ଫାଣ୍ଡି ଭିତରେ ଗୁଳିକରି ଆତ୍ମହତ୍ୟା କଲେ ଯବାନ

ମାଲକାନଗିରି/କାଲିମେଳା,୪ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ପଟେରୁଠାରେ ନିୟୋଜିତ ଥିବା ଜଣେ ଓଏସ୍‌ଏପି ଯବାନ ଶନିବାର ଫାଣ୍ଡି ଭିତରେ ନିଜ ସର୍ଭିସ୍‌ ବନ୍ଧୁକରୁ ନିଜକୁ ଗୁଳିକରି ଆତ୍ମହତ୍ୟା କରିଛନ୍ତି। ତାଙ୍କ ନାମ ଦୁର୍ଯ୍ୟୋଧନ ମାଝି। ତେବେ ତାଙ୍କ ଆତ୍ମହତ୍ୟାର କାରଣ ଜଣାପଡ଼ିନାହିଁ। ଦୁର୍ଯ୍ୟୋଧନଙ୍କ ଘର ବରଗଡ଼ ଜିଲା ଗାଇସିଲାଟ ବ୍ଲକ ଅଞ୍ଚଳରେ ହୋଇଥିବା ବେଳେ ସେ ଅଗଷ୍ଟରୁ ପଟେରୁ ଫାଣ୍ଡିରେ ନିୟୋଜିତ ହୋଇଥିଲେ। ସେ କ୍ୟାମ୍ପ ଭିତରେ ରହୁଥିବା ବେଳେ ତାଙ୍କ ପରିବାର ଲୋକେ ଫାଣ୍ଡି ପାଖରେ ଥିବା ଅନ୍ୟ ଏକ ଘରେ ରହୁଥିଲେ। ଖବର ପାଇ ମାଲକାନଗିରି ଏସ୍‌ପି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରେଡ୍‌ ଗ୍ରାଉଣ୍ଡ ବନ୍ଦ, ଖେଳକୁଦରେ ସମସ୍ୟା

ରାଉରକେଲା ଅଫିସ,୧୪।୨: ରାଉରକେଲା ଉଦିତନଗର ସ୍ଥିତ ପରେଡ୍‌ ଗ୍ରାଉଣ୍ଡ ଖେଳ ପଡିଆକୁ ବନ୍ଦ ରଖାଯାଇଥିବାରୁ ସ୍ଥାନୀୟ ଶିକ୍ଷାନୁଷ୍ଠାନ ଏବଂ କ୍ରୀଡାବିତ୍‌ଙ୍କ ଖେଳକୁଦରେ ଅସୁବିଧା ହେଉଛି। ଫଳରେ...

ଜମିବାଡ଼ିକୁ କେନ୍ଦ୍ରକରି ଗଣ୍ଡଗୋଳ ଘଟଣା : ୪ କୋର୍ଟ ଚାଲାଣ

ଦାରିଙ୍ଗବାଡ଼ି,୧୯।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜମିବାଡ଼ିକୁ କେନ୍ଦ୍ରକରି ପ୍ରଥମେ ଗଣ୍ଡଗୋଳ ପରେ ମରଣାନ୍ତକ ଆକ୍ରମଣ ସହ ଜାତିଆଣ ଆକ୍ଷେପକୁ ନେଇ ଥାନାରେ ଅଭିଯୋଗ...

ସରୁନି ଭିଜିଲାନ୍ସ ଖୋଳତାଡ଼: ଯନ୍ତ୍ରୀ-ଠିକାଦାର କିଙ୍ଗ୍‌ପିନ୍‌

ମାଲକାନଗିରି,୨୮ା୩(ଡି.ଏନ୍‌.ଏ.): ଯେତେ ଖୋଳିଲେ ସେତେ ବାହାରୁଛି ମାଲକାନଗିରି ଜିଲା ଅଧୀକ୍ଷଣ ଯନ୍ତ୍ରୀ ଆଶିଷ କୁମାର ଦାସଙ୍କ ସମ୍ପତ୍ତି। ଦୁଇ ଦିନ ହେଲାଣି ଭିଜିଲାନ୍ସର ଖୋଳତାଡ଼ ସରୁନାହିଁ।...

ପରୀକ୍ଷାରୁ ବଞ୍ଚିତ ୨୫ ଛାତ୍ରୀଛାତ୍ର

ବାରିପଦା ଅଫିସ/ ଚିତ୍ରଡ଼ା,୨୦ା୨(ଡି.ଏନ୍‌.ଏ.)- ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ମୟୂରଭଞ୍ଜ ଜିଲାର ୧୮୦ଟି କେନ୍ଦ୍ରରେ ୩୭୧୩୬ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ଥିବା...

ବଳାତ୍କାର ଉଦ୍ୟମ ବିଫଳ ପରେ ଛାତ୍ରୀଙ୍କ ବେକ କାଟିଥିବା ଯୁବକ ଗିରଫ

ବିନିକା,୧୮ା୪: ସୁବର୍ଣ୍ଣପୁର ଜିଲା ବିନିକା ଥାନା ଅଧୀନ ସାନଭାଲୁପାଲି ଅଞ୍ଚଳର ଜଣେ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିଲା। ଏଥିରେ ଯୁବକ ଜଣକ ବିଫଳ ହୋଇ ଛାତ୍ରୀଙ୍କୁ...

ଆସିଲେନି ବନବିଭାଗ କର୍ମଚାରୀ,ଘରେ ପଶିଥିବା ଅହିରାଜକୁ ମାରିଦେଲେ ଲୋକେ

ରଣପୁର,୨୫।୧୦(ସ୍ବ.ପ୍ର.) : ବର୍ଷା ସମୟରେ ଘରେ ପଶିଗଲା ଅହିରାଜ। ଭୟଭୀତ ହୋଇଗଲେ ପରିବାର ସଦସ୍ୟ। ସ୍ନେକ୍‌ ହେଲ୍‌ପଲାଇନ ସଦସ୍ୟଙ୍କୁ ଫୋନ କରାଗଲେ ମଧ୍ୟ ମିଳିଲାନି ସହଯୋଗ।...

ଦିନ ତମାମ ବର୍ଷିିଲା

ଅନୁଗୋଳ ଅଫିସ, ୧୦।୮: ଅନୁଗୋଳ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ହୋଇଛି। ସ୍ଥିତି ଏପରି ହୋଇଥିଲା ଯେ ଘରୁ ବାହାରକୁ ବାହାରିବା ମୁସ୍କିଲ ହୋଇଯାଇଥିଲା।...

କରୋନା ଆକ୍ରାନ୍ତରେ ଅର୍ଦ୍ଧଶତକ ଟପିଲା ପୁରୀ ଜିଲା

ପୁରୀ ଅଫିସ, ୧୩।୫: ପୁରୀ ଜିଲାରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଶନିବାର ପୁଣି ୧୭ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା...

Advertisement
Archives

Model This Week