ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍ ବ୍ୟାପିବା ଘଟଣା, ଆସନ୍ତା ୧୪ ପର୍ଯ୍ୟନ୍ତ ପିଲାଙ୍କୁ ଘରକୁ ନେଇଯିବାକୁ ନିର୍ଦ୍ଦେଶ

ଖୋର୍ଦ୍ଧା,୭ା।୧(ପ୍ରଭାତ ପାଣିଗ୍ରାହୀ):  ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ଆକ୍ରାନ୍ତ ଘଟଣାକୁ ଗୁରୁତ୍ବର ସହ ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର । ବତ୍ତମାନ ସୁଦ୍ଧା ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ଯା ୮୧ରେ ପହଞ୍ଚିଛି । ଏହାକୁ ଆଖି ଆଗରେ ରଖି ନବୋଦୟ ବିଦ୍ୟାଳୟ କେନ୍ଦ୍ର କମିଶନର ରାଜେଶ ଲେଖାନୀ ସାତଦିନ ପାଇ ସ୍କୁଲ ଛୁଟି ଘୋଷଣା କରିଛନ୍ତି ।

ଆସନ୍ତା ଚଉଦ ତାରିଖ ପରେ ଖୋଲିବା ନେଇ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି । ବିଦ୍ୟାଳୟକୁ ସମ୍ପୁର୍ଣ୍ଣ ସାନିଟାଇଜ କରାଯିବ ସହ ପୁଣି ଥରେ ୱାଟର ଲେବଲ ଟେଷ୍ଟିଙ୍ଗ ପାଇଁ ଖୋର୍ଦ୍ଧା ଜିଲା ସ୍ବାସ୍ଥ୍ଯ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଡେପୁଟି କମିଶନର ଆର କେ ବର୍ମା ସୂଚନା ଦେଇଛନ୍ତି । ସ୍ଥିତି ସ୍ବାଭାବିକ ହେବା ପରେ ନିଷ୍ପତ୍ତି ନିଆଯିବ ବୋଲି ଅଧ୍ଯକ୍ଷା କବିତା କର କହିଛନ୍ତି । ବିଦ୍ଯାଳୟରେ ନିର୍ମାଣ ଚାଲିଥିବାରୁ ଭୂତଳ ଜଳ ପାଇପ ଲାଇନ ଫାଟି ଜଳ ଦୂଷିତ ହୋଇ ଏଭଳି ସ୍ଥିତି ଉପୁଜିଥିବା ସ୍ବୀକାର କରିଛନ୍ତି ଅଧ୍ଯକ୍ଷା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡମଳିମା ଗ୍ରାମ ନିକଟରେ ବୁଲୁଥିଲା ବଜ୍ରକାପ୍ତା, ଖବର ପାଇ ବନ ବିଭାଗ…

କଲ୍ୟାଣସିଂହପୁର, ୧।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁନିପଙ୍ଗା ପଞ୍ଚାୟତ ଅନ୍ତର୍ଗତ ଡମଳିମା ଗ୍ରାମରୁ ବନ ବିଭାଗ ପକ୍ଷରୁ ଏକ ଜୀବନ୍ତ ବଜ୍ରକାପ୍ତା…

ପଠାଣି ସାମନ୍ତ ଗଣିତ ମେଧା ପରୀକ୍ଷା: ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଚମତ୍କାର ସଫଳତା

ଛତ୍ରପୁର, ୧।୯ (ଦିଲ୍ଲୀପ ସାମଲ): ପଠାଣି ସାମନ୍ତ ଗଣିତ ମେଧା ବୃତ୍ତି ପରୀକ୍ଷାରେ ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରି ବିଦ୍ୟାଳୟ…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ବରଗଡ଼ ଜିଲାରେ ଖୁସିର ଲହରୀ

ଝାରବନ୍ଧ, ୧।୯ (ଦେବେନ୍ଦ୍ର ସାହୁ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଅଭିନବ ଶିକ୍ଷଣ ପଦ୍ଧତି ପାଇଁ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରି ସରକାରୀ…

୭ମ ରାଜ୍ୟସ୍ତରୀୟ କୁଡୋ ମାର୍ଶାଲ ଆର୍ଟ ପ୍ରତିଯୋଗିତାରେ ଦେବଗଡ଼ ଜିଲାର ବାଜିମାତ: ହାତେଇଲେ ୮ ସ୍ୱର୍ଣ୍ଣ, ୧ ରୌପ୍ୟ…

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): କଟକର ସରସ୍ୱତୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟ୍ ଅଡିଟୋରିୟମଠାରେ ଅଗଷ୍ଟ ୨୯ରୁ ୩୦ ତାରିଖ ପର୍ଯ୍ୟନ୍ତ ଦୁଇ ଦିନ ଧରି ଅନୁଷ୍ଠିତ…

ମୋରୁମ ଖାଦାନରେ ଚାପି ହୋଇ ନାବାଳକ ମୃତ୍ୟୁ ଘଟଣା: ଜେଲ ଗଲେ ଟ୍ରାକ୍ଟର ମାଲିକ-ଚାଳକ

ଦିଗପହଣ୍ଡି, ୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟସ୍ଥ ମୋରୁମ ଖାଦାନରେ ପଥର ତଳେ ଚାପି…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

୧୬.୭୨ ଲକ୍ଷ ଟଙ୍କା ଆତ୍ମସାତ: ପ୍ୟାକ୍ସର ପୂର୍ବତନ ସମ୍ପାଦକ ଶ୍ରୀପତି ପ୍ରଧାନ ଗିରଫ

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): ସାର ବିକ୍ରି ଓ ସରକାରୀ ପାଣ୍ଠି ହେରଫେର ମାମଲାରେ ଭିଜିଲାନ୍ସକୁ ବଡ଼ ସଫଳତା। ୧୬.୭୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri