Posted inUncategorized

ଜୟଦୁର୍ଗା ଗ୍ରୁପ୍‌ର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୭।୧୦: ରାଜ୍ୟର ପ୍ରମୁଖ ବାଣିଜି୍ୟକ ପ୍ରତିଷ୍ଠାନ ତଥା ଜୟଦୁର୍ଗା ଗ୍ରୁପ୍‌ ଅଫ୍‌ କମ୍ପାନିଜ୍‌ର ବାର୍ଷିକ ଉତ୍ସବ ନିକଟରେ ଶେଷ ହୋଇଯାଇଛି। ଏ ସମ୍ପର୍କରେ ଜୟଦୁର୍ଗା ଗ୍ରୁପ୍‌ର ଏମ୍‌ଡି ଇଂ. ବାବୁରାମ ସ୍ବାଇଁ କହିଛନ୍ତି, ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ପ୍ରତିଷ୍ଠାନର ପ୍ରତିଷ୍ଠା ଦିବସ ଆଡ଼ମ୍ବର ସହକାରେ ପାଳନ କରାଯାଉଛି। ସେହିଭଳି କମ୍ପାନୀର ଅଭିବୃଦ୍ଧି ସାଙ୍ଗକୁ ଉଭୟ କର୍ମଚାରୀ ଓ ଗ୍ରାହକଙ୍କ ମଧ୍ୟରେ ସୁସମ୍ପର୍କ ସ୍ଥାପନ ପାଇଁ ମଧ୍ୟ ଏକ ବନ୍ଧୁମିଳନର ଆୟୋଜନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଜୟଦୁର୍ଗା ଗ୍ରୁପ୍‌ର ଯଥା ଜୟଦୁର୍ଗା କେମିକାଲ୍ସ,ଜୟଦୁର୍ଗା ପେଟ୍‌ ଇଣ୍ଡଷ୍ଟ୍ରିଜ୍‌,ଜୟଦୁର୍ଗା ହୋମ୍‌ କେୟାର ପ୍ରା.ଲି. ଏବଂ ସ୍ମାଇଲ ଗୋଲ୍‌ଡ ଜୁଏଲେରିଜ୍‌ ଭଳି ସଂସ୍ଥା ସାମିଲ ରହିଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସମସ୍ତ ବରିଷ୍ଠ ଅଧିକାରୀ, କର୍ମଚାରୀ ଓ ଗ୍ରାହକଙ୍କ ସମେତ ବହୁ ଜଣାଶୁଣା ବ୍ୟକ୍ତିବିଶେଷ ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାରି ହେଲା ନୂଆ ସିଡ୍ୟୁଲ, ଜାଣନ୍ତୁ ରୋହିତ ବିରାଟ ଖେଳିବେ କେତୋଟ ମ୍ୟାଚ

ନୂଆଦିଲ୍ଲୀ,୨୧।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ଅପେକ୍ଷା ଶେଷରେ ଶେଷ ହେବାକୁ ଯାଉଛି, ଟୁର୍ଣ୍ଣାମେଣ୍ଟ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଉଦଘାଟନୀ ମ୍ୟାଚ…

କାରଣ କହି ଭାଜପା ଛାଡିଲେ ଜୀବନ ପ୍ରଦୀପ ଦାଶ

ଭୁବନେଶ୍ୱର,୧୩।୧୧: ଭାଜପା ଛାଡ଼ିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ। ରବୀନ୍ଦ୍ର ଜେନା ଭାଜପାରେ ସାମିଲ ହେବା ପରେ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ପ୍ରେସମିଟ୍‌ କରି…

ରସୁଲଗଡ଼ରେ ଚାଞ୍ଚଲ୍ୟ: ୟୁଟ୍ୟୁବ ବ୍ଲଗରଙ୍କୁ ଜିଜିପି କଲୋନୀରେ ହତ୍ୟା 

ଭୁବନେଶ୍ୱର,୧।୩: ରାଜଧାନୀରେ ପୁଣି ଗଡିଲା ମୁଣ୍ଡ। ରସୁଲଗଡ଼ ନିକଟ ଜିଜିପି କଲୋନୀରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତ ଯୁବକ ଜଣଙ୍କ ରାହୁଲ ମହାରଣା। ସେ…

୫ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଟପିଲା

ଭୁବନେଶ୍ୱର, ୨୨।୨ (ବନ୍ଦନା ସେଠୀ) : ରାଜ୍ୟରେ ଦିନ ତାପମାତ୍ରା ଧୀରେ ଧୀରେ ବୃଦ୍ଧି ପାଉଛି। ଆଞ୍ଚଳିକ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ…

ବିଷାକ୍ତ ଶିଳ୍ପର ଯାତ୍ରା

ମାନବ ସଭ୍ୟତାର ସବୁଠାରୁ ବଡ଼ ଦୁଃଖଦ ଘଟଣା ମଧ୍ୟରୁ ଗୋଟିଏ ହେଉଛି, ଯେତେବେଳେ ଶିଳ୍ପ ଏବଂ ଲାଭ ପାଇଁ ଭୋକ ବୃଦ୍ଧି ପାଇଛି, ସେତେବେଳେ ପ୍ରଥମେ ମାନବ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

ଭାରତ-ପାକିସ୍ତାନ ମହାମୁକାବିଲାକୁ ନେଇ ଆସିଲା ବଡ଼ ଅପଡେଟ୍‌: ୨୪ ଘଣ୍ଟା ଭିତରେ…

ନୂଆଦିଲ୍ଲୀ,୯।୨: ଟି-୨୦ ବିଶ୍ୱକପ ଆରମ୍ଭ ହୋଇଛି। କିନ୍ତୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହାମୁକାବିଲାକୁ ନେଇ ଏବେ ବି ଅନିଶ୍ଚିତତା ରହିଛି। ପରିସ୍ଥିତି ସ୍ପଷ୍ଟ କରିବା ପାଇଁ…

ସାମ୍ନାକୁ ଆସିଲା ସୁଇସାଇଡ ନୋଟ: ଆତ୍ମହତ୍ୟା କରିବା ପୂର୍ବରୁ ବାପାଙ୍କୁ ଏମିତି କଥା ଲେଖିଥିଲେ ୩ ଭଉଣୀ

ଗାଜିଆବାଦ,୪।୨: ଉତ୍ତର ପ୍ରଦେଶର ଗାଜିଆବାଦର ଟିଲା ମୋଡ ପୋଲିସ ଷ୍ଟେଶନ ଅଞ୍ଚଳର ଭାରତ ସିଟି ସୋସାଇଟିରେ ଏକ ଦୁଃଖଦ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ତିନି ଭଉଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri