Odisha Elections 2024

ଆମେରିକାରେ ରେକର୍ଡ ଭାଙ୍ଗିବ ‘ଜଓ୍ବାନ’

ମୁମ୍ବାଇ: କିଙ୍ଗ୍‌ଖାନ ଶାହାରୁଖ ୨୦୨୩ ବର୍ଷ ତାଙ୍କ ଫିଲ୍ମ ‘ପଠାନ’ରୁ ଆରମ୍ଭ କରିଥିଲେ। ଶାହାରୁଖଙ୍କ ଏହି ଫିଲ୍ମ ବ୍ଲକବଷ୍ଟର ପ୍ରମାଣିତ ହୋଇଛି।

ଏବେ ଶାହାରୁଖଙ୍କ ‘ଜବାନ’ ରିଲିଜ ହେବାର ସମୟ ଆସିଛି। କିଛି ଦିନ ହେବ ଫିଲ୍ମଟି ଚର୍ଚ୍ଚାରେ ରହିଛି। ଫିଲ୍ମର ପ୍ରି-ଭ୍ୟୁ ଆସିବା ମାତ୍ରେ ଏକ ହଇଚଇ ସୃଷ୍ଟି କରିଛି।

ଶାହାରୁଖଙ୍କ ପ୍ରଶଂସକମାନେ ସମଗ୍ର ବିଶ୍ୱରେ ଅଛନ୍ତି। ଯାହା ‘ଜଓ୍ବାନ’ ଫିଲ୍ମର ଅଗ୍ରୀମ ବୁକିଂରୁ ସ୍ପଷ୍ଟ ଜଣାପଡୁଛି। ‘ଜଓ୍ବାନ’ ରିଲିଜ ହେବାର ଏକ ମାସ ପୂର୍ବରୁ ଆମେରିକାରେ ଫିଲ୍ମର ଆଗୁଆ ବୁକିଂ ପାଇଁ ଟିକେଟ କାଉଣ୍ଟର ଖୋଲାଯାଇଛି। ଏହା ସହିତ ଫିଲ୍ମ ମଧ୍ୟ ବହୁତ ରୋଜଗାର କରୁଛି।

ଫିଲ୍ମଟି ୧୦୦ କୋଟି ରୋଜଗାର କରିବ ବୋଲି ଆଶା କରାଯାଉଛି। ଶାହାରୁଖଙ୍କ ‘ପଠାନ’ ମଧ୍ୟ ପ୍ରଥମ ଦିନରେ ସାରା ବିଶ୍ୱରେ ୧୦୦ କୋଟି ରୋଜଗାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଘୁଞ୍ଚିଲା ‘ଏମରଜେନ୍ସି’ର ରିଲିଜ୍‌ ଡେଟ୍‌

ମୁମ୍ବାଇ:ଚଳିତ ଲୋକ ସଭା ନିର୍ବାଚନରେ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାୱତ ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।...

ରଶ୍ମିକା ମନ୍ଦନାଙ୍କ ପୋଷ୍ଟ ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୫: ଅଭିନେତ୍ରୀ ରଶ୍ମିକା ମନ୍ଦନା ନ୍ୟାଶନାଲ କ୍ରସ ଜଣାଶୁଣା। ତାଙ୍କୁ ଶେଷ ଥର ପାଇଁ ଆନିମଲ ଫିଲ୍ମରେ ପରଦାରେ ଦେଖିବାକୁ ମିଳିଥିଲା। ଫିଲ୍ମରେ ତାଙ୍କର ଅଭିନୟକୁ...

ଏନ୍‌ବିଡବ୍ଲ୍ୟୁରୁ ଆଶ୍ୱସ୍ତି ପାଇଲେ ଅନୁଭବ

କଟକ,୧୬ା୫ (କାର୍ତ୍ତିକ ସାହୁ): ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଜାମିନ୍‌ ବିହୀନ ଗିରଫ ପରୱାନା (ଏନ୍‌ବିଡବ୍ଲ୍ୟୁ)ରୁ ଗୁରୁବାର ଆଶ୍ୱସ୍ତି ପାଇଛନ୍ତି। କଟକ ଜେଏମ୍‌ଏଫ୍‌ସି କୋର୍ଟ...

ପ୍ରସିଦ୍ଧ ନିର୍ମାତାଙ୍କ ଝିଅ ସହ କାମ କରିବେ ଅମୀରଙ୍କ ପୁଅ

ମୁମ୍ବାଇ: ‘ମହାରାଜ’ ଏବଂ ସାଇ ପଲ୍ଲବୀଙ୍କ ସହିତ ଅନ୍‌ଟାଇଟେଲ୍ଡ ଫିଲ୍ମ ସମେତ ତାଙ୍କର ବହୁ ପ୍ରତୀକ୍ଷିତ ପ୍ରୋଜେକ୍ଟ ସମାପ୍ତ କରିବା ପରେ ଅମୀର ଖାନଙ୍କ ପ୍ରତିଭାବାନ...

ବୋର୍ଡ ଅଛି, ପାଠ ପଢ଼… ଟ୍ରୋଲରଙ୍କୁ ଦଶମରେ ୮୩% ନମ୍ବର ରଖି ଜବାବ ଦେଲେ ‘ମୁନ୍ନି’

ବମ୍ବେ: ସଲମାନ ଖାନ୍‌ଙ୍କ ଫିଲ୍ମ ‘ବଜରଙ୍ଗୀ ଭାଇଜାନ’ରେ ମୁନ୍ନି ଭୂମିକାରେ ଅଭିନୟ କରି ବାହାବାଃ ସାଉଁଟିଥିଲେ ଅଭିନେତ୍ରୀ ହର୍ଷାଳି ମଲହୋତ୍ରା। ଏବେ ସେ ବଡ଼ ହୋଇଥିବା...

ଓଡ଼ିଶା ଆସୁଛନ୍ତି ହେମାମାଳିନୀ

ଭୁବନେଶ୍ୱର,୧୫ା୫: ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ହୋଇପଡ଼ିଛି। କେନ୍ଦ୍ରରୁ ଓଡ଼ିଶାକୁ ଭାଜପାର ହେଭିଓ୍ବେଟ୍‌ ନେତା ଘନଘନ ପ୍ରଚାରରେ ଆସୁଛନ୍ତି।  ବଲିଉଡ୍‌ ଅଭିନେତ୍ରୀ ତଥା...

ଉତ୍କଣ୍ଠା ବଢ଼ାଇଲା ‘ଚନ୍ଦୁ ଚାମ୍ପିୟନ’; କାର୍ତ୍ତିକଙ୍କୁ ଚିହ୍ନିବା ହେଉଛି ମୁସ୍କିଲ

ବମ୍ବେ: ରିଲିଜ ହୋଇଛି ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟନଙ୍କ ଅପକମିଂ ଫିଲ୍ମ ‘ଚନ୍ଦୁ ଚାମ୍ପିୟନ’ର ନୂଆ ପୋଷ୍ଟର। ଏଥିରେ ଅଭିନେତାଙ୍କ ଲୁକ୍‌ ପ୍ରଶଂସକଙ୍କ ହୃଦୟ ଜିତୁଛି।...

‘ଉଚ୍ଚତା କମ୍‌ ବୋଲି କ’ଣ ବିବାହ କରିବା ମନା’; ଟ୍ରୋଲରଙ୍କୁ ରାଗରେ ଏଭଳି କହିଲେ ଅବ୍ଦୁ…

ବମ୍ବେ: ନିର୍ବନ୍ଧ ଫଟୋ ଶେୟାର କରିବା ପରଠାରୁ ଟ୍ରୋଲ ହେଉଛନ୍ତି ବିଗ୍‌ ବସ୍‌ ଫେମ୍‌ ଅବ୍ଦୁ ରୋଜିକ୍‌। ଅନେକେ ତାଙ୍କ ଖୁସିରେ ଖୁସି ହୋଇ ଶୁଭେଚ୍ଛା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri