Posted inଖେଳ

ଶାମିଙ୍କ ସମର୍ଥନରେ ଜାଭେଦ

ନୂଆଦିଲ୍ଲୀ,୮ା୩: ରମଜାନ ମାସରେ ରୋଜା ନ ରଖିବା ଲାଗି ଭାରତୀୟ କ୍ରିକେଟର ମହମ୍ମଦ ଶାମି ସମାଲୋଚିତ ହେଉଥିବା ବେଳେ ଭେଟେରାନ ଗୀତିକାର ଜାଭେଦ ଅଖତର ତାଙ୍କ ପ୍ରତି ସମର୍ଥନ ବ୍ୟକ୍ତ କରିଛନ୍ତି। ଭାରତୀୟ ପେସର ଗତ ମଙ୍ଗଳବାର ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫି ସେମିଫାଇନାଲ ମ୍ୟାଚ ବେଳେ ଏନର୍ଜି ଡ୍ରିଙ୍କ୍ସ ପିଉଥିବା ନଜର ଆସିଥିଲେ। ଏହି ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଶାମି ପାପ କରିଥିବା ସର୍ବଭାରତୀୟ ମୁଲସମାନ ଜମାତର ଜାତୀୟ ସଭାପତି ମୌଲାନା ଶାହାବୁଦ୍ଦିନ ରାଜଭି ବାରେଲଭି କହିଥିଲେ। ଖୋଲା ଖୋଲି ମତାମତ ଦେବା ଲାଗି ଜଣାଜାଉଥିବା ଅଖତର ଭାରତୀୟ ପେସରଙ୍କୁ ସମସ୍ତ ନକରାତ୍ମକ କଥାକୁ ଅଣଦେଖା କରିବାକୁ ପରାମର୍ଶ ଦେବା ସହ ତାଙ୍କ ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି।

ଭାରତୀୟ ଦଳର ଅନ୍ୟତମ ମହାନ ଖେଳାଳି ଏବଂ ତାହା ଆମକୁ ଗର୍ବିତ କରୁଛି। ତୁମକୁ ଓ ପୂରା ଦଳକୁ ଫାଇନାଲ ପାଇଁ ମୋର ଶୁଭକାମନା ବୋଲି ଜାଭେଦ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ’ରେ ପୋଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେତେ ପୂରୁଣା ହେବା ପରେ କିଣିବା ଦରକାର ନୂଆ ଫୋନ? ଜାଣନ୍ତୁ ନିୟମ

ଏକ ନୂତନ ଫୋନ କିଣିବା କ୍ରମଶଃ ମହଙ୍ଗା ହୋଇଗଲାଣି। ତେଣୁ, ଲୋକମାନେ ପୁରୁଣା ଫୋନ ବ୍ୟବହାର କରିବାରେ ଲାଗିପଡ଼ିଛନ୍ତି। କିଛି ଲୋକ ଫ୍ଲାଗସିପ ଫୋନ ବ୍ୟବହାର...

ପୂର୍ବତନ ଜାପାନୀ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ, ୨୦୨୨ ରେ ବେକରେ ଲାଗିଥିଲା ଗୁଳି

ଟୋକିଓ,୨୧।୧: ପୂର୍ବତନ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ବୁଧବାର ଜାପାନର ଏକ କୋର୍ଟ ଆବେଙ୍କ ହତ୍ୟା ମାମଲାର...

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

୨୦୩୦ ପର୍ଯ୍ୟନ୍ତ କୌଣସି ଲାଇଭ୍ ଶୋ’ କରିବେନି ଜାକିର ଖାନ; ଏଥିପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୧: ଦେଶର ଲୋକପ୍ରିୟ ଷ୍ଟାଣ୍ଡ-ଅପ୍ କମେଡିଆନ୍ ଜାକିର ଖାନ ନିଜ ପ୍ରଶଂସକଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ବ୍ୟକ୍ତିଗତ କାରଣ ପାଇଁ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri