Posted inଜାତୀୟ

ଭାଜପା ନେତାଙ୍କୁ ଅଭିଶାପ ଦେଲେ ଜୟା!

ନୂଆଦିଲ୍ଲୀ,୨୦ ।୧୨: ରାଜ୍ୟ ସଭାରେ ସମାଜବାଦୀ ପାର୍ଟି ଏମ୍‌ପି ତଥା ବଲିଉଡ୍ ଅଭିନେତ୍ରୀ ଜୟା ବଚ୍ଚନ ଭାରତୀୟ ଜନତା ପାର୍ଟି(ଭାଜପା) ନେତୃତ୍ୟରେ ପରିଚାଳିତ କେନ୍ଦ୍ର ସରକାରଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ସୂଚନା ଅନୁଯାୟୀ, ଟ୍ରେଜେରୀ ବେଞ୍ଚ ଉପରେ ବସିଥିବା ଭାଜପା ଏମ୍‌ପିଙ୍କ ସହ ଜୟାଙ୍କ ଯୁକ୍ତିତର୍କ ହୋଇଯାଇଥିଲା । ଏହି ସମୟରେ ଜୟା ଭାଜପାର ଏମ୍‌ପିଙ୍କ ଉପରେ ରାଗି ଯାଇଥିଲେ । ଆଉ ରାଗି ଯାଇ କହିଥିଲେ ଆପଣମାନେ ଖୁବ୍ ଶୀଘ୍ର ଅତି ଖରାପ ଦିନ ଦେଖିବାକୁ ଯାଉଛନ୍ତି । ଖୁବ୍ ରାଗି ଯାଇଥିବା ଜୟା କହିଥିଲେ ମୋ ଉପରେ ବ୍ୟକ୍ତିଗତ ଭାବେ ଅରୋପ ଲଗାଯାଇଛି, ମୁଁ ଆପଣଙ୍କୁ ଅଭିଶାପ ଦେଉଛି ଆପଣଙ୍କର ଖରାପ ଦିନ ଶୀଘ୍ର ଆସୁ । ଆପଣମାନେ କଣ୍ଠରୋଧ କରିଦେଉଛନ୍ତି । ଏହାସହ ବିରୋଧି ଦଳଙ୍କୁ ଟାର୍ଗେଟ କରି ଜୟା କହିଥିଲେ ଆପଣ ବିନ୍ କାହା ଆଗରେ ବଜାଉଛନ୍ତି । ଏମିତି ପରିସ୍ଥିତି ସମୟରେ ଶିବସେନା ଏମ୍‌ପି ସଞ୍ଜୟ ରାଉତ କହିଥିଲେ ଜୟା ତାଙ୍କର ରାଗ ଆଉ ଐଶ୍ୱର୍ଯ୍ୟାଙ୍କ ଉପରେ ନ ଦେଖାନ୍ତୁ । ସୂଚନାଯୋଗ୍ୟ, ସୋମବାର ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କୁ ପାନାମା ପେପର ଲିଙ୍କ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପଚରା ଉଚରା କରୁଛି । ତେବେ ଜୟା ଘରକୁ ଯାଇ ଆଉ ଐଶ୍ୱର୍ଯ୍ୟାଙ୍କ ଉପରେ ତାଙ୍କ ରାଗ ବାହାର କରନ୍ତୁ ନାହିଁ ବୋଲି ସଞ୍ଜୟ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

ବଡ଼ ଘୋଷଣା କଲା ଇଣ୍ଡିଗୋ, ବିମାନ ବାତିଲରେ ପ୍ରଭାବିତ ହୋଇଥିବା ଯାତ୍ରୀଙ୍କୁ ମିଳିବ ଏତିକି ଟଙ୍କା କ୍ଷତିପୂରଣ

ନୂଆଦିଲ୍ଲୀ,୧୧।୧୨: ହଜାର ହଜାର ଯାତ୍ରୀ ସମ୍ମୁଖୀନ ହେଉଥିବା ଅସୁବିଧାକୁ ସ୍ବୀକାର କରି ଇଣ୍ଡିଗୋ ନିକଟରେ ବଡ଼ ଘୋଷଣା କରିଛି। କମ୍ପାନୀ ଘୋଷଣା କରିଛି ଯେ ଡିସେମ୍ବର...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ! ଏହି ସ୍ଥାନରେ 5 ଦିନ ପୋଷାକ ପିନ୍ଧନ୍ତିନି ମହିଳା

ନୂଆଦିଲ୍ଲୀ,୧୧|୧୨ : ଭାରତ ଅନନ୍ୟ ସଂସ୍କୃତି, ପରମ୍ପରା ଏବଂ ମାନ୍ୟତା ପାଇଁ ସାରା ବିଶ୍ବରେ ପରିଚିତ । ଦେଶର ଏକ ସ୍ଥାନରେ ଏପରି ଏକ ପରମ୍ପରା...

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...

କଂଗ୍ରେସ ଛାଡି ନୂଆ ଦଳ ଗଠନ କରିବେ ମୋକିମ! ମୁହଁ ଖୋଲିଲେ ସୁର, କହିଲେ…

ଭୁବନେଶ୍ୱର,୧୧।୧୨: ମୋକିମଙ୍କ ଚିଠି ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ସୁର କହିଛନ୍ତି, ମୋକିମ ଏପରି କରି ଝିଅ କ୍ୟାରିୟରକୁ...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…

ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri