Posted inଜାତୀୟ

ଜୟଲଳିତାଙ୍କ ମୃତ୍ୟୁ ରିପୋର୍ଟ: ଶଶିକଳାଙ୍କ ସମେତ ଡାକ୍ତର-ସ୍ବାସ୍ଥ୍ୟ ସଚିବଙ୍କ ବିରୋଧରେ ତଦନ୍ତ ଦାବି…

ଚେନ୍ନାଇ,୧୮।୧୦ : ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜେ. ଜୟଲଳିତାଙ୍କ ମୃତ୍ୟୁ ଘଟଣାର ଯାଞ୍ଚ ପାଇଁ ଗଠିତ ଅରୁମୁଗାସାମି କମିଟି ମଙ୍ଗଳବାର ବିଧାନସଭାରେ ଏହାର ରିପୋର୍ଟ ଉପସ୍ଥାପନ କରିଛି। ଏହି ରିପୋର୍ଟରେ କମିଟି ଶଶିକଳାଙ୍କ ସମେତ ଜୟଲଳିତାଙ୍କ ଡାକ୍ତର କେ.ଏସ ଶିବକୁମାର, ତତ୍କାଳୀନ ସ୍ବାସ୍ଥ୍ୟ ସଚିବ ଜେ. ରାଧାକୃଷ୍ଣନ ଏବଂ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସି . ବିଜୟଭାସ୍କରଙ୍କ ବିରୋଧରେ ଅଭିଯୋଗ ଅଣାଯାଇଛି। ଏହି ଅଭିଯୋଗର ତଦନ୍ତ ପାଇଁ ନିର୍ଦ୍ଦେଶ ଦେବାକୁ ମଧ୍ୟ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଡଭାନୀଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ନଡ୍ଡା

ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ସୋମବାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ଜେ.ପି. ନଡ୍ଡା। ଏହାପରେ ଦିଲ୍ଲୀରେ ଦଳର ମୁଖ୍ୟକାର୍ଯ୍ୟାଳୟରେ ତାଙ୍କ ପାଇଁ ସ୍ବାଗତ ସମାରୋହ...

ପଶ୍ଚିମବଙ୍ଗ ପରେ ଝାଡ଼ଖଣ୍ଡରେ ବଢ଼ିଲା ଲକ୍‌ଡାଉନ

ରାଞ୍ଚି,୨୭।୬: ସାରା ଦେଶରେ କରୋନା ସଙ୍କଟ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ନିୟନ୍ତ୍ରଣାଧିନ ହୋଇପାରୁ ନ...

କଲେଜିୟମ୍‌ ସୁପାରିଶକୁ ଖଣ୍ଡନ କରିବା ଏବେ ସାଧାରଣ ଘଟଣା ପାଲଟିଛି, ସୁପ୍ରିମ୍‌କୋର୍ଟଙ୍କ କ୍ଷୋଭ…

ନୂଆଦିଲ୍ଲୀ ,୧୭।୧୦: ହାଇକୋର୍ଟରେ ବିଚାରପତିଙ୍କ ବୃଦ୍ଧି ପାଉଥିବା ଖାଲି  ସଂଖ୍ୟା ସ୍ବୀକୃତ ପଦବୀର ପ୍ରାୟ ୫୦ ପ୍ରତିଶତରେ ପହଞ୍ଚିଛି। ଏସବୁ ପଦବୀର ପୂରଣ ପାଇଁ ସୁପ୍ରିମକୋର୍ଟ...

କରୋନା ସଂକ୍ରମଣ ରୋକିବାକୁ ପୁଣି କଠୋର ହେଲେ ରାଜସ୍ଥାନ ସରକାର

ଜୟପୁର,୨୦ ।୯: କରୋନା ସଂକ୍ରମଣ ଦେଶରେ କମ୍ ହେବା ପରିବର୍ତ୍ତେ ବଢିବାରେ ଲାଗିଛି । ରାଜସ୍ଥାନ ସରକାର ଏହାକୁ ଦେଖି ୧୧ ଜିଲା ମୁଖ୍ୟାଳୟରେ ସର୍ବସାଧାରଣ...

ନୂଆ ଭାରିଆଣ୍ଟ୍‌ ପାଇଁ ଭାକ୍ସିନ୍‌ର ୨ଟି ଡୋଜ୍‌ ଜରୁରୀ…

ନୂଆଦିଲ୍ଲୀ/ଲଣ୍ଡନ,୨୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ତୀବ୍ରବେଗରେ ବ୍ୟାପିବାରେ ଲାଗିଛି। ଦ୍ୱିତୀୟ ଲହରରେ ସୃଷ୍ଟି ହୋଇଥିବା ନୂଆ ଭାରିଆଣ୍ଟ୍‌ ବି-୧-୬୭୧-୨ ଅଧିକ ବେଗରେ...

ରୋଗ ଚିହ୍ନଟ ନ ହୋଇ ପୁଅଙ୍କ ମୃତ୍ୟୁ ହେବାରୁ ମା’ ହେଲେ ଡାକ୍ତରାଣୀ: ମାଗଣାରେ କରୁଛନ୍ତି ଚିକିତ୍ସା

ମିରଟ,୨୯।୧୦: ସବୁ ଦୁଃଖ, କଷ୍ଟ ଓ ବିପଦରୁ ନିଜ ପିଲାଙ୍କୁ ଘଣ୍ଟ ଘୋଡାଇ ରଖିଥାଏ ମା’। କିନ୍ତୁ ପିଲାକୁ ଟିକେ ଆଘାତ ଲାଗିଲେ ସେ ଭାଙ୍ଗିପଡ଼େ।...

ଲୋକାଲ ଟ୍ରେନ୍‌ରେ ଫିଲ୍ମ-ଟିଭି ଶୋ ଦେଖିପାରିବେ ଯାତ୍ରୀ…

ମୁମ୍ବାଇ, ୧୨।୨ : ଏଣିକି ମୁମ୍ବାଇର ଲୋକାଲ ଟ୍ରେନରେ ଯାତ୍ରା କରିବା ସମୟରେ ଯାତ୍ରୀ ଫିଲ୍ମ ଏବଂ ଟିଭି ଶୋ ଦେଖିପାରିବେ। ଭାରତୀୟ ରେଳ ଅଧିକାରୀ...

ସିବିଆଇ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ…

ନୂଆଦିଲ୍ଲୀ,୮।୭: ରାଜଧାନୀରେ ଦିଲ୍ଲୀରେ ଥିବା ସିବିଆଇ କାର୍ଯ୍ୟାଳୟରେ ଗୁରୁବାର ପୂର୍ବାହ୍ନ ୧୧ଟା ୩୫ରେ ଅଗ୍ନିକାଣ୍ଡ ଘଟିଛି। ପାର୍କିଂ ସ୍ଥଳରେ ଥିବା ଇଲୋକ୍ଟ୍ରୋନିକ୍ସ୍‌ ରୁମ୍‌ରେ ଅଗ୍ନିକାଣ୍ଡ ଘଟିବା...

Advertisement
Archives

Model This Week