ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଗୋପାଳପୁର,୧୩ା୩(ନବୀନ ରାଜ ଆଚାରୀ) ଭାରତୀୟ ବାୟୁ ସେନାର ଜଣେ ଯବାନଙ୍କ ଆକସ୍ମିକ ମୃତ୍ୟୁ ହୋଇଛି। ସେ ହେଲେ ଗୋଳନ୍ଥରା ଥାନା ଇନ୍ଦ୍ରିକ୍ଷୀ ଗ୍ରାମର ଇନ୍ଦ୍ରମଣି ସାହୁ (୩୬)। ତାଙ୍କ ମର ଶରୀର ଗାଁରେ ପହଞ୍ଚିବା ପରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି।

ଇନ୍ଦ୍ରମଣି ଆସାମର ଜୋରାହାଟ ୟୁନିଟରେ କାର୍ଯ୍ୟରତ ଥିବାବେଳେ ଗତ ୧୨ ତାରିଖରେ ଅସୁସ୍ଥ ହୋଇପଡିଥିଲେ। ସହକର୍ମୀମାନେ ତାଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁବାର ମରଶରୀର ଗ୍ରାମରେ ପହଞ୍ଚିବା ପରେ କାନ୍ଦ ବୋବାଳିରେ ଗାଁ ଫାଟି ପଡିଥିଲା। ଗୋଳାବନ୍ଧ ଏଡ଼ିଜେ କଲେଜରେ ଯବାନମାନେ ତୋପ ସଲାମୀ ପ୍ରଦାନ କରିଥିଲେ। ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ୫୪ନଂ. ଜିଲା ପରିଷଦ ସଭ୍ୟ ଦୀପକ ସାମନ୍ତ, ବହୁ ବିଜେଡ଼ି କର୍ମୀ ଯବାନଙ୍କ ମରଶରୀରରେ ପୁଷ୍ପମାଲ୍ୟାର୍ପଣ କରବା ସହ ଶୋକାକୁଳ ପରିବାରକୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri