Posted inଖେଳ

ଏସିଆନ କ୍ରିକେଟ ପରିଷଦର ଅଧ୍ୟକ୍ଷ ରହିବେ ଜୟ ଶାହା, କ୍ରମାଗତ ତୃତୀୟ ଥର ପାଇଁ ମିଳିଲା ଦାୟିତ୍ୱ

ନୂଆଦିଲ୍ଲୀ,୩୧।୧: ଏସିଆନ କ୍ରିକେଟ ପରିଷଦର ବାର୍ଷିକ ବୈଠକରେ ଏକ ବଡ ନିଷ୍ପତ୍ତି ନିଆଯାଇଛି। ବିସିସିଆଇ ସଚିବ ଜୟ ଶାହା ଏସିଆନ କ୍ରିକେଟ ପରିଷଦର ଅଧ୍ୟକ୍ଷ ରହିବେ। ଜୟ ଶାହା କ୍ରମାଗତ ତୃତୀୟ ଥର ପାଇଁ ଏସିଆନ କ୍ରିକେଟ ପରିଷଦର ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି। ଏସିଆନ କ୍ରିକେଟ ପରିଷଦର ବାର୍ଷିକ ବୈଠକରେ ଏହା ଉପରେ ମୋହର ଲଗାଯାଇଛି।

ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲସି)ଅଧ୍ୟକ୍ଷ ଶାମି ସିଲଭା ଜୟ ଶାହାଙ୍କ କାର୍ଯ୍ୟକାଳ ବୃଦ୍ଧି କରିବାକୁ ପ୍ରସ୍ତାବ ଦେଇଥିଲେ। ଏହାପୂର୍ବରୁ ଶାମି ସିଲଭା ଜୟ ଶାହାଙ୍କ ନାମ ରଖିଥିଲେ। ଏହା ପରେ ଅନ୍ୟ ସମସ୍ତ ସଦସ୍ୟ ସର୍ବସମ୍ମତି କ୍ରମେ ଜୟ ଶାହାଙ୍କ ନାମକୁ ଅନୁମୋଦନ କରିଛନ୍ତି। ଜାୟ ଶାହା ପ୍ରଥମ ଥର ପାଇଁ ଜାନୁଆରୀ ୨୦୨୧ରେ ଏସିଆନ କ୍ରିକେଟ ପରିଷଦର ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହାପୂର୍ବରୁ ବାଂଲାଦେଶ କ୍ରିକେଟ ବୋର୍ଡର ଅଧ୍ୟକ୍ଷ ନାଜମୁଲ ହସନ ଏସିଆନ କ୍ରିକେଟ ପରିଷଦର ଅଧ୍ୟକ୍ଷ ଆଭିମୁଖ୍ୟ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri