ଜୟ ଆଲୁକ୍କାସ୍‌ର ହ୍ୟୁଷ୍ଟନ୍‌ ଆଉଟ୍‌ଲେଟ୍‌ ପୁନଃ ଉଦ୍‌ଘାଟିତ

ଭୁବନେଶ୍ୱର,୨୬।୫ (ଅଭୟ ଦାଶ)ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଅନ୍ତଃରାଷ୍ଟ୍ରୀୟ ଗହଣା ବ୍ରାଣ୍ଡ୍‌ ‘ଜୟ ଆଲୁକ୍କାସ’ର ଆମେରିକାସ୍ଥିତ ହ୍ୟୁଷ୍ଟନ୍‌ଠାରେ ଥିବା ଆଉଟ୍‌ଲେଟର ପୁନଃ ଉଦ୍‌ଘାଟନ ନିକଟରେ ହୋଇଯାଇଛି। ଏପରିକି ଆମେରିକାର ଟେକ୍ସାସ୍‌ସ୍ଥିତ ହ୍ୟୁଷ୍ଟନ୍‌ ଶୋ’ରୁମ୍‌(ଆଉଟ୍‌ଲେଟ)ର ନବୀକରଣ ବିଶ୍ୱସ୍ତରୀୟ ମାନର ହୋଇଥିବାବେଳେ ଏଠାରେ ବ୍ରାଣ୍ଡ୍‌ର ସମସ୍ତ ଡିଜାଇନ ଓ କଲେକ୍ସନ ଉପଲବ୍ଧ ରହିଛି। ଏହି ପରିପ୍ରେକ୍ଷୀରେ ଏକ ସ୍ବତନ୍ତ୍ର ଉଦ୍‌ଘାଟନୀ କାର୍ଯ୍ୟକ୍ରମ (ଉତ୍ସବ)ର ଆୟୋଜନ କରାଯାଇଥିଲା। ଏହି ଅବସରରେ ଫୋର୍ଟ ବେଣ୍ଡ କାଉଣ୍ଟି ଜଜ୍‌ କେ.ପି. ଜର୍ଜ ଏବଂ କାଉଣ୍ଟି କୋର୍ଟ ଆଇନ ୩ର ପ୍ରିଜାଇଡିଂ ଜଜ୍‌ ଜୁଲି ମାଥ୍ୟୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜୟଆଲୁକ୍କାସ୍‌ ସମୂହର ଚେୟାରମ୍ୟାନ୍‌ ଜୟ ଆଲୁକ୍କାସ୍‌ଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଏବଂ ଶୋ’ରୁମ୍‌ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ଜୟଆଲୁକ୍କାସ୍‌ ସମୂହର ଚେୟାରମ୍ୟାନ୍‌ ଜୟ ଆଲୁକ୍କାସ କହିଥିଲେ, ହ୍ୟୁଷ୍ଟନ୍‌ଠାରେ ଆମର ନବୀକରଣ ହୋଇଥିବା ଶୋ’ରୁମ୍‌ର ପୁନଃ ଉଦ୍‌ଘାଟନ କରି ଆମେ ବେଶ୍‌ ଉତ୍ସାହିତ ଅଛୁ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ…

ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍‌ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ରାହୁଙ୍କ ଘରେ ଶୁକ୍ରଙ୍କ ପ୍ରବେଶ: ଆଜିଠୁ ଆରମ୍ଭ ହେଲା ୩ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ପ୍ରେମ, ସୌନ୍ଦର୍ଯ୍ୟ, ଧନ, ଐଶ୍ୱର୍ଯ୍ୟ ଏବଂ ଭୌତିକ ସୁଖ-ସୁବିଧାର କାରକ ଗ୍ରହ ଭାବେ ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ଶୁକ୍ରଙ୍କ ଶୁଭ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?