ଜୟ ଆଲୁକ୍କାସ୍‌ଙ୍କ ଆତ୍ମଜୀବନୀ ‘ବ୍ୟାପ୍ତ ଆନନ୍ଦ’ ଉନ୍ମୋଚିତ

ଭୁବନେଶ୍ୱର,୧୨।୧୧: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ଜୟ ଆଲୁକ୍କାସ୍‌ର ଅଧ୍ୟକ୍ଷ ତଥା ଏମ୍‌ଡି ଜୟ ଆଲକ୍କାସଙ୍କର ଆତ୍ମଜୀବନୀ ‘ବ୍ୟାପ୍ତ ଆନନ୍ଦ’ (ସ୍ପ୍ରେଡିଂ ଜୟ) ନିକଟରେ ଉନ୍ମୋଚିତ ହୋଇଯାଇଛି। ବିଶେଷକରି ଜୟ ଆଲୁକ୍କାସ୍‌ କିପରି ବିଶ୍ୱର ଜଣେ ଜଣାଶୁଣା ଗହଣା ବ୍ୟବସାୟୀ ହୋଇଗଲେ ସେ ବିଷୟରେ ବିସ୍ତୃତ ରୋଚକ ତଥ୍ୟ ଉକ୍ତ ପୁସ୍ତକରେ ଉଲ୍ଲେଖ କରାଯାଇଛି। ଶାରଜା ପୁସ୍ତକ ମେଳାରେ ଉକ୍ତ ପୁସ୍ତକକୁ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଶାରଜା ବୁକ୍‌ ଅଥରିଟିର ସିଇଓ ଅହମ୍ମଦ ବିନ୍‌ ରାକ୍କଡ ଅଲ୍‌ ଆମେରୀ ଏବଂ ଜୟ ଆଲୁକ୍କାସ୍‌ର ଗ୍ଲୋବାଲ ବ୍ରାଣ୍ଡ୍‌ ଆମ୍ବାସାଡର ତଥା ଲୋକପ୍ରିୟ ବଲିଉଡ୍‌ ଅଭିନେତ୍ରୀ କାଜୋଲ ଦେବଗନ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଅନାବରଣ (ଉନ୍ମୋଚନ) କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜଲି ଜୟ ଆଲୁକ୍କାସ୍‌, ଅନନ୍ତ ପଦ୍ମନାଭନ, ସିଇଓ ହାର୍‌ପର କଲିନ୍ସ ପ୍ରମୁଖ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ଜୟ ଆଲୁକ୍କାସ୍‌ କହିଛନ୍ତି, ମୋ ଜୀବନର ଯାତ୍ରା ପ୍ରତିବଦ୍ଧତା, ପରିଶ୍ରମ ଏବଂ ଦୃଢ଼ତା ତଥା ଚିରସ୍ଥାୟୀ ମୂଲ୍ୟବୋଧର ଏକ ଜ୍ୱଳନ୍ତ ଉଦାହରଣ (ପ୍ରମାଣ) ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri