ପୂର୍ବତନ ମିସ୍‌ ଇଣ୍ଡିଆଙ୍କ ହାତ ଧରିଲେ କୋଟିପତି ବ୍ୟାଙ୍କର ଉଦୟ କୋଟାକଙ୍କ ପୁଅ ଜୟ, ଭବ୍ୟ ସମାରୋହରେ…

ନୂଆଦିଲ୍ଲୀ,୧୦।୧୧: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି କୋଟିପତି ବ୍ୟାଙ୍କର୍‌ ଉଦୟ କୋଟାକ୍‌ଙ୍କ ପୁଅ ଜୟ କୋଟାକ। ମଙ୍ଗଳବାର ଜିଓ କନ୍‌ଭେନ୍‌ଶନ ସେଣ୍ଟରରେ ଆୟୋଜିତ ଭବ୍ୟ ସମାରୋହରେ ପୂର୍ବତନ ମିସ୍‌ ଇଣ୍ଡିଆ ଅଦିତି ଆର଼୍ୟାଙ୍କ ହାତ ଧରିଛନ୍ତି ସେ। ଏହାପରେ ଉଦୟପୁରରେ ବିବାହର ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ରିପୋର୍ଟ ମୁତାବକ, ଉଭୟ କିଛି ବର୍ଷ ପୂର୍ବେ ଏକ ପାର୍ଟିରେ ପରସ୍ପରକୁ ଭେଟିଥିଲେ। ସେତେବେଳେ ବାସ୍‌ କିଛି ମିନିଟ୍‌ ଦୁହେଁ କଥା ହୋଇଥିଲେ। ଏହାପରେ ଜୟ ଅଦିତିଙ୍କୁ ଇନଷ୍ଟାଗ୍ରାମରେ ଏକ ମେସେଜ୍‌ ପଠାଇଥିଲେ। ଏହାପରେ ଉଭୟଙ୍କ ମଧ୍ୟରେ କଥାବାର୍ତ୍ତା ଆରମ୍ଭ ହୋଇଥିଲା। ଗତବର୍ଷ ଅଗଷ୍ଟରେ ସେମାନେ ନିର୍ବନ୍ଧ କରିଥିଲେ। ଏବେ ସେମାନେ ବିବାହ କରିଛନ୍ତି।

ତେବେ ଡିଜିଟାଲ ବ୍ୟାଙ୍କ କୋଟାକ୍‌୮୧୧ର ସହ-ଅଧ୍ୟକ୍ଷ ଜୟ କୋଟାକ ହାଓ୍ବାର୍ଡ ବିଜିନେସ ସ୍କୁଲରୁ ନିଜର ଏମ୍‌ବିଏ ଏବଂ କଲମ୍ବିଆ ୟୁନିଭର୍ସିଟିରୁ ଇତିହାସରେ ବିଏ କରିଛନ୍ତି। ତାଙ୍କ ବାପା ଉଦୟ, କୋଟାକ ମହିନ୍ଦ୍ରା ବ୍ୟାଙ୍କର ପ୍ରତିଷ୍ଠାତା। ତାଙ୍କର ମୋଟ ସମ୍ପତ୍ତି ୧.୦୯ ଲକ୍ଷ କୋଟିରୁ ଅଧିକ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri