ଡେଙ୍ଗୁରେ ଯବାନଙ୍କ ମୃତ୍ୟୁ

ଗୋପାଳପୁର,୯ା୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ କଇଠାପଲ୍ଳୀ ଗ୍ରାମର ଯବାନ ନବକୃଷ୍ଣ ନାୟକ (୨୬) ଡେଙ୍ଗୁ ଜ୍ୱରରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି। ବୁଧବାର ନବକୃଷ୍ଣଙ୍କୁ ଜ୍ୱର ହୋଇଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ଡ଼େଙ୍ଗୁ ହୋଇଥିବା ଡ଼ାକ୍ତର ଚିହ୍ନଟ କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି। ତାଙ୍କ ମୃତ୍ୟୁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ନବକୃଷ୍ଣ ଅମର ରହେ ନାରାରେ ଗାଁ ଦାଣ୍ଡ ଫାଟିପଡ଼ିଥିଲା। ଗୋପାଳପୁର ମିଲିଟାରୀ ଷ୍ଟେସନରୁ ସୁବେଦାର ଉଦ୍ଧାମ ସିଂଙ୍କ ନେତୃତ୍ୱରେ ଯବାନଙ୍କ ଟିମ ଗ୍ରାମରେ ପହଞ୍ଚି ନବକୃଷ୍ଣଙ୍କୁ ତୋପ ସଲାମି ଦେଇଥିଲେ। ଗତ ୬ ବର୍ଷ ହେଲା ନବକୃଷ୍ଣ ସେନାବାହିନୀରେ ଯୋଗଦେଇଥିଲେ। ଅଗଷ୍ଟରେ ସେ ଗ୍ରାମକୁ ଆସିଥିଲେ। ଗଞ୍ଜାମ ଜିଲାରେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇବା ପ୍ରଥମ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri