ବିଜୟ ଆଡ଼କୁ ମାଡ଼ି ଚାଲିଛନ୍ତି ଜୟ ଢୋଲକିଆ, ପରିବାରରେ ଖୁସି ମନାଇବା ସହ କହିଲେ ଏମିତି…

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ବିଜୟ ଏକ ପ୍ରକାର ନିଶ୍ଚିତ ହୋଇଯାଇଛି। ଏନେଇ ପ୍ରାର୍ଥୀଙ୍କଠାରୁ କର୍ମକର୍ତ୍ତା ଏବଂ ପରିବାର ସଦସ୍ୟ ପୂରା ଖୁସିରେ ବିମୋହିତ ହୋଇପଡ଼ିଛନ୍ତି। ଜୟ ତାଙ୍କ ଦୁଇ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବହୁ ଭୋଟ୍‌ ବ୍ୟବଧାନରେ ଆଗୁଆ ରହିଛନ୍ତି। ଏପରିକି ଭୋଟ୍‌ ଗଣତିର ପ୍ରଥମ ରାଉଣ୍ଡ୍‌ଠାରୁ ଆରମ୍ଭଠାରୁ ୧୭ ରାଉଣ୍ଡ୍‌ ରାଉଣ୍ଡ ସୁଦ୍ଧା ୮୩୫୭୨ ଖଣ୍ଡ ଭୋଟ୍‌ ପାଇଥିବାବେଳେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ୨୬୭୫୩ ଖଣ୍ଡ ଭୋଟ୍‌ ପାଇଛନ୍ତି। ସେହିପରି ତୃତୀୟ ସ୍ଥାନରେ ରହିଛି ବିଜେଡି। ବିଜେଡି ପ୍ରାର୍ଥତ୍ନୀ ସ୍ନେହାଙ୍ଗିନୀ ଛୁରିଆ ୨୬୨୦୩୩ ଖଣ୍ଡ ଭୋଟ୍‌ ପାଇଛନ୍ତି। ଏହି ଖବର ପାଇବା ପରେ ନିଜ ପରିବାର ସହ ଖୁସିରେ ନାଚି ଉଠିଛନ୍ତି ଜୟ ଢୋଲକିଆ।

ଏହି ପରିପ୍ରେକ୍ଷୀରେ ଭାଜପା ପ୍ରାର୍ଥୀ ଢୋଲକିଆ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖି କହିଛନ୍ତି, ମୁଁ ଆଗରୁ କହିଛି ଏବେ ବି କହୁଛି ଭାଜପା ୫୦ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ଜିତିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

ନୟାଗଡ଼ରୁ ଛତ୍ରପୁର ଆସୁଥିଲେ, ଡିଭାଇଡର ସହ ବାଇକ୍‌ ପିଟି ହେବା ପରେ ଛିଟିକି ପଡ଼ିଲେ; ମା’ବାପା ଗୁରୁତର, ୨ ବର୍ଷର ଶିଶୁକନ୍ୟା…

ଛତ୍ରପୁର, ୨୧।୪(ଦିଲ୍ଲୀପ ସାମଲ):  ଛତ୍ରପୁର ଥାନା ଅଧିନ ଜାତୀୟ ରାଜପଥ ଭାଗ୍ୟଲକ୍ଷ୍ମୀ ନଗର ନିକଟରେ ସଡକ ଦୁର୍ଘଟଣା । ଏଥିରେ ସ୍ବାମୀ ଓ ସ୍ତ୍ରୀ ଗୁରୁତର ଆହତ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri