Posted inଖେଳ

ଭାରତ-ପାକିସ୍ତାନର ସ୍ମରଣୀୟ ମ୍ୟାଚ୍‌: ସିଡନୀ ପଡ଼ିଆରେ କଙ୍ଗାରୁ ଭଳି ଡେଇଁଥିଲେ ପାକ୍‌ ଖେଳାଳି, କାରଣ ଜାଣିଲେ…

ନୂଆଦିଲ୍ଲୀ,୪।୩: ଭାରତ-ପାକିସ୍ତାନ ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ ବେଶ୍‌ ରୋମାଞ୍ଚକର ହୋଇଥାଏ। ଏଥିରେ ଅନେକ ସ୍ମରଣୀୟ ଘଟଣା ଘଟିଥାଏ। ସେଭଳି ଗୋଟିଏ ଥିଲା ୧୯୯୨ ମାର୍ଚ୍ଚ ୪ରେ ଖେଳାଯାଇଥିବା କ୍ରିକେଟ ବିଶ୍ୱକପ୍‌ର ମୁକାବିଲା। ସିଡନୀ ମଇଦାନରେ ଖେଳାଯାଇଥିଲା ଏହି ମ୍ୟାଚ୍‌।

ଏକ ସମୟରେ ପାକିସ୍ତାନର ସ୍କୋର ୮୫/୨ ଥିଲା। ପଡ଼ିଆରେ ଜାଭେଦ ମିୟାଁଦାଦ ବ୍ୟାଟିଂ କରୁଥିବା ବେଳେ ଭାରତ ପକ୍ଷରୁ ସଚିନ ତେନ୍ଦୁଲକର ବୋଲିଂ କରୁଥିଲେ। ସଚିନଙ୍କ ଗୋଟିଏ ବଲ୍‌କୁ ମିୟାଁଦାଦ ଖେଳିବାକୁ ଚାହିଁଥିଲେ। ହେଲେ ବଲ୍‌ଟି ଉଇକେଟକିପର କିରଣ ମୋରେଙ୍କ ହାତରେ ପଡ଼ିଥିଲା। ସେ ଉଇକେଟ ନେଇ ଅପିଲ୍‌ କରିଥିଲେ। ହେଲେ ଅମ୍ପାୟାର ଏହାକୁ ଖାରଜ କରିଥିଲେ। ଏହା ମିୟାଁଦାଦଙ୍କୁ ଆଘାତ ଦେଇଥିଲା। ମୋରେଙ୍କ ସହ ତାଙ୍କର ବଚସା ହୋଇଥିଲା। ଏନେଇ ସେ ଅମ୍ପାୟାରଙ୍କ ନିକଟରେ ଅଭିଯୋଗ କରିଥିଲେ। ପରେ ଉକ୍ତ ଓଭରରେ ମିୟାଁଦାଦଙ୍କୁ ରନ୍‌ ଆଉଟ୍‌ କରିବା ଲାଗି ଚେଷ୍ଟା କରିଥିଲେ ମୋରେ। ହେଲେ ସେ କ୍ରିଜ୍‌ ଭିତରକୁ ପହଞ୍ଚି ସାରିଥିଲେ।

କୌଣସି ମ୍ୟାଚ୍‌ରେ ବିରୋଧି ବ୍ୟାଟ୍ସମ୍ୟାନ୍‌ଙ୍କ ଉପରେ ଚାପ ପକାଇବାକୁ ଚେଷ୍ଟା କରିଥାନ୍ତି ସମସ୍ତେ। ଏହା ସାଧାରଣ ହୋଇଥିଲେ ହେଁ ମିୟାଁଦାଦ ରାଗି ଯାଇଥିଲେ। ଶେଷରେ ସେ ଦୁଇ ହାତରେ ବ୍ୟାଟ୍‌ ଧରି ଡେଇଁବାରେ ଲାଗିଥିଲେ। କଙ୍ଗାରୁ ଅଥବା ମାଙ୍କଡ଼ଙ୍କ ପରି ଡେଇଁ ସେ ମୋରେଙ୍କୁ ଚିଡ଼ାଇବାକୁ ଚାହୁଁଥିଲେ। ହେଲେ ଓଲଟା ତାଙ୍କୁ ନେଇ ସବୁ ମଜା କରିବାରେ ଲାଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri