ରାଜ୍ୟ ସଭାରେ କାହିଁକି ହାତ ଯୋଡ଼ି କ୍ଷମା ମାଗିଲେ ଜୟା ବଚ୍ଚନ? ଜାଣନ୍ତୁ ପୁରା ମାମଲା…

ନୂଆଦିଲ୍ଲୀ,୯।୨: ରାଜ୍ୟ ସଭାରୁ ଅବସର ନେଉଥିବା ଏମ୍‌ପିମାନଙ୍କ ମଧ୍ୟରେ ସମାଜବାଦୀ ପାର୍ଟୀର ଏମ୍‌ପି ଜୟା ବଚ୍ଚନ ରହିଛନ୍ତି, ହେଲେ ବଜେଟ ଅଧିବେଶନ ସମୟରେ ସେ ଗୃହକୁ କ୍ଷମା ମାଗିଥିବା ଦେଖାଯାଇଛି। ନିଜର ବିଦାୟୀ ଭାଷଣ ସମୟରେ ଗୃହରେ ଉପସ୍ଥିତ ସମସ୍ତ ସଦସ୍ୟଙ୍କୁ ସେ କ୍ଷମା ମାଗିଛନ୍ତି। ଏପରିକି ସେ କାହାକୁ ଆଘାତ ଦେବାକୁ ଉଦ୍ଦେଶ୍ୟ ରଖି ନ ଥିବା କହିଛନ୍ତି।

ନିଜ ଭାଷଣରେ ଜୟା କହିଛନ୍ତି, ଲୋକେ ସବୁବେଳେ ଭାବିଥାନ୍ତି ଯେ ମୁଁ କ’ଣ ପାଇଁ ଏତେ ରାଗେ। ମୋର ସ୍ବଭାବ ସେଭଳି, ମୁଁ ନିଜକୁ ବଦଳାଇ ପାରିବି ନାହିଁ। ଯଦି ମୋତେ କୌଣସି କଥା ପସନ୍ଦ ଆସି ନ ଥାଏ ଅଥବା ମୁଁ ସହମତ ନ ଥାଏ, ତେବେ ମୁଁ ରାଗିଯାଏ। ଯଦି ମୁଁ କାର୍ଯ୍ୟକାଳ ସମୟରେ କାହା ସହ ଅନୁଚିତ ବ୍ୟବହାର କରିଛି, ବ୍ୟକ୍ତିଗତ କଟାକ୍ଷ କରିଛି ତେବେ କ୍ଷମା ମାଗୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ବିଚାରପତିଙ୍କ ନକାରାତ୍ମକ ସର୍ତ୍ତକୁ ସୁପ୍ରିମ୍‌ କୋର୍ଟଙ୍କ ଭର୍ତ୍ସନା

କଟକ, ୫।୫(କାର୍ତ୍ତିକ ସାହୁ): ରାୟଗଡ଼ା ଜିଲା କାଶୀପୁର ଥାନା ଭଙ୍ଗାରୁଜା ଘଟଣାରେ ଗିରଫ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରିବା ନିମନ୍ତେ ଓଡ଼ିଶା ହାଇକୋର୍ଟ ୨୦୨୫ ମେ ୯ତାରିଖରେ…

ଡଲାର ତୁଳନାରେ ଟଙ୍କାର ସର୍ବକାଳୀନ ମୂଲ୍ୟ ହ୍ରାସ

ମୁମ୍ବାଇ,୫।୫: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କା ମୂଲ୍ୟ ସୋମବାର ୩୯ ପଇସା ହ୍ରାସ ପାଇ ସର୍ବକାଳୀନ ନିମ୍ନ ସ୍ତରରେ ପହଞ୍ଚତ୍ଛି। ୧ ଡଲାର ମୂଲ୍ୟ ସୋମବାର…

ଟିଏମ୍‌ସିର ୧୫ ବର୍ଷ ଶାସନର ଘଟିଲା ପତନ: ପଶ୍ଚିମବଙ୍ଗରେ ପ୍ରଥମଥର ପାଇଁ ସରକାର ଗଢ଼ିବ ଭାଜପା

କୋଲକାତା,୪ା୫(ପି.ଟି.):ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ରାଜ୍ୟ ରାଜନୀତିରେ ବଡ଼ ପରିବର୍ତ୍ତନ ଆଣିଛି। ଏଠାରେ ଭାଜପା ବିପୁଳ ବିଜୟ ହାସଲ ସହ ପ୍ରଥମ ଥର ପାଇଁ ରାଜ୍ୟରେ ସରକାର ଗଢ଼ିବାକୁ…

ଆସାମରେ ହ୍ୟାଟ୍ରିକ୍‌ କଲା ଭାଜପା: କଂଗ୍ରେସ ଆଶା ଧୂଳିସାତ୍‌

ଗୁଆହାଟୀ,୪ା୫:ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଆସାମର ୧୨୬ ଆସନ ବିଶିଷ୍ଟ ବିଧାନସଭାରେ ଭାଜପା ନେତୃତ୍ୱରେ ଏନ୍‌ଡିଏ କ୍ରମାଗତ ତୃତୀୟ ଥର ପାଇଁ ବିଜୟୀ ହୋଇ ହ୍ୟାଟ୍ରିକ୍‌ କରିବାକୁ ଯାଉଛି। ମୁଖ୍ୟମନ୍ତ୍ରୀ…

ରସଗୋଲା କାହାର, ଓଡ଼ିଶାର ନା ପଶ୍ଚିମବଙ୍ଗର: ଭାଜପାର ମହାବିଜୟ ପରେ ଖୋଲାଖୋଲି ଧର୍ମେନ୍ଦ୍ର ପ୍ରଧାନ ଦେଲେ ଏମିତି ଜବାବ

କୋଲକାତା,୪।୫: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏଥର ନିର୍ବାଚନ ଫଳାଫଳରେ ଏକ ବଡ଼ ପରିବର୍ତ୍ତନ ଦେଖାଦେଇଛି ଏବଂ ୧୫ ବର୍ଷ ଧରି ଶାସନ କରୁଥିବା…

କ୍ଷମତା ତ ଦୂରର କଥା, ନିଜ ଆସନ ମଧ୍ୟ ବଞ୍ଚାଇ ପାରିଲେନି ଦିଦି, ବିଜୟୀ ହେବା ପରେ ଶୁଭେନ୍ଦୁ ଅଧିକାରୀ କହିଲେ- ମମତାଙ୍କୁ ପରାସ୍ତ କରିବା…

କୋଲକାତା,୪।୫: ଭାରତୀୟ ଜନତା ପାର୍ଟି (ଭାଜପା) ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଏକ ଐତିହାସିକ ବିଜୟ ହାସଲ କରିଛି। ୨୯୪ ସଦସ୍ୟ ବିଶିଷ୍ଟ ବଙ୍ଗଳା ବିଧାନସଭାରୁ ଭାଜପା ୨୦୮ଟି…

ଧୋତି-କୁର୍ତ୍ତା ପିନ୍ଧି ଧମାକାଦାର ଏଣ୍ଟ୍ରି କଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କ’ଣ ରହିଛି ସ୍ବତନ୍ତ୍ରତା

ନୂଆଦିଲ୍ଲୀ,୪।୫: ପଶ୍ଚିମବଙ୍ଗ, ଆସାମ ଏବଂ ପୁଡୁଚେରୀରେ ଭାଜପାର ଐତିହାସିକ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ଥିବା ଦଳୀୟ ମୁଖ୍ୟାଳୟରେ ସମାବେଶକୁ ସମ୍ବୋଧିତ କରିବାକୁ ପହଞ୍ଚିଥିଲେ।…

୫ ପ୍ରତିଶ୍ରୁତି ପୂରଣ କରିବାକୁ ପଶ୍ଚିମବଙ୍ଗ ଲୋକଙ୍କୁ କଥା ଦେଲେ ପ୍ରଧାନମନ୍ତ୍ରୀ: କହିଲେ ପ୍ରଥମ ବୈଠକରେ ହିଁ କରାଯିବ ଲାଗୁ

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭାଜପା ୨୯୩ ଆସନରୁ ୨୦୪ ଆସନ ଜିତି ଏକ ବିଶାଳ ବିଜୟ ହାସଲ କରିଛି। ଦିଲ୍ଲୀର ଭାଜପା ମୁଖ୍ୟାଳୟରେ ଏକ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri