ୍ରେସ ନେତାଙ୍କ ବୟାନକୁ ନେଇ ରାଜନୀତି ହଲଚଲ

ନୂଆଦିଲ୍ଲୀ, ୧୮।୮: ବନ୍ଦେ ମାତରମ’ର ସମ୍ପୂର୍ଣ୍ଣ ଛନ୍ଦ ଗାନକୁ ନେଇ ଜାରି ରହିଥିବା ରାଜନୈତିକ ହଙ୍ଗାମା ମଧ୍ୟରେ କର୍ନାଟକ କଂଗ୍ରେସ ସଭାପତି ବି.କେ. ହରିପ୍ରସାଦ ବଡ଼ ବୟାନ…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…

ଭୁବନେଶ୍ୱର,୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କ୍ଷୁଦ୍ର ଚାଷୀଙ୍କୁ ହେକ୍ଟର ପିଛା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri